ଜାତୀୟ

ମୋଦିଙ୍କ ୩୨ ବର୍ଷର ସ୍ବପ୍ନ ହେବ ପୂରଣ

ନୂଆଦିଲ୍ଲୀ,୧୪।୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ କରିବେ। ଏହି ବିଶେଷ ଦିନ ପାଇଁ ସାରା ଦେଶରେ ପ୍ରସ୍ତୁତି ଚାଲିଛି। ପ୍ରଧାନମନ୍ତ୍ରୀ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବା ସହ ତାଙ୍କର ୩୨ ବର୍ଷ ପୁରୁଣା ସଂକଳ୍ପ...

ମାଇକ୍‌ ଲଗାଇ ୨ ଘଣ୍ଟା ଗାଳି ଦେବାକୁ ଇଚ୍ଛା ହେଉଛି, ଏସ୍‌ଡିଏମ୍‌ଙ୍କୁ ଏପରି ଅନୁରୋଧ କଲେ ବ୍ୟକ୍ତି, ଜାଣନ୍ତୁ କାରଣ…

ଲକ୍ଷ୍ନୌ,୧୪ା୧: ଉତ୍ତରପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି। ପ୍ରତାପଗଡ଼ର ଜଣେ ବ୍ୟକ୍ତି ମାଇକ୍‌ ଲଗାଇ ଖବରକାଗଜ କର୍ମଚାରୀଙ୍କୁ ଦୁଇ ଘଣ୍ଟା ଧରି ଗାଳି ଦେବା ପାଇଁ ଏସ୍‌ଡିଏମ୍‌ଙ୍କୁ ଅନୁରୋଧ କରିଛନ୍ତି। ଏକ ଖବରକାଗଜରେ ପ୍ରକାଶିତ ଆର୍ଟିକିଲ୍‌ରେ ଜମି ଜବରଦଖଲରେ ସମ୍ପୃକ୍ତ...

ଦିଲ୍ଲୀ ଏନ୍‌ସିଆର୍‌ରେ କୁହୁଡ଼ି ସହିତ ବାୟୁ ପ୍ରଦୂଷଣ ବୃଦ୍ଧି, GRAP-3 ପ୍ରତିବନ୍ଧକ ଲାଗୁ

ନୂଆଦିଲ୍ଲୀ,୧୪ା୧: ଦିଲ୍ଲୀ-ଏନ୍‌ସିଆର୍‌ରେ କୁହୁଡ଼ି ସହିତ ବାୟୁ ପ୍ରଦୂଷଣ ବୃଦ୍ଧି ହେତୁ ଗ୍ରେଡେଡ୍‌ ରେସ୍‌ପନ୍ସ ଆକ୍ସନ ପ୍ଲାନ୍‌ର ତୃତୀୟ ପର୍ଯ୍ୟାୟର ପ୍ରତିବନ୍ଧକ ତୁରନ୍ତ କାର୍ଯ୍ୟକାରୀ ହୋଇଛି। ଏହା ଅଧୀନରେ  ୮-ପଏଣ୍ଟ ଯୋଜନା କାର୍ଯ୍ୟକାରୀ ହେବ। ସେଥିମଧ୍ୟରୁ ବିଏସ୍‌-୩ ପେଟ୍ରୋଲ ଏବଂ ବିଏସ୍‌-୪...

ଏକରୁ ବି ଅଧିକ କରିହେବ ବିବାହ, ହିନ୍ଦୁଙ୍କ ପାଇଁ ରହିଛି ଏହି ନିୟମ

ନୂଆଦିଲ୍ଲୀ,୧୪।୧: ଦେଶରେ ହିନ୍ଦୁମାନେ କେବଳ ଥରେ ବିବାହ କରିପାରିବେ ବୋଲି ପ୍ରାବଧାନ ରହିଛି। ଯଦି ପ୍ରଥମ ସ୍ତ୍ରୀ ଜୀବିତ ଥିବାବେଳେ ଦ୍ୱିତୀୟ ବିବାହ କରୁଛନ୍ତି ତେବେ ତାହା ଅପରାଧ ବୋଲି ଧରାଯାଏ। ତଥାପି, ଭାରତରେ ହିନ୍ଦୁଙ୍କୁ ଏକାଧିକ ବିବାହ କରିବାକୁ...

ସୀମା ସଂଯୋଗକୁ ଆହୁରି ସୁଦୃଢ଼ କରିବେ ନେପାଳ-ଭାରତ

କାଠମାଣ୍ଡୁ/ନୂଆଦଲ୍ଲୀ,୧୪ା୧: ସୀମା ସଂଯୋଗକୁ ଆହୁରି ସୁଦୃଢ଼ କରିବା ପାଇଁ ନେପାଳ ଏବଂ ଭାରତ ଦ୍ୱିପାକ୍ଷିକ ଚୁକ୍ତି କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି। ଅନଧିକୃତ ବାଣିଜ୍ୟର ମୁକାବିଲା ପାଇଁ ବାଣିଜ୍ୟ, ଗମନାଗମନ ଏବଂ ସହଯୋଗ ଉପରେ ଭାରତ-ନେପାଳ ଆନ୍ତଃରାଜ୍ୟ ସବ୍‌...

ଆପଲ ସିଇଓ ଟିମ କୁକଙ୍କୁ କେତେ ମିଳେ ଦରମା ?

ଓ୍ବାଶିଂଟନ୍‌,୧୪।୧: ଦୁନିଆର ସବୁଠାରୁ ବଡ କମ୍ପାନୀ ଆପଲର ସିଇଓ ଟିମ କୁକୁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ଷ୍ଟିଭ ଜବ୍ସଙ୍କର ମୃତ୍ୟୁ ପରେ ଆପଲକୁ ସବୁ ଟେକ୍‌ କମ୍ପାନୀ ଠାରୁ ଶିଖରକୁ ନେବାକୁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛିି । ନିକଟରେ...

ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବାଇ,୧୪।୧: ଆଗାମୀ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରା ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ ନିଜ ‘ଏକ୍ସ’ ଆକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି।...

ରାମମନ୍ଦିର ଆନ୍ଦୋଳନରେ ପ୍ରସିଦ୍ଧ ଗେଷ୍ଟ୍‌ହାଉସ୍‌ର ରୁମ୍‌ ନଂ ୩-୪ ଏବେ ଚର୍ଚ୍ଚାରେ, ଜାଣନ୍ତୁ କାରଣ…

ଅଯୋଧ୍ୟା,୧୪ା୧: ଆସନ୍ତା ୨୨ ଜାନୁଆରୀ ୨୦୨୪ରେ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଅଯୋଧ୍ୟାରେ ନବନିର୍ମିତ ଶ୍ରୀ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଏହାର ପ୍ରସ୍ତୁତି ଜୋରସୋର୍‌ରେ ଚାଲିଛି। ସମଗ୍ର ଦେଶରେ ଏକ ଉତ୍ସବର...

ପାଦରେ ଚାଲି ମଧ୍ୟପ୍ରଦେଶରୁ ପୁରୀ

ଗଣିଆ,୧୪ା୧(ସନ୍ତୋଷ କୁମାର ପ୍ରଧାନ)ଜଗା ଦର୍ଶନର ଅଦ୍ୟମ ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ। ଶ୍ରୀକ୍ଷେତ୍ରଧାମରେ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ସୁଦୂର ମଧ୍ୟପ୍ରଦେଶରୁ ୪ଜଣିଆ ତୀର୍ଥଯାତ୍ରୀ ଦଳ ପୁରୁଣା ଜଗନ୍ନାଥ ସଡ଼କରେ ପାଦରେ ଚାଲି ଚାଲି ପୁରୀ ଅଭିମୁଖେ ଯାଉଛନ୍ତ।...

ରାମଲାଲାଙ୍କୁ ସମର୍ପଣ କରାଯିବ ମୟୂରକଣ୍ଠିଆ ଧନୁତୀର

ଖଣ୍ଡପଡ଼ା,୧୪ା୧(ଅଜୟ କୁମାର ମହାରଣା)ଆସନ୍ତା ୨୨ ତାରିଖରେ ଅଯୋଦ୍ଧାରେ ରାମ ମନ୍ଦିର ସହ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ୍‌ ଅଧୀନ କଣ୍ଟିଲୋ ପଞ୍ଚାୟତ ଖୁଦବେହେରା ପାଟଣାର ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ସୁଦର୍ଶନ ସାହୁଙ୍କ...

ଏଆଇ ଦେବ ପାଣିପାଗ ସୂଚନା

ନୂଆଦିଲ୍ଲୀ,୧୪।୧(ପି.ଟି.)ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପ୍ରତିଷ୍ଠାର ୧୫୦ତମ ବାର୍ଷିକୀ ପାଳନ କରିବାକୁ ଯାଉଥିବାବେଳେ ପାଗ ସମ୍ପର୍କିତ ସମ୍ପୂର୍ଣ୍ଣ ଠିକ୍‌ ପୂର୍ବାନୁମାନ ମଡେଲ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଏବଂ ତ୍ୱରିତ୍‌ ସୁପର କମ୍ପ୍ୟୁଟରର ଉପଯୋଗ ନେଇ ଯୋଜନା କରୁଛି।...

କଶ୍ମୀରରେ ଆତଙ୍କବାଦ ବଢ଼ାଇବାକୁ ପାକ୍‌ର ଯୋଜନା

ନୂଆଦିଲ୍ଲୀ,୧୪।୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବଢ଼ାଇବା ପାଇଁ ପାକିସ୍ତାନ ଉଦ୍ୟମ ଚଳାଇଥିବାବେଳେ ଏହାକୁ ରୋକିବା ଲାଗି ଭାରତୀୟ ସେନା ଅପରେଶନ ‘ସର୍ବଶକ୍ତି’ ଆରମ୍ଭ କରିଛି। ଏହି ଅଭିଯାନରେ ସେନା ପିର୍‌ ପଞ୍ଜଲ ପର୍ବତମାଳାର ଉଭୟ ପାର୍ଶ୍ୱରେ ରହିଥିବା ଆତଙ୍କବାଦୀଙ୍କୁ ଟାର୍ଗେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri