ଜାତୀୟ

‘ମେ ତେନୁ ଫିର ମିଲାଙ୍ଗୀ’… ଆର ପାରିରେ ଅମ୍ରିତାଙ୍କ ଇମ୍ରୋଜ

ନୂଆଦିଲ୍ଲୀ,୨୨।୧୨: ଆଉ ନାହନ୍ତି ଅମ୍ରିତାଙ୍କ ଇମ୍ରୋଜ। ଶୁକ୍ରବାର ୯୭ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି ଇମ୍ରୋଜ ଓରଫ ଇନ୍ଦ୍ରଜିତ। ସେ ଜଣେ ଚିତ୍ରକାର ଥିଲେ। ହେଲେ ଅମ୍ରିତାଙ୍କ ପ୍ରେମ ତାଙ୍କୁ ସଜାଇଥିଲା କବି। ବଞ୍ଚିଥିବାବେଳେ ଅମ୍ରିତା-ଇମ୍ରୋଜଙ୍କ ପ୍ରେମ କେବେ ସଫଳ...

ପଦ୍ମଶ୍ରୀ ଫେରାଇଲେ ରେସଲର ବଜରଙ୍ଗ ପୁନିଆ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି କଲେ ଘୋଷଣା

ନୂଆଦିଲ୍ଲୀ,୨୨।୧୨: ବ୍ରିଜ ଭୂଷଣ ଶରଣ ସିଂହଙ୍କ ଘନିଷ୍ଠ ସଞ୍ଜୟ ସିଂହ ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ଭାବେ ନିର୍ବାଚିତ ହେବା ପରେ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ ବଡ ନିଷ୍ପତ୍ତି ନେଇଛନ୍ତି। ପୁନିଆ ଭାରତ ସରକାରଙ୍କ ଠାରୁ ମିଳିଥିବା ପଦ୍ମଶ୍ରୀ ପୁରସ୍କାରକୁ...

Jn.1 Variant: ରୋଗ ପ୍ରତିଶୋଧକ ଶକ୍ତି ଥିଲେ ବି ସଂକ୍ରମିତ କରୁଛି ନୂଆ ଭ୍ୟାରିଆଣ୍ଟ,ଏହି ୫ ଲକ୍ଷଣ ଦେଖିଲେ ହୁଅନ୍ତୁ ସାବଧାନ 

ନୂଆଦିଲ୍ଲୀ,୨୨।୧୨: ପୁଣି ଫେରିଛି କରୋନା। ଜେଏନ୍‌.୧ କୋଭିଡ-୧୯ ଭ୍ୟାରିଆଣ୍ଟ ଦେଶ ତଥା ବିଦେଶରେ ବ୍ୟାପିବାରେ ଲାଗିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଭାରତରେ ଗୁରୁବାର ୫୯୪ ନୂଆ କରୋନା-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ମୋଟ ଆକ୍ରାନ୍ତଙ୍କ...

ମହିଳାଙ୍କ ଲୁହର ବାସ୍ନାରେ କମିଯାଏ ପୁରୁଷଙ୍କ ରାଗ! ଗବେଷଣାରୁ ହେଲା ସ୍ପଷ୍ଟ

ଜେରୁଜେଲମ,୨୨।୧୨: ଅନେକେ ବିଶ୍ୱାସ କରନ୍ତି ଯେ, ମହିଳାମାନେ ଛୋଟ ଛୋଟ ଝଗଡାରେ ଲୁହକୁ ହତିଆର ଭାବେ ବ୍ୟବହାର କରନ୍ତି। ଦମ୍ପତି କିମ୍ବା କୌଣସି କପୁଲଙ୍କ ମଧ୍ୟରେ ଝଗଡା ହେଲେ ମହିଳାମାନେ ସାଙ୍ଗେ ସାଙ୍ଗେ କାନ୍ଦି ଉଠନ୍ତି। କାନ୍ଦିବା ଦ୍ୱାରା ପୁରୁଷଙ୍କ...

ଏଠାରେ ବୁଲୁଛି ଆତ୍ମା, ପୂଜା ପାଉଛି ବୁଲେଟ

ଚୋଟିଲା,୨୨।୧୨: ବୁଲେଟ ଗାଡିକୁ ବହୁ ଲୋକ ନିଜ ପସନ୍ଦର ଗାଡି ବୋଲି କହିଥାନ୍ତି। ତେବେ ଏହି ଗାଡି ଶୋ ରୁମରେ ପୂଜା ପାଇବା ବଦଳରେ ମନ୍ଦିରରେ ପୂଜା ହେଉଥିବା ଶୁଣି ଆପଣ ତାଜୁବ ହୋଇଯାଉଥିବେ। ରାଜସ୍ଥାନରେ ଏକ ଏପରି ମନ୍ଦିର...

ଥଣ୍ଡାରୁ ବର୍ତ୍ତିବା ପାଇଁ ନିଆଁ ଜାଳି ଶୋଇଥିଲେ, ଆଉ ତାପରେ…

ହଜାରିବାଗ,୨୨ା୧୨: ଝାଡ଼ଖଣ୍ଡର ସିରସି ଗ୍ରାମରେ ଏକ ଅଘଟଣ ଘଟିଛି। ଶୋଇଥିବା ଅବସ୍ଥାରେ ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୪ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ରାହୁଲ କୁମାର(୨୦), ଅଖିଳେଶ କୁମାର(୨୧), ପ୍ରିନ୍ସ କୁମାର(୨୦) ଏବଂ ଅର୍‌ମାନ ଅଲି(୧୯)। ସମସ୍ତଙ୍କ ଘର...

ସଞ୍ଜୟ ସିଂଙ୍କୁ ଝଟକା, ମିଳିଲାନି ଜାମିନ୍‌

ନୂଆଦିଲ୍ଲୀ,୨୨।୧୨: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି (ଏଏପି) ଏମ୍‌ପି ସଞ୍ଜୟ ସିଂଙ୍କ ଶୁକ୍ରବାର ଝଟକା ଲାଗିଛି। ସଞ୍ଜୟ ସିଂଙ୍କ ଜାମିନ୍‌ ଆବେଦନକୁ ରୌଜ୍‌ ଏଭେନ୍ୟୁ କୋର୍ଟ ଖାରଜ କରିଛନ୍ତି। ଗୁରୁବାର...

ଜ୍ୟାକଲିନଙ୍କୁ ଧମକ ଦେଲେ ସୁକେଶ

ନୂଆଦିଲ୍ଲୀ,୨୨।୧୨: ମହାଠକ ସୁକେଶ ଚନ୍ଦ୍ରଶେଖର ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କ ବିରୋଧରେ କିଛି ଅଣଦେଖା ପ୍ରମାଣକୁ ପ୍ରକାଶ କରିବାକୁ ଧମକ ଦେଇଛନ୍ତି। ନିକଟରେ ଜ୍ୟାକଲିନ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ ଯେ ସୁକେଶଙ୍କୁ ତାଙ୍କ ବିରୋଧରେ ସୂଚନା...

ମନୀଷ ସିସୋଡିଆଙ୍କୁ ମିଳିଲାନି ଆଶ୍ୱସ୍ତି

ନୂଆଦିଲ୍ଲୀ,୨୨।୧୨: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆଙ୍କୁ କୋର୍ଟରୁ କୌଣସି ଆଶ୍ୱସ୍ତି ମିଳିନାହିଁ। ରାଉସ ଆଭେନ୍ୟୁ କୋର୍ଟ ତାଙ୍କ ହେପାଜତ ସମୟ ବଢାଇ ଦେଇଛନ୍ତି। ତାଙ୍କୁ ଜାନୁୟାରୀ ୧୯, ୨୦୨୪ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବାକୁ ପଡିବ। ସିବିଆଇ...

“ଭାରତୀୟ ସମାଜରେ ନାହିଁ କୌଣସି ଧାର୍ମିକ ଭେଦଭାବ…”: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଭାରତୀୟ ସମାଜରେ କୌଣସି ଧାର୍ମିକ ଭେଦଭାବ ନଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ରିଟେନର ଏକ ଖବରକାଗଜକୁ ଦେଇଥିବା ଏକ ସାକ୍ଷାତକାରରେ ସେ ଏହି କଥା କହିଛନ୍ତି। ଏହା ସହିତ ଲଗାତାର ତୃତୀୟ ଥର ପାଇଁ ସରକାରକୁ ଫେରିବା...

କମୁନାହିଁ କରୋନା ସଂକ୍ରମଣ ସଂଖ୍ୟା: ୨୪ ଘଣ୍ଟାରେ ୬୪୦ ନୂଆ ମାମଲା ରେକର୍ଡ, କେରଳରେ ଆଉ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୧: କେରଳରେ କରୋନା ଭାଇରସର ନୂଆ ଭରିଆଣ୍ଟ ଜେଏନ୍‌.୧ ସଂକ୍ରମଣ ମାମଲା ଆସିବା ପରେ କେରଳରେ ପରିସ୍ଥିତି ଗମ୍ଭୀର ହେବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ସକାଳେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା...

ନୂଆବର୍ଷରେ ସରକାରଙ୍କ ନୂଆ ପଦକ୍ଷେପ: ଏହି ଯୋଜନାରେ କରନ୍ତୁ ଆବେଦନ, ପ୍ରତି ମାସରେ ମିଳିବ ୩୦୦୦ ଟଙ୍କା

ନୂଆଦିଲ୍ଲୀ,୨୨।୧୨: ଦେଶର ଏକ ବୃହତ ଜନସଂଖ୍ୟା ଅସଂଗଠିତ କ୍ଷେତ୍ର ସହିତ ଜଡିତ। ଅନେକ ପ୍ରକାରର ଆର୍ଥିକ ସମସ୍ୟା ଏହି ଲୋକଙ୍କ ଉପରେ ପ୍ରଭାବ ପକାଇଥାଏ। ଜୀବନର ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରମିକମାନେ କଠିନ ପରିଶ୍ରମ କରି କିଛି ଟଙ୍କା ରୋଜଗାର କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri