ଜାତୀୟ

ଶିମିଳିପାଳରେ ଭାରତର ସମସ୍ତ ୧୦ଟି କଳାବାଘ

ନୂଆଦିଲ୍ଲୀ,୨୧ା୧୨(ପି.ଟି.): ଭାରତରେ ମୋଟ ୧୦ଟି କଳାବାଘ ଅଛନ୍ତି। ସମସ୍ତ କଳାବାଘ ଓଡ଼ିଶାର ଶିମିଳିପାଳରୁ ମିଳିଥିବା କେନ୍ଦ୍ର ସରକାର ଗୁରୁବାର ରାଜ୍ୟ ସଭାରେ ଉତ୍ତର ରଖିଛନ୍ତି। କେବଳ ଶିମିଳିପାଳ ଅଭୟାରଣ୍ୟରେ ଏହି ବାଘ ରହିଥିବା କାଗଜପତ୍ରରେ ଦର୍ଶାଯାଇଛି ବୋଲି ପରିବେଶ ରାଷ୍ଟ୍ରମନ୍ତ୍ରୀ...

ଶହୀଦଙ୍କ ବଳିଦାନକୁ ସର୍ବଦା ମନେ ରଖିବ ଦେଶ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୧୨: ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪ ଜଣ ସୈନିକ ଶହୀଦ ହୋଇଛନ୍ତି। କଂଗ୍ରେସ ନେତା ରାହୁଲ ମଧ୍ୟ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ଏବଂ ଆହତ ସୈନିକମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଏକ୍ସରେ ଏକ...

ବଢୁଛି କରୋନା ଭୟ: ଇଂଲଣ୍ଡରେ ପ୍ରତି ୨୪ ଜଣରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ/ଇଂଲଣ୍ଡ,୨୨।୧୨: କରୋନା ଭାଇରସର ନୂତନ JN.1 ଭାରିଆଣ୍ଟ ବିପଦ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ)ର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ଡା. ସ୍ବାମ୍ୟା ସ୍ବାମୀନାଥନ କହିଛନ୍ତି, ବର୍ତ୍ତମାନ ଲୋକଙ୍କୁ ଭୟଭୀତ କରିବାର ଆବଶ୍ୟକତା ନାହିଁ। ନୂତନ...

ଗ୍ରାହକଙ୍କ ପାଇଁ ଖୁସି ଖବର: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୨୨।୧୨: ଏଲପିଜି ସିଲିଣ୍ଡର ଗ୍ରାହକଙ୍କୁ ଏକ ଖୁସି ଖବର ମିଳିଛି। ସରକାରୀ ତୈଳ ମାର୍କେଟିଂ କମ୍ପାନୀଗୁଡିକ କମର୍ସିଆଲ୍‌ ଏଲପିଜି ସିଲିଣ୍ଡରର ମୂଲ୍ୟ ପ୍ରାୟ ୪୦ ଟଙ୍କା ହ୍ରାସ କରିଛନ୍ତି। ଫଳରେ ୧୯ କିଲୋଗ୍ରାମ କମର୍ସିଆଲ୍‌ ଏଲପିଜି ସିଲିଣ୍ଡରର ଗ୍ରାହକମାନେ ଲାଭ...

ଭାରତକୁ ଫେରିବେ କତାରରେ ମୃତ୍ୟୁଦଣ୍ଡ ପାଇଥିବା ଭାରତୀୟ

ନୂଆଦିଲ୍ଲୀ,୨୨।୧୨: କତାରରେ ମୃତ୍ୟୁଦଣ୍ଡ ପାଇଥିବା ଭାରତୀୟ ଖୁବ୍‌ଶୀଘ୍ର ଭାରତକୁ ଫେରିବେ। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ସୂଚନା ଦେଇଛନ୍ତି। ମୃତ୍ୟୁଦଣ୍ଡ ବିରୋଧରେ କତାର କୋର୍ଟରେ ଏକ ଆବେଦନ କରାଯାଇଥିଲା। ଭାରତୀୟ ନାଗରିକଙ୍କ ସମେତ ଅନେକ କଏଦୀଙ୍କୁ କତାର କୋର୍ଟରେ...

ରାଜ୍ୟ ସଭାରେ ୩ ଆପରାଧିକ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୧ା୧୨: ଆପରାଧିକ ଆଇନ ସଂଶୋଧନ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ଏହା ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି। ବିରୋଧୀ ଏମ୍‌ପିମାନଙ୍କ ଅନୁପସ୍ଥିତରେ ଉଚ୍ଚ ସଦନରେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା...

୨ ସପ୍ତାହ ମଧ୍ୟରେ ମଲେଣି ୨୩: ବିମାନବନ୍ଦରରେ କରୋନା ପରୀକ୍ଷା ବାଧ୍ୟତାମୂଳକ କି ନୁହେଁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: କରୋନାରେ ଗତ ୨ ସପ୍ତାହ ମଧ୍ୟରେ ୨୩ ଜଣଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟପକ୍ଷେ କୋଭିଡ୍‌-୧୯ର ଜେଏନ୍‌.୧ ସବ୍‌ଭାରିଆଣ୍ଟକୁ ନେଇ ଏବେ ଚିନ୍ତା ବଢ଼ିଥିବା ବେଳେ ଶୀତରେ ସଂକ୍ରମଣ ବଢ଼ିବା ଆଶଙ୍କା କରାଯାଉଛି। ଗୁରୁବାର ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ...

ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନ ଫଳାଫଳ ପରେ ପ୍ରତିକ୍ରିୟା ରଖିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୨୧ା୧୨: ବହୁ ଚର୍ଚ୍ଚିତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ବିଦାୟୀ ସଭାପତି ବ୍ରିଜଭୂଷଣ ଶରଣଙ୍କ ଘନିଷ୍ଠ ଅନୁଗତ ବୋଲି କୁହାଯାଉଥିବା ସଞ୍ଜୟ ସିଂ ସଭାପତି ପଦବୀ ପାଇଁ ନିର୍ବାଚିତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ନିର୍ବାଚନ...

ମାଡୁଛି କୋଭିଡ୍‌ ବଢୁଛି ଭୟ: ମାସ୍କ ପିନ୍ଧିବାକୁ ପରାମର୍ଶ, ପୂର୍ବରୁ ଆକ୍ରାନ୍ତ ଥିବା ବ୍ୟକ୍ତି ହୋଇଯାଆନ୍ତୁ ସତର୍କ…

ନୂଆଦିଲ୍ଲୀ,୨୧।୧୨: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ସମୁଦାୟ ୩୫୮ ମାମଲା ସାମ୍ନାକୁ ଆସିଥିବା ବେଳେ ସେଥିମଧ୍ୟରୁ ୩୦୦ଟି କେବଳ କେରଳର ରହିଛି। ଏଥିସହ ଏ ପର୍ଯ୍ୟନ୍ତ ଦେଶରେ ୬ ଜଣଙ୍କର...

ନକଲି ସିମ୍‌ କାର୍ଡ କିଣିଲେ ୩ ବର୍ଷ ଜେଲ ସହ ହେବ ଜରିମାନା, ଜାଣନ୍ତୁ ସରକାରଙ୍କ ନୂଆ ନିୟମ

ନୂଆଦିଲ୍ଲୀ,୨୧।୧୨: ନକଲି ସିମ୍‌ କାର୍ଡ ଜରିଆରେ ଠକେଇ ଏବଂ ଦେଶର ଅନ୍ୟାନ୍ୟ ଅପରାଧ ଉପରେ ସରକାର କଟକଣା ଲଗାଇବାକୁ ଯାଉଛନ୍ତି। ସଂସଦର ଉଭୟ ଗୃହରେ ଟେଲିକମ ବିଲ ୨୦୨୩ ପାରିତ ହୋଇଛି। ଏହି ବିଲରେ ନକଲି ସିମ୍‌ କିଣିବା ଉପରେ...

ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲାରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଶ୍ରୀନଗର,୨୧।୧୨: ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲାରେ ଗୁରୁବାର ଆତଙ୍କବାଦୀମାନେ ସେନାର ଏକ ଟ୍ରକ୍‌ ଉପରେ ଗୁଳି ଚଳାଇଛନ୍ତି। ଏଥିରେ ତିନିଜଣ ଯବାନ ଶହୀଦ ହୋଇଛନ୍ତି। ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଯବାନଙ୍କୁ ନେଇ ଯାଉଥିବା ଟ୍ରକ୍‌ ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା...

‘ମୁଁ କୁସ୍ତିରୁ ଅବସର ନେଉଛି’, ସଞ୍ଜୟ ସିଂ ଡବ୍ଲୁଏଫଆଇର ଅଧ୍ୟକ୍ଷ ଭାବେ ନିର୍ବାଚିତ ପରେ କହିଲେ ସାକ୍ଷୀ ମଲିକ

ନୂଆଦିଲ୍ଲୀ,୨୧।୧୨: ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣ ସିଂଙ୍କ ନିକଟତମ ସଞ୍ଜୟ ସିଂଙ୍କୁ ରେସଲିଂ ଫେଡେରେଶନ (ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ଭାବରେ ନିର୍ବାଚିତ କରାଯିବା ପରେ ଏକ ବଡ଼ ବିବାଦ ଉପୁଜିଛି। ସାକ୍ଷୀ ମଲିକ କୁସ୍ତିରୁ ଅବସର ଘୋଷଣା କରିଛନ୍ତି। ଖବରଦାତା ସମ୍ମିଳନୀରେ ଭାବପ୍ରବଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri