ଜାତୀୟ

ଡିସେମ୍ବର ୧୩ରେ ଶପଥ ନେବେ ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ

ରାୟପୁର,୧୧।୧୨: ଛତିଶଗଡର ଆଦିବାସୀ ନେତା ବିଷ୍ଣୁ ଦେଓ ସାଏ ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଡିସେମ୍ବର ୧୩ ଅର୍ଥାତ୍‌ ବୁଧବାର ଶପଥ ଗ୍ରହଣ କରିବେ। ଅପରାହ୍ନ ୨ଟାରେ ରାୟପୁରରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ସୋମବାର ଭାଜପା ଏହି...

ରାଜସ୍ଥାନରେ ଘୁଞ୍ଚିଲା ବିଧାୟକ ଦଳ ବୈଠକ, ମଧ୍ୟପ୍ରଦେଶ ଭଳି ରାଜସ୍ଥାନରେ ମିଳିବ କି ନୂଆ ଚେହେରାଙ୍କୁ ସୁଯୋଗ

ଜୟପୁର,୧୧।୧୨: ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଭାଜପାରେ କସରତ ଜାରି ରହିଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଦଳରେ ଅଡୁଆ ବଢାଇଦେଇଛନ୍ତି। ବିଶେଷ ସୂତ୍ରରୁ ପ୍ରକାଶ ଯେ, ଏକ ବର୍ଷ ପାଇଁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ହେବା ପାଇଁ...

୨୦୨୩ରେ ଗୁଗୁଲ୍ ରେ କ’ଣ ସର୍ଚ୍ଚ କରିଥିଲେ ଭାରତୀୟ? କିଆରା ଆଡଭାନୀଙ୍କ ଠାରୁ ଚନ୍ଦ୍ରୟାନ୍-୩ ପର୍ଯ୍ୟନ୍ତ ଜାଣନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୧୧।୧୨: ୨୦୨୩ ଶେଷ ହୋଇ ଆସୁଥିଲା ବେଳେ, ବର୍ତମାନ ଚଳିତ ବର୍ଷ ଘଟିଥିବା ଘଟଣାଗୁଡ଼ିକ, ବିଭିନ୍ନ ପ୍ରଶ୍ନ ଏବଂ ଆଗ୍ରହ ବିଷୟରେ ଚିନ୍ତା କରିବାର ସମୟ ଆସିଛି ଯାହା ବିଷୟରେ ଅଧିକ ଜାଣିବା ପାଇଁ ଲୋକମାନେ ଗୁଗୁଲରେ ସର୍ଚ୍ଚ କରିଥିଲେ।...

ମୋବାଇଲ୍‌ ପାଇଁ ଭାଇ-ଭଉଣୀଙ୍କ ମଧ୍ୟରେ ହେଲା ଝଗଡା: ଆଉ ତା’ପରେ ଘଟିଲା ଏମିତି

ଲକ୍ଷ୍ନୌ,୧୧।୧୨: ଉତ୍ତରପ୍ରଦେଶର ସାହାରନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଭାଇ ତାଙ୍କ ଭଉଣୀକୁ ଗୁଳି କରି ଘଟଣାସ୍ଥଳରୁ ଫେରାର ଥିବା ଅଭିଯୋଗ ହୋଇଛି। ମୋବାଇଲ ଫୋନ ବ୍ୟବହାରକୁ ନେଇ ଭାଇ ଓ ଭଉଣୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା।...

କିଏ ସେହି ମୋହନ ଯାଦବ? ଜାଣନ୍ତୁ କାହିଁକି ଭାଜପା ତାଙ୍କ ଉପରେ କଲା ଭରସା

ଭୋପାଳ,୧୧।୧୨: ମୁଖ୍ୟମନ୍ତ୍ରୀ ନାଁ ବାଛିବା ପାଇଁ ସୋମବାର ମଧ୍ୟପ୍ରଦେଶରେ ଭାଜପାର ବିଧାୟକ ଦଳ ବୈଠକ  ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବିଧାୟକମାନେ ମୋହନ ଯାଦବଙ୍କ ନାମକୁ ଅନୁମୋଦନ କରିଛନ୍ତି। ମୋହନ  ଉଜୈନ ସାଉଥରୁ ବିଧାୟକ ଅଛନ୍ତି। ସେ ଶିବରାଜ ସିଂ...

ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ଭୋପାଳ,୧୧।୧୨:ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଭାଜପା ବିଧାୟକ ଦଳର ବୈଠକରେ ମୋହନ ଯାଦବଙ୍କ ନାଁରେ ମୋହର ବାଜିଛି। ସେ ଶିବରାଜ ସିଂ ଚୌହାନଙ୍କ ସ୍ଥାନ ନେବେ। ଏହାସହ ରାଜ୍ୟରେ ୨ ଉପମୁଖ୍ୟମନ୍ତ୍ରୀ ଭାବେ ଜଗଦୀଶ ଦେଓଡା ଏବଂ...

ବୋହୂଙ୍କ ବିବାହ କରାଇଲେ ଶାଶୁଘର ଲୋକେ

ଲକ୍ଷ୍ନୌ,୧୧।୧୨: ମଧ୍ୟପ୍ରଦେଶର ଛିନ୍ଦ୍‌ୱାଡ଼ା ଜିଲା ପରାସିଆ ତହସିଲ ଅଧୀନ ଶଙ୍କରଗଡ଼ ଅଞ୍ଚଳର ଏକ ବାହାଘରକୁ ନେଇ ଚର୍ଚ୍ଚା ଜୋର ଧରିଛି। ଶାଶୁଘର ଲୋକେ ବିଧବା ବୋହୂଙ୍କ ବିବାହ କରାଇ ମହାନତା ଦେଖାଇଛନ୍ତି। ଏପରି କି ପରିବାର ଲୋକେ ନବଦମ୍ପତିଙ୍କୁ ପୁଣି...

ଏମାନଙ୍କର ବି ହୋଇପାରିବ ଆଧାର

ନୂଆଦିଲ୍ଲୀ,୧୧।୧୨: ଦେଶରେ ରହୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ଆଧାର ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। କିନ୍ତୁ ଦେଶର କେତେକ ଲୋକ ଅଛନ୍ତି ଯାହାର ଆଙ୍ଗୁଠି ନାହିଁ, ତେବେ ଏପରି ଲୋକଙ୍କ ପାଇଁ ଆଧାର କାର୍ଡ ତିଆରି କରାଯିବ କି ବୋଲି ପ୍ରଶ୍ନ...

ଆର୍ଟିକଲ ୩୭୦କୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରେ ମୋଦି କହିଲେ-ଏହା ଆଶାର କିରଣ

ନୂଆଦିଲ୍ଲୀ,୧୧।୧୨: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇବାକୁ ମୋଦି ସରକାରଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ଠିକ କହିଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃତଜ୍ଞତା ଜଣାଇଛନ୍ତି। ଏହି ନିଷ୍ପତ୍ତି ଉପରେ ସେ କହିଛନ୍ତି ,  ଏହା ଐତିହାସିକ ଏବଂ ସର୍ବୋଚ୍ଚ...

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ପୁଣି ବଢିଲା ସଞ୍ଚୟ ସିଂଙ୍କ ନ୍ୟାୟିକ ହେପାଜତ

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆମ୍‌ ଆଦମୀ ପାର୍ଟି (ଏଏପି) ନେତା ସଞ୍ଚୟ ସିଂଙ୍କ ଅଡୁଆ କମିବାର ନାଁ ଧରୁନାହିଁ। କୋର୍ଟ ସୋମବାର ତାଙ୍କ ନ୍ୟାୟିକ ହେପାଜତକୁ ପୁଣି ଡିସେମ୍ବର ୨୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଦିଲ୍ଲୀ ମଦ...

ଅପରାଧିକ ମାମଲା ବିଚାରାଧୀନ ଥିଲେ ବି ନବୀକରଣ ହେବ ପାସପୋର୍ଟ,ବିଦେଶ ଯାତ୍ରା-ପାସପୋର୍ଟ ରଖିବା ବ୍ୟକ୍ତିଗତ ଅଧିକାର ବୋଲି କହିଲେ ହାଇକୋର୍ଟ…

ହାଇଦ୍ରାବାଦ,୧୧।୧୨ : ତେଲଙ୍ଗାନା ହାଇକୋର୍ଟ କହିଛନ୍ତି ଅପରାଧିକ ମାମଲା ବିଚାରାଧୀନ ଥିବାରୁ ପାସପୋର୍ଟ କର୍ତ୍ତୃପକ୍ଷ ଜଣେ ବ୍ୟକ୍ତିଙ୍କ ପାସପୋର୍ଟ ନବୀକରଣ ଆବେଦନକୁ ପ୍ରତ୍ୟାଖ୍ୟାନ କରିପାରିବେ ନାହିଁ। ଜଷ୍ଟିସ ସୁରେପାଲୀ ନନ୍ଦା କହିଛନ୍ତି, ଆବେଦନକାରୀଙ୍କ ପାସପୋର୍ଟ ନବୀକରଣକୁ ଅସ୍ବୀକାର କରିବା ତାଙ୍କ...

ସୁପ୍ରିମକୋର୍ଟରେ ପହଞ୍ଚିଲେ ମହୁଆ

ନୂଆଦିଲ୍ଲୀ,୧୧ା୧୨: ସୋମବାର ସୁପ୍ରିମକୋର୍ଟରେ ଲୋକ ସଭା ସଦସ୍ୟତା ବାତିଲ କରିବା ନିଷ୍ପତ୍ତିକୁ ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୋଇତ୍ର ଚ୍ୟାଲେଞ୍ଜ କରିଛନ୍ତି। ସୂଚନାଯୋଗ୍ୟ, ମହୁଆଙ୍କୁ ଟଙ୍କା ନେଇ ସଂସଦରେ ପ୍ରଶ୍ନ ପଚରାଯାଇଥିବା ଅଭିଯୋଗ ହୋଇଥିଲା, ଏହା ପରେ ନୈତିକ କମିଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri