ଜାତୀୟ

ମୁଖ୍ୟମନ୍ତ୍ରୀ ଆସନ ପାଇଁ ସସପେନ୍ସ ଭିତରେ ନଡ୍ଡାଙ୍କୁ ଭେଟିଲେ ବସୁନ୍ଧରା

ଜୟପୁର,୭।୧୨: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ମଧ୍ୟରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ। ସେ ତାଙ୍କ ପୁଅ ତଥା ଏମପି ଦୁଶ୍ୟନ୍ତ ସିଂଙ୍କ ସହ ନଡ୍ଡାଙ୍କ...

ନରେନ୍ଦ୍ର ସିଂ ତୋମାରଙ୍କ ସ୍ଥାନରେ ଅର୍ଜୁନ ମୁଣ୍ଡାଙ୍କୁ ମିଳିଲା କୃଷି ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୭।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ପ୍ରହ୍ଲାଦ ସିଂ ପଟେଲ ଏବଂ ରେଣୁକା ସିଂ ସାରୁତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ କୃଷି ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ...

ଅତିଥିଙ୍କ ଦେହରେ ଅଇଁଠା ପ୍ଲେଟ୍‌ ବାଜିବାରୁ ଓ୍ବେଟରଙ୍କୁ ପିଟିପିଟି ହତ୍ୟା: ୩ ଅଭିଯୁକ୍ତ ଚିହ୍ନଟ

ଗାଜିଆବାଦ,୭ା୧୨: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଅଇଁଠା ପ୍ଲେଟ୍‌ ଥିବା ଏକ ଟ୍ରେ ଅତିଥିମାନଙ୍କ ଦେହରେ ବାଯିବାରୁ ଜଣେ ୨୬ ବର୍ଷୀୟ ଓ୍ବେଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ନଭେମ୍ବର ୧୭ ତାରିଖ ସନ୍ଧ୍ୟାରେ ଗାଜିଆବାଦର ପୁଷ୍ଟ ରୋଡରେ...

‘ଭାଜପାର ସଫଳତା ହାର ୫୬ ପ୍ରତିଶତ, କଂଗ୍ରେସର…’: ମୋଦି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଂସଦୀୟ ଦଳ ବୈଠକରେ ଉଦବୋଧନ ଦେଇ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପା ଲୋକଙ୍କ ପ୍ରିୟ ପାଲଟିଛି। ଏହାକୁ ନେଇ ସେ କିଛି ଆକଳନ ମଧ୍ୟ କରିଛନ୍ତି। ସେ କହିଛନ୍ତି ଯେ...

ରେଣୁକା ସିଂ ହେବେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ!

ରାୟପୁର,୭।୧୨: ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଏବେ ବି ସସପେନ୍ସ ଜାରି ରହିଛି। ଭରତପୁର-ସୋନହତ ଆସନରୁ ନିର୍ବାଚନରେ ବିଜୟୀ ହୋଇଥିବା ରେଣୁକା ସିଂ ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ...

‘ନଓ୍ବାବ ମଲିକଙ୍କୁ ମେଣ୍ଟରେ ନେବା ଠିକ ହେବ ନାହିଁ’, ଅଜିତ ପାଓ୍ବାରଙ୍କୁ ଚିଠି ଲେଖିଲେ ଫଡନାଭିସ

ମୁମ୍ବାଇ,୭।୧୨: ମନି ଲଣ୍ଡରିଂ ମାମଲାରେ ୧୮ମାସ ଜେଲରେ ଥିବା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନଓ୍ବାବ ମଲିକ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଦଳରେ ଯୋଗ ଦେଇଥିବା ଜଣାଯାଇଛି। ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ...

କ୍ଷମା ମାଗିଲେ ଭାଜପା ଏମପି

ନୂଆଦିଲ୍ଲୀ,୭।୧୨: ବିଏସପି ଏମପି ଦାନିଶ ଅଲିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାଜପା ଏମପି ରମେଶ ବିଧୁରୀ କ୍ଷମା ମାଗିଛନ୍ତି। ପିଟିଆଇ ସୂତ୍ରରୁ ପ୍ରକାଶ ଯେ ଭାଜପା ଏମପି ସଂସଦୀୟ କମିଟିକୁ କହିଛନ୍ତି ଯେ ଅଲିଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟକୁ...

ନିଜ ପତ୍ନୀଙ୍କ ଠାରୁ ଗରିବ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ

ହାଇଦ୍ରାବାଦ,୭।୧୨: ରେଭନ୍ଥ ରେଡ୍ଡୀ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି। ବିଧାନସଭା ନିର୍ବାଚନରେ ୧୧୯ଟି ଆସନରୁ...

ଘର-ଜମି କିଣିବା ପୂର୍ବରୁ କରାଇ ନିଅନ୍ତୁ ଆଧାର ସହ ପାନ ଲିଙ୍କ: ନ ହେଲେ କଟିବ ଅଧିକ ଟିଡିଏସ…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ନାଗରିକଙ୍କ ପାଇଁ ଆଧାର ଏବଂ ପାନ କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଗତ କିଛି ବର୍ଷ ଧରି ଏହି ଦୁଇକୁ ଲିଙ୍କ କରିବା ବିଷୟରେ ସରକାରୀ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଉଭୟ ସରକାରୀ ଡକ୍ୟୁମେଣ୍ଟ ଜଣେ...

ମନ୍ଦିର ଯିବା ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଏଏପି ବିଧାୟକ, କହିଲେ ଅପମାନିତ ହେଉଥିବା ସ୍ଥଳକୁ ଯିବା ଉଚିତ ନୁହେଁ…

ଜୟପୁର,୭।୧୨ : ଆମ ଆଦମୀ ପାର୍ଟିର ବିଧାୟକ ରାଜେନ୍ଦ୍ର ପାଲ ଗୌତମ ତାଙ୍କ ବିବାଦୀୟ ବିବୃତ୍ତି ଯୋଗୁଁ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଦିଲ୍ଲୀର ସେମାପୁରୀର ବିଧାୟକ ରାଜେନ୍ଦ୍ର ପାଲ ସୋନିପତର ଲାହରଡା ଗ୍ରାମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ...

ଚା’ ସିଙ୍ଗଡାରେ ଶେଷ ହେଉଛି ଇଣ୍ଡିଆ ମେଣ୍ଟ ବୈଠକ: ଜେଡିୟୁ ନେତାଙ୍କ ମନ୍ତବ୍ୟ…

ପାଟନା,୭।୧୨ : ବିହାରର ଶାସକ  ଜେଡିୟୁ ଏମପି ସୁନୀଲ କୁମାର ପିଣ୍ଟୁ ବର୍ତ୍ତମାନ ଏକ ବିବାଦ ସୃଷ୍ଟି କରି କହିଛନ୍ତି। ସିଟ ବାଣ୍ଟିବା ପର୍ଯ୍ୟନ୍ତ ଆଲୋଚନା ନ ହେବା ବିରୋଧୀ ଭାରତୀୟ ନ୍ୟାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ (ଇଣ୍ଡିଆ) ବ୍ଲକର...

ଗିରିରାଜ ସିଂଙ୍କ ବିବାଦୀୟ ବୟାନ, ଫିଲ୍ମ ଫେଷ୍ଟିଭାଲରେ ମମତା ଠୁମକା ଲଗାଇବା ଉଚିତ ନୁହେଁ

ନୂଆଦିଲ୍ଲୀ,୭।୧୨: ଭାରତୀୟ ଜନତା ପାର୍ଟି ଏମପି ଗିରିରାଜ ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। କୋଲକାତା ଅନ୍ତରାଷ୍ଟ୍ରୀୟ ଫିଲ୍ମ ମହୋତ୍ସବରେ ମମତା ଯୋଗଦେବା ନେଇ ସେ ସମାଲୋଚନା କରିଛନ୍ତି। କାର୍ଯ୍ୟକ୍ରମରେ ବଲିଉଡ ଅଭିନେତା ସଲମାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri