ଜାତୀୟ

ଟଙ୍କା ଧାରକରଜ କରି ଲଢ଼ିଥିଲେ ନିର୍ବାଚନ, ବିଜୟୀ ହେବା ପରେ ବାଇକରେ ବିଧାନସଭା ପହଞ୍ଚିଲେ ବିଧାୟକ..

.ଭୋପାଳ,୭।୧୨ : ମଧ୍ୟପ୍ରଦେଶ ରାଜନୀତିରେ ସରପଞ୍ଚ, ଜିଲା ପରିଷଦ ସଦସ୍ୟ ତଥା ଜିଲା ପଞ୍ଚାୟତ ସଦସ୍ୟଙ୍କ ଭଳି ଅଧିକାରୀଙ୍କର ମଧ୍ୟ ନିଜସ୍ବ କାର ଅଛି, କିନ୍ତୁ ରାଜ୍ୟର ୨୩୦  ବିଧାୟକଙ୍କ ମଧ୍ୟରେ ଜଣେ ଏପରି ବିଧାୟକ ଅଛନ୍ତି, ଯାହାଙ୍କର ନିଜସ୍ବ...

ରାହୁଲଙ୍କ ଅଫିସକୁ ଏଏମ୍‌-ପିଏମ୍‌ ଭିତରେ ତଫାତ ଜଣାନାହିଁ, ଦିନେ ପିଏମ୍‌ଓ କିଭଳି ଚଳାଇବେ; କଂଗ୍ରେସ ନେତାଙ୍କ ଉପରେ ରାଗିଯାଇ…

ନୂଆଦିଲ୍ଲୀ,୭।୧୨: ଥମିବାର ନାଁ ନେଉନାହିଁ କଂଗ୍ରେସର ଅଡ଼ୁଆ। ପ୍ରଥମେ ଅଧୀର ରଞ୍ଜନ ଚୌଧୁରୀ ସଂସଦରେ ଦଳକୁ କଟାକ୍ଷ କରିବା ପରେ ଏବେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ନିଜର ପୁସ୍ତକରେ ଦଳକୁ ନେଇ ବଡ଼ ଖୁଲାସା...

ରେଭନ୍ଥ ମୁଖ୍ୟମନ୍ତ୍ରୀ-ମଲ୍ଲୁ ଭଟ୍ଟି ଉପମୁଖ୍ୟମନ୍ତ୍ରୀ…

ହାଇଦ୍ରାବାଦ,୭।୧୨ : ରେଭନ୍ଥ ରେଡ୍ଡୀ ଗୁରୁବାର ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବହୁ ଜନସମାଗମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି।...

ଦୟାକରି ମୋତେ ମୋଦି ଜୀ ଡାକନ୍ତୁ ନାହିଁ: କାହିଁକି ଭାଜପା ଏମ୍‌ପିମାନଙ୍କୁ ଏପରି ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛି। ମୋଦି ପହଞ୍ଚିବା ପରେ ଭାଜପା ଏମ୍‌ପିମାନେ ‘ମୋଦି ଜୀ ସ୍ବାଗତ ହୈ’ ସ୍ଲୋଗାନ ଦେବା ଆରମ୍ଭ କରିଛନ୍ତି। ପୁରା ହଲ ପ୍ରକମ୍ପିତ ହୋଇଥିଲା। କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରି...

ସାହାରା ରିଫଣ୍ଡ ଲାଗି ଆସିଛି କି ଏଭଳି ମେସେଜ? ନୂଆ ପୋର୍ଟାଲରେ ଏଭଳି କରନ୍ତୁ ପୁନଃ ଆବେଦନ…

ନୂଆଦିଲ୍ଲୀ,୭।୧୨:ସାହାରା ଇଣ୍ଡିଆରେ ରଖିଥିବା ଟଙ୍କା ଫେରିପାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗଷ୍ଟ ୪ରେ ‘ସାହାରା ଇଣ୍ଡିଆ ରିଫଣ୍ଡ ପୋର୍ଟାଲ’ ଲଞ୍ଚ କରାଯାଇଥିଲା। ଯଦି କାହା ଟଙ୍କା ଫସି ରହିଛି ସେ ଏହି ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ହେଲେ ନିକଟରେ...

Online Transaction Fraud : ବିଚଳିତ ନ ହୋଇ ପ୍ରଥମେ କରନ୍ତୁ ଏପରି ଫେରି ଆସିବ ଠକେଇ ହୋଇଥିବା ଟଙ୍କା …

ମୁମ୍ବାଇ,୭।୧୨ : ବ୍ୟାଙ୍କ ଆକାଉଣ୍ଟରୁ XXXXX ଟଙ୍କା କଟାଯାଇଛି। ଏପରି ବାର୍ତ୍ତା ପାଇଛନ୍ତି କି ବ୍ୟାଙ୍କ ଆକାଉଣ୍ଟଧାରୀଙ୍କ ଅଜ୍ଞାତରେ ଆକାଉଣ୍ଟରୁ ଟଙ୍କା କଟାଯାଇଥିବା ବେଳେ ଆପଣ ଏପରି ମାମଲା ଦେଖିଛନ୍ତି କି? ଯଦି ହଁ, ତେବେ ପ୍ରଥମେ କରିବା କ’ଣ...

ପୁଣି ଭାରତ-ପାକିସ୍ତାନ ମଧ୍ୟରେ ହେବ ମହାମୁକାବିଲା: ଏହି ଦିନ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୭।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ବିଷୟରେ ଶୁଣିବା ପରେ କ୍ରିକେଟ ପ୍ରେମୀମାନେ ଉତ୍ସାହିତ ହୋଇଯାଆନ୍ତି। ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ ୨୦୨୩ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଥିଲା। ତେବେ ରୋହିତ ଶର୍ମାଙ୍କ...

ବଦଳାଯାଉ ସ୍କୁଲ ସମୟ, ପିଲାଙ୍କ ନିଦ ହେଉନି ସମ୍ପୂର୍ଣ୍ଣ: ସରକାରଙ୍କୁ ରାଜ୍ୟପାଳଙ୍କ ପରାମର୍ଶ…

ମୁମ୍ବାଇ,୭।୧୨ : ମହାରାଷ୍ଟ୍ର ରାଜ୍ୟପାଳ ରମେଶ ବୈଶ ବିଦ୍ୟାଳୟର ସମୟ ପରିବର୍ତ୍ତନ କରିବାକୁ ପରାମର୍ଶ ଦେଇଛନ୍ତି ଯାହା ଦ୍ୱାରା ପିଲାମାନେ ପର୍ଯ୍ୟାପ୍ତ ସମୟ ଶୋଇ ପାରିବେ। ରାଜ୍ୟ ଶିକ୍ଷା ବିଭାଗର ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଲୋକଙ୍କ ଶୋଇବା ସମୟ...

କାର୍ଯ୍ୟକର୍ତ୍ତାଙ୍କୁ ବିଜୟ ସମର୍ପିଲେ ମୋଦି: କହିଲେ, ସେମାନଙ୍କ ବଳିଦାନ ଭୁଲି ହେବନି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ଟି ରାଜ୍ୟରେ ଭାଜପାର ବିଜୟକୁ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ସର୍ଗ କରିଛନ୍ତି। ତିନୋଟି ରାଜ୍ୟରେ ବିଜୟ ପରେ ଆୟୋଜିତ ଭାଜପାର ସଂସଦୀୟ ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ବୈଠକ ଭାଜପା ସଭାପତି ଜେପି...

କଣ୍ଟେଣ୍ଟ କ୍ରିଏଟରଙ୍କ ଉପରେ ରାଗିଲେ ରତନ ଟାଟା, ପୋଷ୍ଟ କରି କହିଲେ ଏମିତି

ନୂଆଦିଲ୍ଲୀ,୭।୧୨: ଏଆଇର ବ୍ୟବହାର ଦିନକୁ ଦିନ ମଣିଷର ସହଚର୍ଯ୍ୟ ବଦଳରେ ଚିନ୍ତାର କାରଣ ପାଲଟିଛି। ସଦ୍ୟ ଉଦାହରଣ ହେଉଛି ନିକଟରେ ହୋଇଥିବା ଡିପଫେକ ମାମଲା। ଯେଉଁଥିରେ ବଡ ବଡ ବ୍ୟକ୍ତିତ୍ୱଙ୍କ ଠାରୁ ଆରମ୍ଭ କରି ସେଲିବ୍ରେଟିମାନେ ଏହାର ଶିକାର ହୋଇଛନ୍ତି।...

ଟଙ୍କାଏରେ ହେବ ଯାତ୍ରୀଙ୍କ ଚିକିତ୍ସା, ରେଳ ବିଭାଗର ବଡ଼ ପଦକ୍ଷେପ…

ବାରାଣସୀ,୭।୧୨ : ବାରାଣସୀର କ୍ୟାଣ୍ଟ ରେଳ ଷ୍ଟେଶନର ସର୍କୁଲାର ଅଞ୍ଚଳରେ ସ୍ବାସ୍ଥ୍ୟ ୟୁନିଟର ଏକ ନୂତନ ସେଟଅପ ଖୋଲିବ। ସେଠାରେ ଅନ୍‌ କଲ୍‌ ଡାକ୍ତର ରହିବେ। ଟ୍ରେନରେ ଯାତ୍ରା କରିବା ସମୟରେ ଯଦି ଯାତ୍ରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୁଏ,...

ସଡକ ଦୁର୍ଘଟଣା ଆହତଙ୍କୁ ହସ୍ପିଟାଲରେ ପହଞ୍ଚାଇଥିବା ବ୍ୟକ୍ତିଙ୍କୁ ମିଳିବ ୨ ହଜାର ଟଙ୍କା ପୁରସ୍କାର: ସରକାରଙ୍କ ବଡ଼ ଘୋଷଣା…

ଚଣ୍ଡିଗଡ,୭।୧୨ : ପଞ୍ଜାବରେ ଯେଉଁମାନେ ସଡ଼କ ଦୁର୍ଘଟଣାରେ ଆହତ ଲୋକଙ୍କୁ ଡାକ୍ତରଖାନାକୁ ନେଉଛନ୍ତି ସେମାନଙ୍କୁ ପୁରସ୍କାର ସ୍ବରୂପ ରାଜ୍ୟ ସରକାର ୨ ହଜାର ଟଙ୍କା ପ୍ରଦାନ କରିବେ। ଯଦି ସେ ନିଜେ ପ୍ରତ୍ୟକ୍ଷଦର୍ଶୀ ହେବାକୁ ଚାହାନ୍ତି ନାହିଁ ତେବେ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri