ଜାତୀୟ

ଇଣ୍ଡିଆ ମେଣ୍ଟ ବୈଠକରେ ମମତା ଯୋଗ ନ ଦେବା ଘଟଣା: ବୈଠକ ସମ୍ପର୍କରେ ଜାଣି ନ ଥିଲି: ମମତା

କୋଲକାତା,୭।୧୨: ବିରୋଧୀ ମେଣ୍ଟ ଇଣ୍ଡିଆର ସମନ୍ବୟ ବୈଠକ ଡିସେମ୍ବର ପ୍ରଥମ ସପ୍ତାହରେ ହେବାକୁ ଥିବାବେଳେ ୩ରାଜ୍ୟ ମଧ୍ୟପ୍ରଦେଶ, ଛତିଶଗଡ ଓ ରାଜସ୍ଥାନର ଶୋଚନୀୟ ପରାଜୟ ପରେ ଏହାକୁ ସ୍ଥଗିତ ରଖାଯାଇଥିଲା। ତେବେ ନିର୍ବାଚନ ଲଢିବା ପୂର୍ବରୁ ଆସନ ବୁଝାମଣାକୁ ନେଇ...

ସରକାରୀ ବାବୁଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ: ଭୁଲ ନିଷ୍ପତ୍ତି ଯୋଗୁ ସରକାରୀ ରାଜକୋଷର ହୋଇଥିବା କ୍ଷତିର କ୍ଷତିପୂରଣ ଦିଅ…

ନୂଆଦିଲ୍ଲୀ,୭।୧୨ : ସୁପ୍ରିମକୋର୍ଟ ଏପରି ଅଧିକାରୀଙ୍କୁ ତାଗିଦ କରିଛନ୍ତି ଯେଉଁମାନଙ୍କ ଭୁଲ ନିଷ୍ପତ୍ତି ସରକାରୀ ରାଜକୋଷକୁ କ୍ଷତି ପହଞ୍ଚାଉଛି। ଏଥିସହ ନିର୍ଦ୍ଦେଶ ଦେଇଛନ୍ତି ଦୋଷୀ ଅଧିକାରୀ ତଥା ଲାଭ ପାଇଥିବା ଅଧିକାରୀଙ୍କୁ କ୍ଷତିପୂରଣ ଦେବାକୁ ପଡିବ। ପ୍ରକୃତରେ, ଗତ ୨୪...

ମିଜୋରାମର ସର୍ବକନିଷ୍ଠା ଏମ୍‌ଏଲ୍‌ଏ

ନୂଆଦିଲ୍ଲୀ,୭ା୧୨: ରେଡିଓ ଜକି ବାରିଲ୍‌ ଭାନ୍ନିହସାଙ୍ଗି ହେଉଛନ୍ତି ମିଜୋରାମ ବିଧାନସଭାକୁ ସଦ୍ୟ ନିର୍ବାଚିତ ସର୍ବକନିଷ୍ଠା ଏମ୍‌ଏଲଏ। ଇନ୍‌ଷ୍ଟାଗ୍ରାମରେ ତାଙ୍କର ୨ ଲକ୍ଷ ୫୨ ହଜାରରୁ ଅଧିକ ଫଲୋଅର୍ସ ଅଛନ୍ତି। ୩୨ ବର୍ଷୀୟା ବାରିଲ୍‌ ଆଇଜଲ୍‌ ସାଉଥ୍‌ ୩ୟ ନିର୍ବାଚନମଣ୍ଡଳୀରୁ ଜୋରାମ...

୭୨% ଭାରତୀୟ ଅନ୍‌ଲାଇନ ଠକେଇ ଶିକାର

ନୂଆଦିଲ୍ଲୀ,୭ା୧୨ : ନିକଟ ଅତୀତରେ ପ୍ରାୟ ୭୨% ଭାରତୀୟ ଅନ୍‌ଲାଇନ୍‌ ଠକେଇର ଶିକାର ହୋଇଛନ୍ତି। ବ୍ରିଟେନ୍‌ର ମାର୍କେଟିଂ ଗବେଷଣା ସଂସ୍ଥା ୟୁଗଭ୍‌ ପକ୍ଷରୁ ଗତ ନଭେମ୍ବରରେ କରାଯାଇଥିବା ଏକ ଇ-ସର୍ଭେରୁ ଏହି ବିଷୟ ଜଣାପଡ଼ିଛି। ଏହାର ବିସ୍ତୃତ ବିବରଣୀ ବୁଧବାର...

ଆଗକୁ ଉଷ୍ମ ଶୀତଋତୁ

ନୂଆଦିଲ୍ଲୀ,୭ା୧୨ : ଆଗାମୀ ଦିନରେ ଶୀତଋତୁ ଉଷ୍ମ ହେବ ବୋଲି ବୈଜ୍ଞାନିକମାନେ ପୂର୍ବାନୁମାନ କରିଛନ୍ତି। ୨୦୨୩-୨୪ର ଶୀତଋତୁରେ ପୃଥିବୀ ପୃଷ୍ଠର ହାରାହାରି ତାପମାତ୍ରା ନୂଆ ଐତିହାସିକ ରେକର୍ଡ ସୃଷ୍ଟି କରିବାର ୯୫ ପ୍ରତିଶତ ସମ୍ଭାବନା ଥିବା ଗବେଷକମାନେ ଜାଣିବାକୁ ପାଇଛନ୍ତି।...

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ବିଶେଷକରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୀତାଙ୍କୁ ଉପରୋକ୍ତ ଆଓ୍ବାର୍ଡ ଦିଆଯାଇଛି।...

ଜଳମଗ୍ନ ହେବ ୧୨ ସହର

ନୂଆଦିଲ୍ଲୀ,୭ା୧୨: ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବରେ ତାମିଲନାଡୁର ଚେନ୍ନାଇ ସହର ଜଳାର୍ଣ୍ଣବ ହୋଇଥିବାବେଳେ ଏହା ପୁଣିଥରେ ଭାରତୀୟ ସହରଗୁଡ଼ିକର ଜଳବାୟୁ ପରିବର୍ତ୍ତନଜନିତ ଭୟାବହତାକୁ ଲୋକଲୋଚନକୁ ଆଣିଛି। ଗତ ୪ ତାରିଖ ସୁଦ୍ଧା ୪୮ ଘଣ୍ଟା ମଧ୍ୟରେ ଚେନ୍ନାଇରେ ୪୦ ସେଣ୍ଟିମିଟରରୁ ଅଧିକ...

ଗୁଜୁରାଟର ଗର୍ବା ନୃତ୍ୟ ୟୁନେସ୍କୋର ଅପରିଚିତ ସାଂସ୍କୃତିକ ଐତିହ୍ୟ ତାଲିକାରେ ହେଲା ସାମିଲ

ନୂଆଦିଲ୍ଲୀ, ୬ା୧୨: ଗୁଜରାଟର ପୁରାତନ ଗର୍ବା ନୃତ୍ୟ ୟୁନେସ୍କୋର ଅପରିଚିତ ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହୋଇଛି। ଗୁଜୁରାଟର ଗାରବା ନୃତ୍ୟ ହେଉଛି ଏହି ତାଲିକାରେ ସାମିଲ ହୋଇଥିବା ଭାରତର ୧୫ ତମ ଅପରିଚିତ ସାଂସ୍କୃତିକ ଐତିହ୍ୟ। ଏହି ନୃତ୍ୟ...

”ନେହେରୁଙ୍କ ଭୁଲ୍ ପାଇଁ ସୃଷ୍ଟି ହୋଇଛି ପିଓକେ, ଅନ୍ୟଥା ଆଜି ଭାରତରେ ରହିଥାନ୍ତା: ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ,୬।୧୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଲୋକସଭାରେ କଂଗ୍ରେସ ଉପରେ ବଡ଼ ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି ଯେ ନେହେରୁଙ୍କ ଭୁଲ ଯୋଗୁଁ ପିଓକେ ସୃଷ୍ଟି ହୋଇଛି। ସେ କହିଛନ୍ତି, ପଣ୍ଡିତ ନେହେରୁ ପ୍ରଧାନମନ୍ତ୍ରୀ ଥିବାବେଳେ ଦୁଇଟି ବଡ଼ ଭୁଲ...

ଜମ୍ମୁ କଶ୍ମୀର ସଂରକ୍ଷଣ ଏବଂ ପୁନର୍ଗଠନ ବିଲ୍ ଲୋକସଭାରେ ପାରିତ

ନୂଆଦିଲ୍ଲୀ,୬।୧୨: ଜମ୍ମୁ କଶ୍ମୀର ସଂରକ୍ଷଣ (ସଂଶୋଧନ) ଏବଂ ଜମ୍ମୁ କଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍ ୨୦୨୩ ଲୋକସଭାରେ ପାରିତ ହୋଇଛି। ଜୁଲାଇ ୨୬, ୨୦୨୩ ରେ ଲୋକସଭାରେ ଉପସ୍ଥାପିତ ହୋଇଥିଲା ବେଳେ ବୁଧବାର ଲୋକସଭାରେ ଏହି ବିଲ୍ ଉପରେ ଆଲୋଚନା...

ମାନସିକ ଚାପରେ ସ୍ତ୍ରୀ ଏବଂ ଦୁଇ ପିଲାଙ୍କୁ ନିର୍ମମ ହତ୍ୟା ପରେ ଆତ୍ମହତ୍ୟା କଲେ ଡାକ୍ତର

ନୂଆଦିଲ୍ଲୀ, ୬।୧୨: ଉତ୍ତରପ୍ରଦେଶର ରାଏ ବରେଲିରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଡାକ୍ତର ମାନସିକ ଚାପରେ ଆସି ନିଜର ସ୍ତ୍ରୀ ଏବଂ ଦୁଇ ପିଲାଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଚାରି ମୃତଦେହକୁ...

ହାଇକୋର୍ଟରେ ଅନଲାଇନ ଶୁଣାଣି ସମୟରେ ପର୍ନ ଭିଡିଓ, ଅଧାରେ ବନ୍ଦ ହେଲା ବିଚାର…

ବେଙ୍ଗାଲୁରୁ,୬।୧୨ : ଅନଲାଇନ ଶୁଣାଣି ସମୟରେ ପର୍ନ ଭିଡିଓ ଚାଲିବା ଖେଳାଯିବା କାରଣରୁ କର୍ନାଟକ ହାଇକୋର୍ଟ ଏହି ସୁବିଧାକୁ କିଛି ସମୟ ପାଇଁ ସ୍ଥଗିତ ରଖିଛନ୍ତି। ରିପୋର୍ଟ ଅନୁଯାୟୀ, କିଛି ହ୍ୟାକର ହାଇକୋର୍ଟ ସର୍ଭର ହ୍ୟାକ କରି ପର୍ନ ଭିଡିଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri