ଜାତୀୟ

ଭାଜପା ପ୍ରାର୍ଥୀ ହାରିବା ପରେ ଅଧା ନିଶ-କେଶ କାଟିଲେ କାର୍ଯ୍ୟକର୍ତ୍ତା

ରାୟପୁର,୬।୧୨: ଛତିଶଗଡର ବିଧାନସଭା ନିର୍ବାଚନରେ ନେତା ଏବଂ ସେମାନଙ୍କ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ରାଜନୈତିକ ଦଳର ନେତାଙ୍କ ସହ ସେମାନଙ୍କ କର୍ମୀମାନେ ମଧ୍ୟ ନିର୍ବାଚନରେ ଭାଗ ନେଇଥିଲେ। କର୍ମୀମାନେ ମଧ୍ୟ ତାଙ୍କ ନେତାଙ୍କୁ ଜିତାଇବା ପାଇଁ କୌଣସି...

ସପ୍ତାହକୁ ଅଫିସରେ ୭୦ ଘଣ୍ଟିଆ କାର୍ଯ୍ୟ: ସଂସଦରେ ଚର୍ଚ୍ଚା, ସରକାରଙ୍କୁ ବିରୋଧୀଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୬।୧୨ : ସଂସଦର ଶୀତକାଳୀନ ଅଧିବେଶନରେ ୭୦ ଘଣ୍ଟିଆ କାର୍ଯ୍ୟ ସପ୍ତାହ ବିଷୟରେ ଆଲୋଚନା ହୋଇଥିଲା । ଇନଫୋସିସ ସହ-ପ୍ରତିଷ୍ଠାତା ନାରାୟଣ ମୁର୍ତ୍ତୀ ଏହି ବିତର୍କକୁ ଜନ୍ମ ଦେଇଥିଲେ। ସଂସଦରେ ସରକାର ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଶ୍ରମ ଓ...

ଦୁର୍ବଳ ହେଲା ‘ମିଗଜୋମ’: ୧୭ ମୃତ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇପଡିଥିବା ବୁଧବାର ଭାରତ ପାଣିପାଗ ବିଭାଗ କହିଛି। ଏହା ଆଗାମୀ ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ...

ଲକ୍ଷପତି ଭିକାରୀଙ୍କ ଭୋକରେ ମୃତ୍ୟୁ, ପାଖରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା

ବଲସାଡ,୬।୧୨: ରାସ୍ତାରେ ଯିବାଆସିବା ସମୟରେ ଆପଣ ଭିକାରୀଙ୍କୁ ନିହାତି ଭେଟୁଥିବେ। ପେଟ ପୋଷିବା ପାଇଁ ସେମାନେ ରାସ୍ତାକଡରେ ବସି ଭିକ ମାଗିଥାନ୍ତି। ଭିକରୁ ମିଳୁଥିବା ୩୦-୪୦ଟଙ୍କାକୁ ନେଇ ସେମାନେ ଓଳିଏ ଖାଇଲେ ଓଳିଏ ଉପାସ ରୁହନ୍ତି। ହେଲେ ଆପଣ କେବେ...

ନିଜ ବୁଥ୍‌କୁ ବି ବଞ୍ଚାଇପାରିଲେନି ପୂର୍ବତନ ମୁଖ୍ୟମନ୍ତ୍ରୀ ଗେହଲଟ; ଯେଉଁଠି ଦେଇଥିଲେ ଭୋଟ ସେଠାରେ ବି ବାଜି ମାରିଲା ଭାଜପା

ଜୋଧପୁର,୬।୧୨: ରାଜସ୍ଥାନ ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି। ବିଶେଷକରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଗଡ଼ରେ ଭାଜପାର ବିପୁଳ ବିଜୟ ଚର୍ଚ୍ଚାର କାରଣ ପାଲଟିଛି। ସରଦାରପୁରା ଆସନର ଯେଉଁ ବୁଥ୍‌ରେ ଗେହଲଟ ମତଦାନ ଦେଇଥିଲେ ସେଠାରେ...

ନିର୍ବାଚନରେ ପରାଜୟ: ୩୩ ବର୍ଷ ପରେ ଏମ୍‌ଏନ୍‌ଏଫ୍‌ର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଜୋରାମଥାଙ୍ଗା

ଆଇଜଲ,୬।୧୨: ମିଜୋରାମ ବିଧାନସଭା ନିର୍ବାଚନରେ ମିଜୋ ନ୍ୟାଶନାଲ ଫ୍ରଣ୍ଟ(ଏମ୍‌ଏନ୍‌ଏଫ୍‌)ର ପରାଜୟ ପରେ ଏହାର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ବିଦାୟୀ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା। ୩୩ ବର୍ଷ ଧରି ଦଳ ସହ କାର୍ଯ୍ୟ କରିବା ପରେ ସେ ମଙ୍ଗଳବାର ଏମ୍‌ଏନ୍‌ଏଫ୍‌ ଅଧ୍ୟକ୍ଷ...

କର୍‌ନି ସେନା ଅଧ୍ୟକ୍ଷଙ୍କୁ ହତ୍ୟା ଘଟଣା: ୨ ଗିରଫ

ଜୟପୁର,୬ା୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ୍‌ କର୍‌ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗମେଦିଙ୍କୁ ଜୟପୁର ସହରସ୍ଥିତ ତାଙ୍କ ଘରେ ଗୁଳିକରି ହତ୍ୟା କରାଯାଇଛି। ଏହି ହତ୍ୟା ମାମଲାରେ ହରିୟାଣାରୁ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୋବାଇଲ୍‌ରୁ ତଥ୍ୟ ଆଧାରରେ ଉଭୟଙ୍କୁ...

ପୁଣି ବିଦେଶ ଗସ୍ତରେ ଯିବେ ରାହୁଲ ଗାନ୍ଧୀ: ଉଠୁଛି ପ୍ରଶ୍ନ

ନୂଆଦିଲ୍ଲୀ,୬।୧୨: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଡିସେମ୍ବର ୯ରୁ ଡିସେମ୍ବର ୧୪ ପର୍ଯ୍ୟନ୍ତ ଇଣ୍ଡୋନେସିଆ ସମେତ ଚାରିଟି ଦେଶ ଗସ୍ତ କରିବେ। ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ସେ ବିଦେଶ ଗସ୍ତ କରିବେ। କେବଳ ଏତିକି ନୁହେଁ, ବିଧାନସଭା...

ଦେଶର ପୋଲିସ ଫୋର୍ସରେ ୧୧.୭୫% ମହିଳା

ନୂଆଦିଲ୍ଲୀ,୬ା୧୨(ପି.ଟି.):ଦେଶର ପୋଲିସ୍‌ ଫୋର୍ସରେ ମହିଳା କର୍ମଚାରୀଙ୍କ ସଂଖ୍ୟା ୩୩ ପ୍ରତିଶତକୁ ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାରଙ୍କ କ୍ରମାଗତ ଉଦ୍ୟମ ସତ୍ତ୍ୱେ ଏବେ ମାତ୍ର ୧୧.୭୫ ପ୍ରତିଶତ ମହିଳା ପୋଲିସ ରହିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକ...

କୋଲକାତା ଯୁବକଙ୍କୁ ବାହାହେବାକୁ ପହଞ୍ଚତ୍ଲେ ପାକିସ୍ତାନୀ ଯୁବତୀ

ଚଣ୍ଡିଗଡ଼,୬ା୧୨:କୋଲକାତାର ଜଣେ ଯୁବକଙ୍କୁ ବିବାହ କରିବା ପାଇଁ ପାକିସ୍ତାନର ଜଣେ ଯୁବତୀ ଓ୍ବାଘା-ଅଟ୍ଟାରି ଅନ୍ତର୍ଜାତୀୟ ସୀମା ଅତିକ୍ରମ କରି ଭାରତରେ ପହଞ୍ଚତ୍ଛନ୍ତି। ଜାନୁୟାରୀରେ ସେମାନଙ୍କ ବିବାହ ହେବ। କରାଚୀ ବାସିନ୍ଦା ଜାଭେରିଆ ଖାନୁମ୍‌ ପଞ୍ଜାବର ଅମୃତସରରେ ପହଞ୍ଚିବା ପରେ ସେଠାରେ...

ବାତ୍ୟା ଯାଗୁ ଫସିଗଲେ ୨୦୦ ଖେଳାଳି

ବିଜୟଓ୍ବାଡା,୫।୧୨: ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ ୨୦୦ ଟେବୁଲ ଟେନିସ ଖେଳାଳି ଫସି ଯାଇଛନ୍ତି। ଏହି ଖେଳାଳୀମାନେ ସେଠାରେ ଆୟୋଜିତ ନ୍ୟାଶନାଲ ରାଙ୍କିଙ୍ଗ ଟୁର୍ନାମେଣ୍ଟ ଖେଳିବାକୁ ଆସିଥିଲେ। ଖେଳ ସରି ଯାଇଥିଲେ ମଧ୍ୟ...

ଭାଜପା ୫୦ ଆସନରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ, ଏବେ କଥା ରଖିବେ କଂଗ୍ରେସ ବିଧାୟକ

ଭୋପାଳ,୫।୧୨: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୫୦ ସିଟ୍‌ରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ କଂଗ୍ରେସ ବିଧାୟକ ଫୁଲ ସିଂ ବରେୟା। ଏବେ ତାହା ହୋଇଥିବା ଯୋଗୁ ସେ ତାଙ୍କର ପ୍ରତିଜ୍ଞାକୁ ପାଳନ କରିବେ ବୋଲି କହି ଚର୍ଚ୍ଚାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri