ଜାତୀୟ

ଭାଜପା ସରକାର ଗଠନ ମୁହାଁ: ମୋଦିଙ୍କୁ ନେଇ ମୁହଁ ଖୋଲିଲେ ଶିବରାଜ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳରେ ପ୍ରାରମ୍ଭିକ ଧାରାରେ ଭାଜପା ବହୁ ଆସନରେ ଆଗୁଆ ରହିଛି। ଏଥି ସହିତ କଂଗ୍ରେସର ଆସନ ସଂଖ୍ୟା ହ୍ରାସ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ଭାରତୀୟ ଜନତା ପାର୍ଟିର ଏହି ଉତ୍କୃଷ୍ଟ ପ୍ରଦର୍ଶନ...

ତେଲଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ବିଧାୟକଙ୍କୁ ସୁରକ୍ଷା ଦେବାକୁ ହାଇଦ୍ରାବାଦରେ ପହଞ୍ଚିଲେ ଡି.କେ ଶିବକୁମାର

ନୂଆଦିଲ୍ଲୀ,୩।୧୨: ତେଲଙ୍ଗାନାରେ ମ୍ୟାଜିକ ନମ୍ବର ଅତିକ୍ରମ କରିବା ପରେ କଂଗ୍ରେସ ନେତା ତଥା କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ୧୦ଜଣ ମନ୍ତ୍ରୀଙ୍କ ସହ ତେଲେଙ୍ଗାନାର ହାଇଦ୍ରାବାଦରେ ପହଞ୍ଚିଛନ୍ତି। ଦଳର ନେତାଙ୍କୁ ଏକାଠି ରଖିବା ପାଇଁ କଂଗ୍ରେସ ହାଇକମାଣ୍ଡ ତାଙ୍କୁ ଦାୟିତ୍ୱ...

ତେଲଙ୍ଗାନାରେ ପ୍ରଥମ ଥର ପାଇଁ କଂଗ୍ରେସ କ୍ଷମତା ଦଖଲ ମୁହାଁ…

ହାଇଦ୍ରାବାଦ,୩।୧୨ : ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି କଂଗ୍ରେସ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରିବାକୁ ଯାଉଛି। ତେଲଙ୍ଗାନାରେ କଂଗ୍ରେସ ମ୍ୟାଜିକ ନମ୍ବର ଛୁଇଁଛି। ତେଲଙ୍ଗାନାରେ ମୋଟ ଆସନ ସଂଖ୍ୟା ୧୧୯ ରହିଛି।...

ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ତିନି ରାଜ୍ୟରେ ଭାଜପା ଅଗ୍ରଣୀ, ତେଲଙ୍ଗାନାରେ ବିଜୟ ମୁହାଁ କଂଗ୍ରେସ

ନୂଆଦିଲ୍ଲୀ,୨ା୧୨: ମତଦାନ ଗଣନାର ପ୍ରାରମ୍ଭିକ ପର୍ଯ୍ୟାୟ ଫଳାଫଳ ଅନୁଯାୟୀ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଭାଜପା ମ୍ୟାଜିକ ନମ୍ବର ଅତିକ୍ରମ କରି ଅନ୍ୟ ମାନଙ୍କ ଠାରୁ ଆଗରେ ରହିଛି। ସେହିପରି ଛତିଶଗଡରେ ମଧ୍ୟ ଶାସକ କଂଗ୍ରେସକୁ ମଧ୍ୟ ଅତିକ୍ରମ କରି ବିଜୟ...

ଛତିଶଗଡ଼ରେ ଭାଜପା ଆଗୁଆ: ଟପିଲା ମ୍ୟାଜିକ ନମ୍ବର…

ରାୟପୁର,୩।୧୨: ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ ଓ ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର...

ଅପରାଧର ଏକ ମିନିଟ ପୂର୍ବରୁ ମଧ୍ୟ ଉଦ୍ଦେଶ୍ୟ ନିଶ୍ଚିତ କରିଥାଇପାରନ୍ତି ଅପରାଧୀ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩।୧୨ : ସୁପ୍ରିମକୋର୍ଟ କହିଛନ୍ତି ଅପରାଧର ଏକ ମିନିଟ ପୂର୍ବରୁ ମଧ୍ୟ ଅପରାଧୀ ନିଜର ଉଦ୍ଦେଶ୍ୟ ନିଶ୍ଚିତ କରିଥାଇ ପାରନ୍ତି। ଏଥିରେ ଆଶ୍ଚର୍ଯ୍ୟ ହେବାର କୌଣସି କାରଣ ନାହିଁ। ୧୯୮୨ ମସିହାରେ ବାରାଣାସୀର ରାମନଗର ପୋଲିସ ଷ୍ଟେଶନରେ ପଞ୍ଜୀକୃତ ହୋଇଥିବା...

ସଞ୍ଜୟ ସିଂଙ୍କ ନାଁରେ ଇଡି ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨ା୧୨: ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶନିବାର ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ମାମଲାରେ ଇଡି ଗତ...

ମଧ୍ୟପ୍ରଦେଶ-ରାଜସ୍ଥାନରେ ଫୁଟିଲା ପଦ୍ମ…

ଭୋପାଳ/ଜୟପୁର,୩।୧୨ : ମଧ୍ୟପ୍ରଦେଶ ଓ ରାଜସ୍ଥାନ ବିଧାନସଭା ନିର୍ବାଚନ ଫଳାଫଳ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହି ଦୁଇ ରାଜ୍ୟରେ ଭାଜପା ନିଜର ପତିଆରା ଜାହିର କରିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା...

ଉବର ବୁକ୍‌ କରିବାରେ ସହାୟତା କରିବାକୁ କହି ଦମ୍ପତିଙ୍କୁ ମାଡ଼

ନୂଆଦିଲ୍ଲୀ,୩।୧୨: ଦକ୍ଷିଣପୂର୍ବ ଦିଲ୍ଲୀର ସନ୍‌ଲାଇଟ କଲୋନି ଅଞ୍ଚଳରେ ମଣିପୁରର ଏକ ଜଣେ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ଭଉଣୀଙ୍କୁ କେତେଜଣ ଲୋକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସେମାନେ ଗୁରୁବାର ରାତିରେ ଜଣେ ବନ୍ଧୁ ଘରକୁ ଯାଉଥିବାବେଳେ ୩ ଜଣ...

ମଧ୍ୟପ୍ରଦେଶ-ରାଜସ୍ଥାନରେ ମ୍ୟାଜିକ୍‌ ନମ୍ବର ଟପିଲା ଭାଜପା, ଛତିଶଗଡ଼-ତେଲଙ୍ଗାନାରେ କଂଗ୍ରେସ ଛୁଇଁଲା ମ୍ୟାଜିକ ନମ୍ବର..

ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ ଓ ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌...

ମହିଳାଙ୍କୁ ‘ଡିଜିଟାଲି ଗିରଫ’ କରାଇ ୧୧ ଲକ୍ଷ ଠକିନେଲେ

ନୋଏଡ଼ା,୩।୧୨: ନୋଏଡ଼ାରେ ଏକ ନୂଆ ସାଇବର ଠକେଇ ଦେଖିବାକୁ ମିଳିଛି। ସେଠାରେ ରହୁଥିବା ଜଣେ ମହିଳାଙ୍କୁ ଗୋଟିଏ ଦିନ ଡିଜିଟାଲ ଗିରଫ ରଖାଯାଇ ତାଙ୍କଠାରୁ ୧୧ ଲକ୍ଷରୁ ଅଧିକ ଟଙ୍କା ଠକିନିଆଯାଇଛି। ଅଭିଯୋଗ ପରେ ଉତ୍ତରପ୍ରଦେଶ ପୋଲିସ ତଦନ୍ତ ଆରମ୍ଭ...

ଏସ୍‌ପି ସବୁଠୁ ଧନୀ ଆଞ୍ଚଳିକ ଦଳ

ନୂଆଦିଲ୍ଲୀ,୩।୧୨: ସମାଜବାଦୀ ପାର୍ଟି (ଏସ୍‌ପି) ଦେଶର ସବୁଠୁ ଧନୀ ଆଞ୍ଚଳିକ ଦଳ ହୋଇଥିବାବେଳେ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଦ୍ୱିତୀୟ ସ୍ଥାନରେ ରହିଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ରିପୋର୍ଟ ଅନୁଯାୟୀ ୧୦ଟି ଶୀର୍ଷ ଆଞ୍ଚଳିକ ଦଳର ମୋଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri