ଜାତୀୟ

ସିବିଏସଇ ବୋର୍ଡ ପରୀକ୍ଷାକୁ ନେଇ ବଡ ଅପଡେଟ, ଦଶମ-ଦ୍ୱାଦଶ ପରୀକ୍ଷାରେ ମିଳିବ ନାହିଁ ଡିଭିଜନ ଅବା ଡିଷ୍ଟିଙ୍କଶନ

ନୂଆଦିଲ୍ଲୀ,୧।୧୨: ଦଶମ ଏବଂ ଦ୍ୱାଦଶ ପିଲାଙ୍କ ପାଇଁ ସିବିଏସଇ ବୋର୍ଡ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଛି। ଏହାର ବିଜ୍ଞପ୍ତି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଅଫିସିଆଲ ୱେବସାଇଟ cbse.gov.in ରେ ପୋଷ୍ଟ କରାଯାଇଛି। ଏହି ଅନୁଯାୟୀ, ୨୦୨୪ରେ CBSE ବୋର୍ଡ...

ଆଗକୁ ଅଧିକ ଦୁଷ୍ପରିଣାମ

ଦୁବାଇ/ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୧ା୧୨(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର):୨୦୨୩କୁ ଅଦ୍ୟାବଧି ସବୁଠୁ ଉତ୍ତପ୍ତ ବର୍ଷ ରୂପେ ରେକର୍ଡ କରାଯାଇଛି। କ୍ରମବର୍ଦ୍ଧିଷ୍ଣୁ ତାପମାତ୍ରାକୁ ଦେଖିଲେ ଆଗକୁ ବନ୍ୟା, ବନାଗ୍ନି, ହିମବାହ ତରଳିବା ଓ ଅହେତୁକ ଉଷ୍ମତା ବୃଦ୍ଧି ଭଳି ଜଳବାୟୁ ପରିବର୍ତ୍ତନର ଅଧିକ ଦୁଷ୍ପରିଣାମ...

ବେଙ୍ଗାଲୁରୁର ୧୫ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ବେଙ୍ଗାଲୁରୁ,୧।୧୨: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ପ୍ରାୟ ୧୫ଟି ସ୍କୁଲକୁ ଶୁକ୍ରବାର ସକାଳେ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ଏକାସାଙ୍ଗେ ଇମେଲ ଜରିଆରେ ଏହି ଧମକ ଦିଆଯାଇଛି। ପରେ ସମଗ୍ର ଅଞ୍ଚଳରେ ଭୟଭିତ ପରିସ୍ଥିତି ଉପୁଜିଛି। ଯଦିଓ ପ୍ରଶାସନ ସମସ୍ତ...

ଏହି ଦେଶରେ ସର୍ବପ୍ରଥମେ ହୋଇଥିଲା ଏକଜିଟ ପୋଲ, ଫଳାଫଳ ଏତେ ସଠିକ ଯେ ସମସ୍ତେ ହୋଇଥିଲେ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ବର୍ତ୍ତମାନ ଦେଶର ୫ଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନକୁ ନେଇ ଏକଜିଟ ପୋଲ ସମଗ୍ର ଦେଶରେ ଆଲୋଚନାର କେନ୍ଦ୍ର ପାଲଟିଛି। ସମସ୍ତେ ଏ ବିଷୟରେ ଆଲୋଚନା କରୁଛନ୍ତି। ଏକଜିଟ ପୋଲ ଏଥର କେତେ ସଠିକ ପ୍ରମାଣିତ ହୋଇଛି ତାହା...

ସୁପ୍ରିମ କୋର୍ଟରୁ ଆଜମଙ୍କୁ ଝଟକା

ନୂଆଦିଲ୍ଲୀ,୧।୧୨: ଆଜମ ଖାନଙ୍କୁ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ମିଳିନାହିଁ। ରାମପୁରର ଜୋହର ବିଶ୍ୱବିଦ୍ୟାଳୟକୁ ଦିଆଯାଇଥିବା ଜମି ପଟ୍ଟା ବାତିଲ କରିବା ମାମଲାରେ ଆଜମ ଖାନ ଉତ୍ତର ପ୍ରଦେଶ ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଥିଲେ, ଯେଉଁଠାରୁ ତାଙ୍କୁ ଉତ୍ତର ପ୍ରଦେଶ...

ବିଦାୟ ନେଲା ବିଶ୍ୱର ସବୁଠାରୁ ଦୁଃଖି ହାତୀ

ମନିଲା,୧।୧୨: ଫିଲିପାଇନ୍ସର ମନିଲା ପ୍ରାଣୀ ଉଦ୍ୟାନରେ ରହୁଥିବା ବିଶ୍ୱର ସବୁଠାରୁ ଦୁଃଖି ହାତୀର ମଙ୍ଗଳବାର ମୃତ୍ୟୁ ହୋଇଛି। କୁହାଯାଉଛି ଯେ ବିଶ୍ୱ ମାଲି କିମ୍ବା ମାଲି ନାମକ ଏହି ମାଇ ହାତୀ ପ୍ରାଣୀ ଉଦ୍ୟାନରେ ଏକୁଟିଆ ରହୁଥିଲା। ୪୦ବର୍ଷରୁ ଅଧିକ...

୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା କରାଯାଇଛି। ଏହା ପୂର୍ବରୁ ଏକ୍‌ଜିଟ ସର୍ଭେରେ ଭାରତୀୟ ଜନତା ପାର୍ଟି, ଭାରତୀୟ ଜାତୀୟ...

ନିର୍ବାଚନ ୫ ରାଜ୍ୟରୁ ଜବତ ହେଲା ୧,୭୬୬ କୋଟି

ନୂଆଦିଲ୍ଲୀ,୩୦ା୧୧: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ, ତେଲଙ୍ଗାନା ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ହେଲେ ଭୋଟରଙ୍କୁ ପ୍ରଲୋଭିତ କରିବା ପାଇଁ ମାଗଣା ଉପହାର ସାଙ୍ଗକୁ ଡ୍ରଗ୍ସ, ମଦ ଓ ଟଙ୍କା ବଣ୍ଟାକୁ ରୋକିବା ପାଇଁ ନିର୍ବାଚନ...

‘କେବଳ ମୁଖ୍ୟମନ୍ତ୍ରୀଙ୍କ ହସ୍ତାକ୍ଷର ପ୍ରମୋଶନ ପାଇଁ ଯଥେଷ୍ଟ ନୁହେଁ’, କର୍ନାଟକ ହାଇକୋର୍ଟ

ବେଙ୍ଗଲୁରୁ,୩୦।୧୧: କର୍ନାଟକ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ହୋଇଥିବା ଟ୍ରାନ୍ସଫର ଅର୍ଡରର ବୈଧତା ନାହିଁ ଯଦି ଏହା ନିମ୍ନ କ୍ୟାଡର ଅଧିକାରୀଙ୍କୁ ଉଚ୍ଚ ପଦବୀରେ ନିଯୁକ୍ତ କରିବା ପାଇଁ କୌଣସି ଯୁକ୍ତିଯୁକ୍ତତା ପ୍ରଦାନ ନକରେ। ବିଚାରପତି କହିଛନ୍ତି,...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଟନେଲରୁ ଉଦ୍ଧାର ହୋଇଥିବା ୪୦ ଶ୍ରମିକ

ରିଷିକେଶ,୩୦।୧୧: ଉତ୍ତରାଖଣ୍ଡର ସିଲକ୍ୟାରା ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଏମ୍ସରେ କରାଯାଇଛି। ହସ୍ପିଟାଲ ପ୍ରଶାସନ ୪୧ଜଣ ଶ୍ରମିକଙ୍କ ମଧ୍ୟରୁ ୪୦ଜଣଙ୍କୁ କ୍ଲିୟରାନ୍ସ ଦେଇଛନ୍ତି ଏବଂ ସେମାନଙ୍କୁ ଡିସଚାର୍ଜ କରିଛନ୍ତି। ଜଣେ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଚାଲିଛି। ଗୁରୁବାର...

ତେଲଙ୍ଗାନା କାହାର? ବିଆରଏସ, କଂଗ୍ରେସ ନା ଭାଜପା, ଏକ୍‌ଜିଟ ପୋଲ କହୁଛି ଏଭଳି…

ହାଇଦ୍ରାବାଦ,୩୦।୧୧: ତେଲଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଗୁରୁବାର ଶେଷ ହୋଇଛି। ଏହା ସହିତ ୨୦୨୪ ଲୋକ ସଭ ନିର୍ବାଚନ ପୂର୍ବରୁ ୫ଟି ରାଜ୍ୟରେ ମତଦାନ ମଧ୍ୟ ହୋଇଛି। ଏହି ସମୟରେ ତେଲଙ୍ଗାନା ନିର୍ବାଚନର ଏକ୍‌ଜିଟ ପୋଲ ମଧ୍ୟ ସାମ୍ନାକୁ...

ଚନ୍ଦ୍ରଶେଖର ଆଜାଦଙ୍କ ଦଳର ନେତାଙ୍କୁ ଘରେ ପଶି ଗୁଳି କଲେ ଦୁର୍ବୁତ୍ତ

କନ୍ନୌଜ,୩୦।୧୧: ଉତ୍ତର ପ୍ରଦେଶର କନ୍ନୌଜରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଦଳ ଆଜାଦ ସମାଜ ପାର୍ଟିର ସାଧାରଣ ସମ୍ପାଦକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ଘଟଣା ତାଲଗ୍ରାମ ପୋଲିସ ଷ୍ଟେଶନ ପରିସରର ଜୟସିଂହପୁର ଗ୍ରାମରେ ଘଟିଥିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri