ଜାତୀୟ

ରାହୁଲଙ୍କ ଭଣଜା ରେହନା ଭଦ୍ରା ରାଜନୀତିରେ କରିବେ କି ଏଣ୍ଟ୍ରି, ମିଳିଲା ସଙ୍କେତ!

ନୂଆଦିଲ୍ଲୀ,୨।୧୧: କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଏକ୍ସ’ରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓରେ ରାହୁଲ ‘୧୦ ଜନପଥ’ରେ ଥିବା ତାଙ୍କ ବାସଭବନରେ ରଙ୍ଗ ମାରିବା ସହ ପୁଟ୍ଟି ମାରୁଥିବାର ଦେଖାଯାଇଛନ୍ତି।...

ଲେହରେ ଆନାଲୋଗ୍‌ ସ୍ପେସ୍‌ ମିଶନ ଆରମ୍ଭ

ନୂଆଦିଲ୍ଲୀ,୨ା୧୧: ଭାରତର ପ୍ରଥମ ଆନାଲୋଗ୍‌ ସ୍ପେସ୍‌ ମିଶନ ଶୁକ୍ରବାର ଲଦାଖର ଲେହଠାରେ ଆରମ୍ଭ ହୋଇଛି। ମହାକାଶ କେନ୍ଦ୍ର ଅନୁରୂପ ଏହି ମିଶନ ପୃଥିବୀ ବାହାରେ ବେସ୍‌ ଷ୍ଟେଶନର ଚ୍ୟାଲେଞ୍ଜଗୁଡ଼ିକୁ ସମ୍ମୁଖୀନ ହେବା ସହ ଜୀବନଯାପନ ପାଇଁ ଅନୁକୂଳ ସ୍ଥିତି ସୃଷ୍ଟି...

ପୁଣି ଆଖି ଦେଖାଇଲା କାନାଡା, ଶତ୍ରୁ ଦେଶ ତାଲିକାରେ ଭାରତକୁ ରଖିଲା

ନୂଆଦିଲ୍ଲୀ,୧।୧୧: ସୁଧୁରୁନି କାନାଡା। କ୍ଷମା ମାଗିବା ପରେ ବି ଭାରତକୁ ତର ଦେଖାଇଛି କାନାଡା। ଏବେ ଭାରତକୁ ଶତ୍ରୁ ଦେଶ ତାଲିକାରେ ରଖିଛି କାନାଡା। କାନାଡାର ଜଷ୍ଟିନ ଟ୍ରୁଡୋ ସରକାର ପ୍ରଥମ ଥର ପାଇଁ ଏକ ସରକାରୀ ଡକ୍ୟୁମେଣ୍ଟରେ ଭାରତକୁ...

ଚଳିତ ଶୀତ ଅଧିବେଶନରେ ପୁଣି ପୁରୁଣା ସଂସଦରେ ବସିବେ ଏମପି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧।୧୧: ସଂସଦର ଶୀତ ଅଧିବେଶନ ଚଳିତ ମାସରେ ଆରମ୍ଭ ହୋଇପାରେ । ଏହି ଅଧିବେଶନ ନଭେମ୍ବର ୨୫ରୁ ଡିସେମ୍ବର ୨୦ ଯାଏ ଚାଲିପାରେ । ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ନଭେମ୍ବର ୨୫ରେ ଶୀତ ଅଧିବେଶନ ଆରମ୍ଭ ହୋଇପାରେ...

ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ ଏହି ତାଜୁବ କରିଦେବା ପରି ଏତେ ବଡ଼ ପରିମାଣର ଜରିମାନା ଲଗାଯାଇଛି। ଜରିମାନା...

ମୁଁ ଲାଲୁଙ୍କ ସହ ଯିବାକୁ ପ୍ରସ୍ତୁତ ଅଛି, ଯଦି ସେ…, ଖୋଲା ଅଫର ଦେଲେ ପ୍ରଶାନ୍ତ କିଶୋର

ପାଟନା,୧।୧୧: ଜନ ସୁରାଜ ପାର୍ଟି ନେତା ପ୍ରଶାନ୍ତ କିଶୋର ବେଲାଗଞ୍ଜ ବିଧାନସଭାର ବିଭିନ୍ନ ସ୍ଥାନରେ ସାଧାରଣ ସଭା ମାଧ୍ୟମରେ ପ୍ରଚାର କରିଥିଲେ। ଏହି ସମୟରେ ସେ ବେଲାଗଞ୍ଜ ବିଧାନସଭା ଉପ-ନିର୍ବାଚନରେ ତାଙ୍କ ଦଳକୁ ସମର୍ଥନ କରି ସମସପୁର, ନିମଚକ ଏବଂ...

ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍‌କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ ଇଣ୍ଡଷ୍ଟ୍ରିଆଲ ଏଭରେଜ ୦.୯୦ ପ୍ରତିଶତ ହ୍ରାସ ହୋଇ ୪୧୭୬୩ ସ୍ତରରେ ବନ୍ଦ ହୋଇଛି।...

ନଭେମ୍ବରରେ ଅବସର ନେବେ ସିଜେଆଇ ଚନ୍ଦ୍ରଚୁଡ, ଯିବା ସମୟରେ ଶୁଣାଇବେ ୫ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡିଓ୍ବାଇ ଚନ୍ଦ୍ରଚୁଡ ୧୦ ନଭେମ୍ବରରେ ଅବସର ନେଉଛନ୍ତି। ତାଙ୍କର କାର୍ଯ୍ୟକାଳ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପାଇଁ ସ୍ମରଣୀୟ ହେବ। ବ୍ୟକ୍ତିଗତ ସ୍ବାଧୀନତା, ମହିଳାଙ୍କ ଅଧିକାର, ଲିଙ୍ଗଗତ ସମାନତା, ଭିନ୍ନକ୍ଷମଙ୍କ ଅଧିକାର ସହିତ ଜଡିତ...

କଂଗ୍ରେସ ନେତା କ୍ଷମା ମାଗିବା ଉଚିତ, କାହିଁକି ଏମିତି କହିଲେ ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧।୧୧: କର୍ନାଟକରେ ‘ଶକ୍ତି’ ଗ୍ୟାରେଣ୍ଟି ସମୀକ୍ଷା ଉପରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କୁ ନିନ୍ଦା କରିବା ପରେ ଭାରତୀୟ ଜନତା ପାର୍ଟି ଶୁକ୍ରବାର ବିରୋଧୀ ଦଳକୁ ନିନ୍ଦା କରିଛି। ସେମାନେ ଜନତାଙ୍କୁ...

ସୁଧୁରୁନି ପକିସ୍ତାନ: ଚାଇନା ସହ ମିଶି ଭାରତ ବିରୋଧରେ ରଚୁଛି ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧।୧୧: ପଡୋଶୀ ଦେଶ ପାକିସ୍ତାନ ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନାଁ ଧରୁନି। ଜମ୍ମୁ କଶ୍ମୀରକୁ ଆତଙ୍କବାଦୀ ପଠାଇବା ବ୍ୟତୀତ ପାକିସ୍ତାନ ମଧ୍ୟ ଭାରତ ଉପରେ ଗୁପ୍ତଚର କାର୍ଯ୍ୟ କରୁଛି। ଚାଇନା ପ୍ରତିପକ୍ଷଙ୍କ ନିର୍ଦ୍ଦେଶରେ ପାକିସ୍ତାନର ଗୁପ୍ତଚର ସଂସ୍ଥା ଜମ୍ମୁ...

ବିବେକ ଦେବରୟ କିଏ? ଜେଜେ-ଜେଜେମା’ ଆସିଥିଲେ ବାଂଲାଦେଶରୁ ସେ କିନ୍ତୁ ପାଲଟି ଯାଇଥିଲେ ମୋଦିଙ୍କ ଚାଣକ୍ୟ

ନୂଆଦିଲ୍ଲୀ,୧।୧୧: ଅର୍ଥନୈତିକ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚାଣକ୍ୟ ଥିତବା ବ୍ୟକ୍ତି ଏହି ଦୁନିଆରେ ଆଉ ନାହାଁନ୍ତି। ଯେଉଁ ବ୍ୟକ୍ତି ଦାରିଦ୍ର୍ୟର ଏକ ନୂତନ ମାନର ପ୍ରଚାର କରିଥିଲେ ସେ ଆଉ ଆମ ସହିତ ନାହାଁନ୍ତି। ଯିଏ ତାଙ୍କ ପରାମର୍ଶ ସହିତ...

ଶିବକୁମାରଙ୍କ କଥା ଶୁଣି ରାଗିକି ପଞ୍ଚମ ହୋଇଗଲେ ଖାର୍ଗେ: କହିଦେଲେ…

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କ ‘ଶକ୍ତି’ ଯୋଜନାକୁ ପୁନର୍ବିଚାର କରିବା ବିବୃତ୍ତିରେ ରାଗିଛନ୍ତି। ଖାର୍ଗେ ଶିବକୁମାରଙ୍କୁ ସ୍ପଷ୍ଟ ଭାବରେ ତାଗିଦ କରି କହିଛନ୍ତି, କର୍ନାଟକର ପାଞ୍ଚଟି ଗ୍ୟାରେଣ୍ଟି ଦେଖି ମୁଁ ମହାରାଷ୍ଟ୍ରରେ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri