ଜାତୀୟ

ଆମେଠିରୁ ହାରିବା ପାଇଁ ଟଙ୍କା ନେଇଥିଲେ ରାହୁଲ!

ନୂଆଦିଲ୍ଲୀ,୨।୧୧: ଅଲ ଇଣ୍ଡିଆ ମଜଲିସ-ଇ-ଇନ୍ତେହାଦୁଲ ମୁସଲିମ(ଏଆଇଏମଆଇଏମ) ସଭାପତି ଅସଦୁଦ୍ଦିନ ଓଓ୍ବେସି କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ଅଭିଯୋଗକୁ ଟାର୍ଗେଟ କରିଛନ୍ତି। ଏଆଇଏମଆଇଏମ ଭାଜପା ଠାରୁ ଟଙ୍କା ନେଉଥିବା ରାହୁଲ ଅଭିଯୋଗ କରିଥିଲେ। ଏହାକୁ ନେଇ ପ୍ରତି ଆକ୍ରମଣ କରିଛନ୍ତି ଓଓ୍ବେସି।...

ଡାଇବେଟିସକୁ ଆଉ ଭୟ ନାହିଁ, ବଜାରରେ ମିଳିବ ଇନସୁଲିନ ଓରାଲ ସ୍ପ୍ରେ…

ହାଇଦ୍ରାବାଦ,୨।୧୧ : ଡାଇବେଟିସ ସମସ୍ୟାରେ ପୀଡିତ ଲୋକେ ଏବେ ଆଉ ଇନସୁଲିନ ଇଞ୍ଜେକଶନ ନେବାକୁ ଭୟ କରିବାର ଆବଶ୍ୟକତା ନାହିଁ। ଖୁବ ଶୀଘ୍ର ବଜାରରେ ଇନସୁଲିନ ସ୍ପ୍ରେ ବିକ୍ରି ହେବାକୁ ଯାଉଛି। ଆସନ୍ତା ଦୁଇ-ତିନି ବର୍ଷ ମଧ୍ୟରେ ଇନସୁଲିନ ସ୍ପ୍ରେ...

ଦୁଇଟି ଗାଡି ମଧ୍ୟରେ ଚାପି ହୋଇଗଲା କାର୍‌: ଚାଲିଗଲା ୬ ଜୀବନ

ଚଣ୍ଡିଗଡ,୨।୧୧: ପଞ୍ଜାବର ସୁନାମ ଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତେ ଏକ କାରରେ ଯାତ୍ରା କରୁଥିଲେ ଏବଂ ମଲେରକୋଟଲା ଠାରୁ ସୁନାମକୁ ଫେରୁଥିଲେ।...

ବୋହୂ ଶ୍ୱଶୁର ରହୁଥିବା ଘରେ ଲଗାଇଲେ ନିଆଁ, ସ୍ବାମୀ କଲେ ଭିଡିଓ ଶୁଟିଂ, ଦେଖନ୍ତୁ ଭାଇରାଲ ଭିଡିଓ…

ମୁମ୍ବାଇ,୨।୧୧ : ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଜଣେ ମହିଳା ଜାଣିଶୁଣି ଘରେ ନିଆଁ ଲଗାଇବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳୁଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ...

ଆମ କଥା ପୁଣିଥରେ କରନ୍ତୁ ବିଚାର, ସମଲିଙ୍ଗୀ ବିବାହ ରିଭ୍ୟୁ ପିଟିଶନ ସୁପ୍ରିମ୍‌କୋର୍ଟରେ ଦାଖଲ…

ନୂଆଦିଲ୍ଲୀ,୨।୧୧ : ସମଲିଙ୍ଗୀ ବିବାହ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଏକ ସମୀକ୍ଷା ଆବେଦନ (ରିଭ୍ୟୁ ପିଟିଶନ) କରାଯାଇଛି। ଅକ୍ଟୋବର ୧୭ରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ନଭେମ୍ବର ୧ ରେ ଏହି ଆବେଦନ କରାଯାଇଥିଲା ଯେଉଁଥିରେ ସମଲିଙ୍ଗୀ...

୮୯ ଆଶାୟୀ ହେଲେ ପ୍ରଶାସନିକ ଅଧିକାରୀ, କମ ମାର୍କ ଯୋଗୁ ୨୦୨୨ ସଂରକ୍ଷିତ ତାଲିକାରେ ଥିଲେ…

ନୂଆଦିଲ୍ଲୀ,୨।୧୧ : ବିଭିନ୍ନ ନାଗରିକ ସେବାରେ ନିଯୁକ୍ତି ପାଇଁ ୟୁନିଅନ ପବ୍ଲିକ ସର୍ଭିସ କମିଶନ ୮୯ ଜଣ ଆଶାୟୀ ପ୍ରାର୍ଥୀଙ୍କ ନାମ ସୁପାରିଶ କରିଛନ୍ତି। ଚଳିତ ବର୍ଷ ମେ ମାସରେ, ଆୟୋଗ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଫଳାଫଳ ଘୋଷଣା...

ଇଡିର ସମନକୁ ‘ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ’ କହିଲେ କେଜ୍‌ରିଓ୍ବାଲ, ଭାଜପାର ଅନୁରୋଧ କ୍ରମେ…

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ପଚରାଉଚରା ଲାଗି ହାଜର ହେବାକୁ ସମନ କରାଯାଇଛି। ୬ ମାସ ପୂର୍ବେ ସିବିଆଇ ଏହି ମାମଲାରେ କେଜ୍‌ରିଓ୍ବାଲଙ୍କୁ ପ୍ରାୟ ୯ ଘଣ୍ଟା ଧରି...

କେଜ୍‌ରିଓ୍ବାଲ ହାଜର ହେବା ପୂର୍ବରୁ ମନ୍ତ୍ରୀ ରାଜକୁମାରଙ୍କ ଘରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୧୧: ଗୋଟିଏ ପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ଅପରପକ୍ଷେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି। ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ...

ତଦନ୍ତରେ ସହଯୋଗ ପାଇଁ ତିସ୍ତାଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨ା୧୧(ପି.ଟି.): ପାଣ୍ଠି ହେରଫେର ମାମଲାରେ ସମ୍ପୃକ୍ତ ଆକ୍ଟିଭିଷ୍ଟ ତିସ୍ତା ସିତଲଓ୍ବାଡ୍‌ ଓ ତାଙ୍କ ସ୍ବାମୀ ଜାଭେଦ ଆନନ୍ଦଙ୍କୁ ତଦନ୍ତରେ ଗୁଜରାଟ ପୋଲିସକୁ ସହଯୋଗ କରିବା ପାଇଁ ସୁପ୍ରିମକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ ପୂର୍ବରୁ ମିଳିଥିବା ଆଗୁଆ ଜାମିନ୍‌ରେ...

ନନ୍ଦିନୀ ଦାସଙ୍କୁ ବ୍ରିଟିଶ୍‌ ଏକାଡେମୀ ବୁକ୍‌ ପ୍ରାଇଜ୍‌

ଭାରତରେ ଜନ୍ମିତ ନନ୍ଦିନୀ ଦାସ ୨୦୨୩ ବର୍ଷର ମର୍ଯ୍ୟାଦାଜନକ ବ୍ରିଟିଶ୍‌ ଏକାଡେମୀ ବୁକ୍‌ ପ୍ରାଇଜ୍‌ ବିଜୟିନୀ ହୋଇଛନ୍ତି। ଏହି ୪୯ ବର୍ଷୀୟା ଇଂଲିଶ୍‌ ପ୍ରଫେସର ୟୁନିଭର୍ସିଟି ଅଫ୍‌ ଅକ୍ସଫୋର୍ଡରେ ପ୍ରାଧ୍ୟାପନା କରନ୍ତି। ନନ୍ଦିନୀ ତାଙ୍କ ପୁସ୍ତକ ‘କୋର୍ଟିଂ ଇଣ୍ଡିଆ: ଇଂଲଣ୍ଡ,...

ଶିନ୍ଦେଙ୍କ ଘୋଷଣା: ମରାଠାଙ୍କୁ ମିଳିବ ସଂରକ୍ଷଣ

ମୁମ୍ବାଇ,୧ା୧୧:ମହାରାଷ୍ଟ୍ରର ଅନ୍ୟ ସମ୍ପ୍ରଦାୟଗୁଡ଼ିକୁ ମିଳୁଥିବା ସଂରକ୍ଷଣ ସୁବିଧାକୁ ଅପରିବର୍ତ୍ତିତ ରଖି ମରାଠାମାନଙ୍କୁ ସଂରକ୍ଷଣ ଯୋଗାଇଦେବା ଲାଗି ବୁଧବାର ସର୍ବଦଳୀୟ ବୈଠକରେ ସହମତି ହୋଇଥିବା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଘୋଷଣା କରିଛନ୍ତି। ମରାଠାମାନଙ୍କୁ ସଂରକ୍ଷଣ ଯୋଗାଇଦେବା ଦାବିରେ ଆକ୍ଟିଭିଷ୍ଟ ମନୋଜ ଜରାଙ୍ଗେ...

‘ଆତଙ୍କବାଦୀଙ୍କୁ ଔଷଧ ହନୁମାନଙ୍କ ଗଦା’; ଇସ୍ରାଏଲର ପ୍ରଶଂସା କରି କହିଲେ ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୧/୧୧: ରାଜସ୍ଥାନରେ ଏକ ଜନସଭାକୁ ସମ୍ବୋଧିତ କରି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଇସ୍ରାଏଲ-ହମାସ ଯୁଦ୍ଧ ଉପରେ ବୟାନ ଦେଇଛନ୍ତି। ଆଦିତ୍ୟନାଥ କହିଛନ୍ତି, ଇସ୍ରାଏଲ ଯେପରି ହମାସର ଚିକିତ୍ସା କରୁଛି, ତାକୁ ସେହିଭଳି ଚିକିତ୍ସାର ଆବଶ୍ୟକତା ରହିଥିଲା। ଆତଙ୍କବାଦୀ ମାନଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri