ଜାତୀୟ

ଅନନ୍ତ ଅମ୍ବାନୀଙ୍କ ବଡ ହୃଦୟ! ୩ ଆଫ୍ରିକୀୟ ହାତୀଙ୍କୁ ଦେଲେ ନୂଆ ଜୀବନ

ମୁମ୍ବାଇ,୩୧।୧୦: ବିଜନେସ ଟାଇକୁନ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ପଶୁ ପ୍ରତି ଥିବା ପ୍ରେମ ଅଳ୍ପ ବହୁତେ ସମସ୍ତଙ୍କୁ ଜଣା। ବର୍ତ୍ତମାନ ସେ ତିନି ହାତୀକୁ ନୂଆ ଜୀବନ ଦେଇଛନ୍ତି। ତିନି ଆଫ୍ରିକୀୟ ବଣୁଆ ହାତୀକୁ ଗୁଜୁରାଟର ଜାମନଗରରେ...

ଦୀପାବଳିରେ ବଡ଼ ଅଘଟଣ, ଜଳିଗଲା ୬୬ ଦୋକାନ

ବୋକାରୋ,୩୧।୧୦: ଆଲୋକର ପର୍ବ ଦୀପାବଳି ଅବସରରେ ଝାଡ଼ଖଣ୍ଡରୁ ଏକ ଲୋମ ଟାଙ୍କୁରା ଖବର ସାମ୍ନାକୁ ଆସିଛି। ବୋକାରୋର ମାରଗା ପୋଲ ନିକଟରେ ବାଣ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ପ୍ରାୟ...

କଳ୍ପନା ସୋରେନଙ୍କୁ ଦେଖି ମୋ ସ୍ତ୍ରୀ କହୁଛନ୍ତି…, କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟି,୩୧।୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ଦ୍ୱାରା ଯୋର ସୋରରେ ପ୍ରଚାର ଚାଲିଛି। ଏହି ସମୟରେ ଝାଡ଼ଖଣ୍ଡର ଦାୟିତ୍ୱରେ ଥିବା ଭାଜପା ନେତା ତଥା ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରାଞ୍ଚିରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ...

ନିଆରା ଢଙ୍ଗରେ ଦୀପାବଳି ପାଳିଲେ ମୋଦି, ଦେଖନ୍ତୁ ଭିଡିଓ

କଚ୍ଛ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଚଳିତ ବର୍ଷ ସୀମାରେ ନିୟୋଜିତ ସେନାଙ୍କ ସହିତ ଦୀପାବଳି ପାଳନ କରିବାର ପରମ୍ପରା ଜାରି ରଖିଛନ୍ତି। ସେ ଗୁରୁବାର ଗୁଜୁରାଟର କୁଚ୍ଛରେ ସାର୍‌ କ୍ରିକ ଅଞ୍ଚଳରେ ସୀମା ସୁରକ୍ଷା ବଳ (ବିଏସଏଫ), ଭାରତୀୟ...

ଓ୍ବାନ ନେଶନ ଓ୍ବାନ ଇଲେକ୍ସନ ସହ ୟୁସିସିକୁ ନେଇ ମୋଦି ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ମୋଦି ଏବେ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଗୁରୁବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୯ତମ ଜନ୍ମ ବାର୍ଷିକୀରେ ଗୁଜୁରାଟର ଷ୍ଟାଚ୍ୟୁ ଅଫ ୟୁନିଟିରେ ସେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଜାତୀୟ ଏକତା ଦିବସ ପାଳନ...

ସର୍ଭେ ରିପୋର୍ଟ ଦେଖି ଭାଜପାର ଉଡିବ ନିଦ! ଚମକି ଉଠିବେ ଶିନ୍ଦେ

ମୁମ୍ବାଇ,୩୧।୧୦: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ମତଦାନ ହେବାକୁ ଯାଉଛି ଏବଂ ଏହାର ଫଳାଫଳ ୨୩ ନଭେମ୍ବରରେ ଘୋଷଣା କରାଯିବ । ଏହି ସମୟରେ ମହାରାଷ୍ଟ୍ରରେ ନିର୍ବାଚନ କାର୍ଯ୍ୟକୁ ନେଇ ସବୁ ରାଜନୈତିକ ଦଳ ମଧ୍ୟରେ ଚଞ୍ଚଳତା ପ୍ରକାଶ ପାଇଛି। ଏହି...

ଦୀପାବଳିରେ କଂଗ୍ରେସକୁ ଲାଗିଲା ବଡ ଝଟ୍‌କା

ମୁମ୍ବାଇ,୩୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ମଧ୍ୟରେ ଦୀପାବଳିରେ କଂଗ୍ରେସକୁ ଏକ ବଡ ଝଟକା ଲାଗିଛି। କଂଗ୍ରେସ ନେତା ରବି ରାଜ ଦଳରୁ ଇସ୍ତଫା ଦେବା ପରେ ଭାଜପାରେ ଯୋଗ ଦେଇଛନ୍ତି। ରବି ରାଜ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଉପସ୍ଥିତିରେ...

ଦୀପାବଳିରେ ମିଠା ଖାଇ ଶେଷ କଲେ ବିବାଦ

ନୂଆଦିଲ୍ଲୀ,୩୧।୧୦: କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର ମିଠା ବିନିମୟ କରି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ରେ...

ହେଡଫୋନ ଲଗେଇ ଟ୍ରାକ୍‌ରେ ବସିଥିଲେ ଛାତ୍ର, ମାଡିଗଲା ଟ୍ରେନ୍‌

ଭୋପାଳ,୩୧।୧୦: ପୁଣି ମୋବାଇଲ ସାଜିଲା କାଳ। ଚାଲିଗଲା ଛାତ୍ରଙ୍କ ଜୀବନ । ହେଡଫୋନ ଦେଇ ଯୁବକଜଣକ ରେଲୱେ ଟ୍ରାକ୍‌ରେ ମୋବାଇଲ ଦେଖୁଥିବା ବେଳେ ମାଡିଗଲା ଟ୍ରେନ । ଏପରି ଏକ ଛାତିଥରା ଘଟଣା ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଘଟିଛି। ମୃତକ...

ନିଜ୍ଜାର ହତ୍ୟା ପାଇଁ ଶାହା ଦେଇଥିଲେ ନିର୍ଦ୍ଦେଶ, କାନାଡା ମନ୍ତ୍ରୀଙ୍କ ଅଭିଯୋଗ

ଓଟ୍ଟାଓ୍ବା,୩୦ା୧୦: କାନାଡାରେ ଶିଖ୍‌ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ ହିଂସା, ଧମକ ଓ ଗୋଇନ୍ଦା ତଥ୍ୟ ସଂଗ୍ରହର ଏକ ଅଭିଯାନ ଚଳାଇବାକୁ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ନିର୍ଦ୍ଦେଶ ଦେଇଥିବା ଓଟ୍ଟାଓ୍ବା ପକ୍ଷରୁ କୁହାଯାଇଛି। ଏହି ଅଭିଯୋଗ...

ଆମେ ଯାହା କହିଲୁ କରି ଦେଖାଇଲୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୩୦।୧୦: ଦୀପାବଳିକୁ ନେଇ ଉତ୍ସବମୁଖର ପୁରପଲ୍ଲୀ। ବିଶେଷକରି ଅଯୋଧ୍ୟାରେ ଆଲୋକର ଏହି ପର୍ବ ପାଳନକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ସମସ୍ତ ନେତା ପହଞ୍ଚୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ଅଯୋଧ୍ୟା ଲାଗି ଦୀପାବଳି...

ଶତ୍ରୁ ସହ ଲଢ଼ି ଶହୀଦ ହୋଇଗଲା ‘ଫାଣ୍ଟମ୍‌’; ଜାଣନ୍ତୁ ଭାରତୀୟ ସେନାରେ କିଭଳି ହୋଇଥାଏ କୁକୁରଙ୍କ ଭର୍ତ୍ତି, ଟ୍ରେନିଂରେ କ’ଣ ଶିଖାଯାଏ?

ଶ୍ରୀନଗର,୩୦।୧୦: ଜମ୍ମୁ କଶ୍ମୀରର ଅଖନୁରରେ ଭାରତୀୟ ସେନା ପକ୍ଷରୁ ସୋମବାର ଏବଂ ମଙ୍ଗଳବାର ଏନ୍‌କାଉଣ୍ଟର ଅପରେଶନ କରାଯାଇଥିଲା। ସୁରକ୍ଷାକର୍ମୀମାନେ ୩ ଆତଙ୍କବାଦୀଙ୍କୁ ନିହତ କରିଥିଲେ। ଏହି ଏନକାଉଣ୍ଟରରେ ଭାରତୀୟ ସେନାର K9 ଫାଣ୍ଟମ କୁକୁର ମଧ୍ୟ ଶହୀଦ ହୋଇଛି। ଯେତେବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri