ଜାତୀୟ

କାରରେ ରକ୍ତ ଜୁଡୁବୁଡୁ ମୃତଦେହ, ଚିହ୍ନଟ ନେଇ ତଦନ୍ତ ଜାରି…

ନୂଆଦିଲ୍ଲୀ,୧୫।୧୧ : ଦିଲ୍ଲୀର ଗାଜିପୁରରେ ଏକ କାର ଭିତରେ ରକ୍ତ ଜୁଡୁବୁଡୁ ମୃତଦେହ ମିଳିଛି। ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହି ମୃତ ଶରୀରଟି ଜଣେ ଅଜଣା ପୁରୁଷଙ୍କର। ପୋଲିସ ଏବଂ ଫୋରେନସିକ ଟିମ ଏହି...

ଓ-ହବ୍‌ ପରିଦର୍ଶନରେ ଡ. ଆଣ୍ଡ୍ରି୍ୟୁ ଫ୍ଲେମିଂ

ଭୁବନେଶ୍ୱର, ୧୪।୧୧(ଅଭୟ ଦାଶ): ଷ୍ଟାର୍ଟଅପ୍‌ ଓଡ଼ିଶାର ଆଇକନିକ ପ୍ଲାଟ୍‌ଫର୍ମ (ବିଲ୍ଡି) ଓ-ହବ୍‌ ଅଭିନବତାର ଏକ ଜୀବନ୍ତ ଓ ଔଦ୍ୟୋଗିକୀ ହବ୍‌ ହୋଇପାରିଛି। ଏପରିକି ମଙ୍ଗଳବାର କୋଲକାତାର ବ୍ରିଟିଶ ଡେପୁଟି ହାଇକମିଶନର ଡ. ଆଣ୍ଡ୍ରି୍ୟୁ ଫ୍ଲେମିଂ ପରିଦର୍ଶନରେ ଆସିଥିବାବେଳେ ତାଙ୍କୁ ଓ-...

୧୨ ଦିନରେ ପୃଥିବୀର ସର୍ବେକ୍ଷଣ, ୨୦୨୪ରେ ନାସା-ଇସ୍ରୋ ମିଳିତ ଭାବେ କରିବେ କାର୍ଯ୍ୟ…

ନୂଆଦିଲ୍ଲୀ,୧୫।୧୧: ନିର୍ଦ୍ଦିଷ୍ଟ ଭାବରେ କମ୍ପନ ସହିତ ଜଡିତ ପରୀକ୍ଷଣ ପରେ ନାସା-ଇସ୍ରୋ ସିନ୍ଥେଟିକ ଆପର୍ଚର ରାଡାର (ଏନଆଇଏସଏଆର) ୨୦୨୪ ର ପ୍ରଥମ ତ୍ରୟମାସରେ ଲଞ୍ଚ ହେବ। ନାସାଏନଆଇଏସଏଆର ପ୍ରୋଜେକ୍ଟ ମ୍ୟାନେଜର ଫିଲ ବାରେଲା କହିଛନ୍ତି ଇସ୍ରୋ ଆସନ୍ତା ବର୍ଷର ପ୍ରଥମ...

ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୧ (ଅସମାପିକା ସାହୁ): ନୂଆଦିଲ୍ଲୀସ୍ଥିତ ପ୍ରଗତି ମଇଦାନରେ ମଙ୍ଗଳବାର ୪୨ତମ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା ଆରମ୍ଭ ହୋଇଛି। ମେଳା ପରିସରରେ ଓଡ଼ିଶା ପାଭିଲିୟନକୁ ଓଡ଼ିଶା ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିଛନ୍ତି। ବାଣିଜ୍ୟ...

ଆଜି ଖାତାକୁ ଆସିବ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଟଙ୍କା, ଏହି ଉପାୟରେ ନିଜର ଖାତା ଚେକ୍ କରନ୍ତୁ

ନୂଆଦିଲ୍ଲୀ, ୧୫।୧୧: ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୧୫ ତମ କିସ୍ତି ପାଇଁ ଅପେକ୍ଷା କରିଥିବା କୃଷକ ଭାଇମାନଙ୍କ ପାଇଁ ଏକ ବଡ଼ ଖବର। ଏହି ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର କୃଷକଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର...

ଉତ୍ତରାକାଶି ଟନେଲ ଦୁର୍ଘଟଣା: ଭୂସ୍ଖଳନ ବଢ଼ାଇଲା ସମସ୍ୟା, ୭୦ ଘଣ୍ଟାରୁ ଅଧିକ ସମୟ ହେଲା ଫସି ରହିଛନ୍ତି ୪୦ ଶ୍ରମିକ

ନୂଆଦିଲ୍ଲୀ, ୧୫।୧୧: ଉତ୍ତରାକାଶି ଟନେଲରେ ଫସି ରହିଥିବା ୪୦ ଜଣ ଶ୍ରମିକଙ୍କୁ ଉଦ୍ଧାର ଜାରି ରହିଛି। ଏହି ଟନେଲରୁ ଫସି ରହିଥିବା ଶ୍ରମିକମାନଙ୍କୁ ଉଦ୍ଧାର କରିବା ପାଇଁ ୭୦ ଘଣ୍ଟାରୁ ଅଧିକ ସମୟ ଧରି ଉଦ୍ଧାର କାର‌୍ୟ୍ୟ ଚାଲିଛି। ତେବେ...

ସାହାରା ମୁଖ୍ୟ ସୁବ୍ରତ ରୟଙ୍କ ଦେହାନ୍ତ ପରେ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ଜାଣନ୍ତୁ

ନୂଆଦିଲ୍ଲୀ, ୧୫।୧୧: ସାହାରା ଗ୍ରୁପ୍‌ ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ଅସୁସ୍ଥ ଥିବା ସୁବ୍ରତଙ୍କୁ ରବିବାର ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି...

ପ୍ରଭାବଶାଳୀ ଭାରତୀୟରୁ ଜେଲ୍ ପର୍ଯ୍ୟନ୍ତ, ଜାଣନ୍ତୁ କିପରି ଥିଲା ସୁବ୍ରତ ରୟଙ୍କ ଯାତ୍ରା

ନୂଆଦିଲ୍ଲୀ, ୧୫।୧୧: ସାହାରା ଗ୍ରୁପ୍‌ ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ଅସୁସ୍ଥ ଥିବା ସୁବ୍ରତଙ୍କୁ ରବିବାର ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି...

ସାହାରା ମୁଖ୍ୟ ସୁବ୍ରତ ରୟଙ୍କ ଦେହାନ୍ତ, ୭୫ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ୱାସ

ନୂଆଦିଲ୍ଲୀ, ୧୪।୧୧: ସାହାରା ମୁଖ୍ୟ ସୁବ୍ରତ ରୟଙ୍କ ମଙ୍ଗଳବାର ୭୫ ବର୍ଷ ବୟସରେ ଦେହାନ୍ତ ହୋଇଛି। ମୁମ୍ବାଇର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ସେ ପ୍ରାଣ ତ୍ୟାଗ କରିଛନ୍ତି। ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। ତେବେ...

ବିଜୁଳି ଚୋରି ଅଭିଯୋଗରେ କର୍ଣ୍ଣାଟକ ନେତା କୁମାରସ୍ବାମୀଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ, ୧୪।୧୧: ବିଜୁଳି ଚୋରି କରିବା ଅଭିଯୋଗରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ) ନେତା ଏଚଡି. କୁମାରସ୍ବାମୀଙ୍କ ନାଁରେ ଥାନାରେ ରୁଜୁ ହେଲା ମାମଲା। ଦୀପାବଳିରେ କୁମାରସ୍ବାମୀ ବିଜୁଳି ଚୋରି କରି ତାଙ୍କର ଘରକୁ ଆଲୋକିତ କରିଥିବା ଅଭିଯୋଗ...

ବାଇକରେ ରକେଟ ଲଗାଇ ଷ୍ଟଣ୍ଟ କଲେ ଯୁବକ, ଭିଡିଓ ଭାଇରାଲ…

ଚେନ୍ନାଇ,୧୪।୧୧ : ତିରୁଚିରାପଲ୍ଲୀ ପୋଲିସ ମଙ୍ଗଳବାର ଦିନ ଆଇପିସିର ବିଭିନ୍ନ ବିଭାଗ ଏବଂ ମୋଟର ଯାନ ଅଧିନିୟମ ଅନ୍ତର୍ଗତ ୧୦ ଜଣଙ୍କୁ ମୋଟରସାଇକେଲ ଚଲାଇ ବାଣ ଫୁଟାଉଥିବା ବେଳେ ବିପଜ୍ଜନକ ଷ୍ଟଣ୍ଟ ପ୍ରଦର୍ଶନ କରୁଥିବା ଅଭିଯୋଗରେ ଗିରଫ କରିଛି। ତ୍ରିଚି...

ବଳାତ୍କାର ପୀଡିତା କହିଲେ ମୁଁ ବିବାହ କରି ଖୁସିରେ ରହୁଛି, ଦୋଷୀଙ୍କ ଦଣ୍ଡ କୋହଳ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୧ : ଜଣେ ୧୧ ବର୍ଷର ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ଦଣ୍ଡକୁ ସେ ଜେଲରେ ବିତାଇଥିବା ସମୟକୁ ହ୍ରାସ କରି ସୁପ୍ରିମକୋର୍ଟ ଦଣ୍ଡ କୋହଳ କରିଛନ୍ତି। ଏଥିସହ ସୁପ୍ରିମକୋର୍ଟ ଝିଅର ବିବୃତ୍ତିକୁ ଗ୍ରହଣ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri