ଜାତୀୟ

ମହାରାଷ୍ଟ୍ର-ଝାଡଖଣ୍ଡରେ କିଏ ମାରିବ ବାଜି, ଏକଜିଟ ପୋଲ୍‌ ପୂର୍ବରୁ ବଡ଼ ଓଲଟପାଲଟ!

ନୂଆଦିଲ୍ଲୀ,୨୦।୧୧: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ଶେଷ ପର୍ଯ୍ୟାୟର ମତଦାନ ଜାରି ରହିଛି। ମହାରାଷ୍ଟ୍ରରେ ଯେତେବେଳେ ଲୋକମାନେ ଗୋଟିଏ ପର୍ଯ୍ୟାୟରେ ସମସ୍ତ ୨୮୮ଟି ଆସନରେ ନିଜର ମତଦାନ କରୁଛନ୍ତି, ଏହି ସମୟରେ ଝାଡଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ଭୋଟିଂ ହାଇଛି। ଏଠାରେ ପ୍ରଥମ...

ମହାରାଷ୍ଟ୍ର ନିର୍ବାଚନ: ମତଦାନ ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଅଜିତ ପାଓ୍ବାର ଦେଲେ ବଡ଼ ବୟାନ

ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସେପଟେ, ଏନସିପି ମୁଖ୍ୟ ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ସିଏମ ଚେହେରାକୁ ନେଇ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେଉଁ ବିଧାୟକ ନିର୍ବାଚିତ ହେବେ ସେ...

ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ: ଭୋଟଗ୍ରହଣ ଆରମ୍ଭ

ପୁଣେ,୨୦।୧୨:ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ସକାଳୁ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନେକ ହେଭିଓ୍ବେଟ୍‌ ନେତା ସକାଳୁ ଭୋଟଦାନ କରିଛନ୍ତି। ଏନସିପି (ଏସପି) ସୁପ୍ରିମୋ ଶରଦ ପାୱାର, ଶିବସେନା ନେତା ତଥା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଶିବସେନା (ୟୁବିଟି)...

‘ଏଲ୍‌ଆଇସି ଓ୍ବେବ୍‌ସାଇଟ୍‌ରେ ହିନ୍ଦୀ ବ୍ୟବହାର ଭାଷାଗତ ସ୍ବେଚ୍ଛାଚାରିତା’

ଚେନ୍ନାଇ,୨୦ା୧୧(ପି.ଟି.):ଭାରତର ଜୀବନ ବୀମା ନିଗମ (ଏଲ୍‌ଆଇସି) ଓ୍ବେବ୍‌ସାଇଟ୍‌ରେ ହିନ୍ଦୀ ଭାଷା ବ୍ୟବହାରକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ମଙ୍ଗଳବାର କଡ଼ା ସମାଲୋଚନା କରିଛନ୍ତି। ଏହା କେନ୍ଦ୍ରର ଭାଷାଗତ ସ୍ବେଚ୍ଛାଚାରିତା ବୋଲି ଷ୍ଟାଲିନ୍‌ କହିବା ସହ ଜବରଦସ୍ତ ହିନ୍ଦୀ ଭାଷାକୁ ଲଦିଦେବା...

ବାନ୍ଧବୀ ପାଇଁ ୩୦୦ କି.ମି. ଗଲା ବାଘ

ହାଇଦ୍ରାବାଦ,୨୦ା୧୧:ଏକ ବାଘୁଣୀର ସନ୍ଧାନରେ ମହାରାଷ୍ଟ୍ରର ଟିପେଶ୍ୱର ବନ୍ୟପ୍ରାଣୀ ଅଭୟାରଣ୍ୟରେ ରହୁଥିବା ବାଘ ‘ଜନି’ ୩୦୦ କିଲୋମିଟର ଅତିକ୍ରମ କରି ତେଲଙ୍ଗାନାର ନିର୍ମଳ ଜିଲାସ୍ଥିତ କଓ୍ବଲ ଟାଇଗର ରିଜର୍ଭ ନିକଟରେ ପହଞ୍ଚିଛି। ନିଜର ଏହି ଯାତ୍ରାରେ ଜନି ବିଭିନ୍ନ ଜଙ୍ଗଲ ଏବଂ...

ସିସିଆଇ ନିଷ୍ପତ୍ତି ବିରୋଧରେ ଅପିଲ୍‌ କରିବ ମେଟା

ନୂଆଦିଲ୍ଲୀ, ୨୦।୧୧: ଭାରତ ସରକାର ଓ ଆମେରିକୀୟ ଟେକ୍ନୋଲୋଜି କମ୍ପାନୀ ମେଟା ମଧ୍ୟରେ ପୁଣି ଥରେ ବିବାଦ ଆରମ୍ଭ ହୋଇଛି। ସୋମବାର ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ରେ ଡେଟା ଶେୟାରିଂକୁ ନେଇ ଭାରତ ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଅଧୀନ...

ବିଷାକ୍ତ କୁହୁଡ଼ିରେ ଦିଲ୍ଲୀ ଅଣନିଃଶ୍ୱାସୀ

ନୂଆଦିଲ୍ଲୀ ,୨୦ା୧୧: ଦିଲ୍ଲୀକୁ କ୍ରମାଗତ ୩ ଦିନ ହେଲା ବିଷାକ୍ତ ଧୂମକୁହୁଡ଼ିର ଘନ ଅସ୍ତରଣ ଘୋଡ଼ାଇ ରଖିଥିବାରୁ ଜନସାଧାରଣ ଅଣନିଃଶ୍ୱାସୀ ହୋଇପଡ଼ିଲେଣି। ପ୍ରଦୂଷଣ ଅତ୍ୟନ୍ତ ସାଂଘାତିକ ହୋଇଥିବାବେଳେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୮୮ ରହିଛି। କେତେକ ସ୍ଥାନରେ ଏହା...

ମଣିପୁର ସ୍ଥିତି ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

ନୂଆଦିଲ୍ଲୀ ,୧୯ା୧୧: ମଣିପୁରରେ ସ୍ଥିତି ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖି ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିଛନ୍ତି। ସେ କହିଛନ୍ତି, ମଣିପୁରରେ...

ଦ୍ରୁତ ଗତିରେ ବଢି ଚାଲିଛି ଇ-କମର୍ସ କମ୍ପାନୀଙ୍କ ତେଜରାତି ବ୍ୟବସାୟ, ମୁଣ୍ଡରେ ହାତ ଦେଲେଣି ଖୁଚୁରା ଦୋକାନୀ

ନୂଆଦିଲ୍ଲୀ,୧୯।୧୧: ଖାଉଟି କ୍ରେତାଙ୍କୁ ବଡ଼ ମାତ୍ରାରେ ରିହାତି ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି ଇ-କମର୍ସ କମ୍ପାନୀ। ପାର୍ବଣ ସମୟରେ ଏହା ଆହୁରି ଅଧିକ ରହୁଛି। କେବଳ ଏତିକି ନୁହେଁ ଅର୍ଡର କଲେ ଏଣିକି ୧୦ ମିନିଟରେ ଆସି ଘର...

ବିଗୁଡୁଛି ଦିଲ୍ଲୀର ସ୍ଥିତି

ଦିନକୁ ଦିନ ବିଗିଡ଼ିବାରେ ଲାଗିଛି ଦିଲ୍ଲୀର ବାୟୁପ୍ରଦୁଷଣ । ସାଙ୍ଘାତିକ ହେବାରେ ଲାଗିଛି ସ୍ଥିତି । ଆଜି ଦିଲ୍ଲୀର ଅନେକ ସ୍ଥାନରେ ୫୦୦ ପାର ହୋଇସାରିଲାଣି ଏକୁ୍ୟଆଇ । ସ୍ଥିତିକୁ ନଜରରେ ରଖି ନୋଏଡା ଓ ଗୁରୁଗ୍ରାମରେ ଅନ୍ଲାଇନ୍ କ୍ଲାସ...

ଭାଜପା ନେତା ଟଙ୍କା ବାଣ୍ଟିବା ନେଇ ଏତଲା: ନିର୍ବାଚନର ଦିନକ ପୂର୍ବରୁ ମହାରାଷ୍ଟ୍ରରେ ହାଇଡ୍ରାମା

ମୁମ୍ବାଇ,୧୯ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଦିନକ ପୂର୍ବରୁ ହାଇଡ୍ରାମା ଦେଖିବାକୁ ମିଳିଛି। ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ବିନୋଦ ତାଓ୍ବଡେ ପାଲ୍‌ଘର ଜିଲାର ଭିରାରସ୍ଥିତ ଏକ ହୋଟେଲରେ ଭୋଟରମାନଙ୍କୁ ଟଙ୍କା ବାଣ୍ଟୁଥିବା ଅଭିଯୋଗ ହୋଇଛି। ତାଓ୍ବଡେଙ୍କ ଉପସ୍ଥିତିରେ ନାଲାସୋପରାର...

ଟେନଶନରେ ଭାରତ, ଆମେରିକା ସହ ହେବାକୁ ଯାଉଛି ବଡ଼ ଯୁଦ୍ଧ!

ନୂଆଦିଲ୍ଲୀ,୧୯।୧୧:ଡୋନାଲ୍ଡ ଟ୍ରମ୍ପଙ୍କ ଆଗମନ ପରେ ଭାରତ ସହ ସମ୍ପର୍କକୁ ନେଇ ଅନେକ ପ୍ରକାରର କଳ୍ପନାଜଳ୍ପନା କରାଯାଉଛି। ବର୍ତ୍ତମାନ ଆନ୍ତର୍ଜାତୀୟ ବଜାରରେ ଆସୁୁଥିବା ଖବର ହେଉଛି ଆମେରିକା କିମ୍ବା ଟ୍ରମ୍ପ ପ୍ରଶାସନ ଭାରତର ରପ୍ତାନି ଉପରେ ୧୦ ପ୍ରତିଶତ ଟ୍ୟାକ୍ସ ଲାଗୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri