ଜାତୀୟ

କଂଗ୍ରେସର ଅର୍ଥ ଦୁର୍ନୀତି-କମିଶନ-ସାମ୍ପ୍ରଦାୟିକ ଦଙ୍ଗା: ଶାହା…

ଭୋପାଳ,୪।୧୧ : ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ ଏକ ସାଧାରଣ ସଭାକୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରିଛନ୍ତି। ତାଙ୍କ ଭାଷଣରେ ସେ କଂଗ୍ରେସ ପାର୍ଟିକୁ କଡ଼ା ସମାଲୋଚନା କରିବା ସହ ଦୁର୍ନୀତି, କମିଶନ, ସାମ୍ପ୍ରଦାୟିକ ଦଙ୍ଗା...

ଇଣ୍ଡିଆ ମେଣ୍ଟ କଳି ପଦାରେ ପଡ଼ିଲା, ସିପିଆଇଏମ-ଟିଏମସି ମୁହାଁମୁହିଁ…

କୋଲକାତା,୪।୧୧ : ଭାରତରେ ହେବାକୁ ଥିବା ଲୋକସଭା ନିର୍ବାଚନରେଭାଜପାକୁ ଚ୍ୟାଲେଞ୍ଜ କରିବା ପାଇଁ ଗଠିତ ବିରୋଧୀ ମେଣ୍ଟ ଇଣ୍ଡିଆରେ ମତଭେଦର ଜାରି ରହିଛି। ସହଯୋଗୀ ଦଳଗୁଡିକ ଜାତୀୟ ନିର୍ବାଚନରେ ଏକାଠି ଲଢ଼ିବାକୁ ଇଚ୍ଛା ପ୍ରକାଶ କରୁଥିବାବେଳେ ଆଭ୍ୟନ୍ତରୀଣ ସ୍ତରରେ ବିବାଦ...

ଛତିଶଗଡ଼ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହତ୍ୟା କଲେ ମାଓବାଦୀ

ରାୟପୁର,୪।୧୧: ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ମତଦାନ ପୂର୍ବରୁ ନିର୍ବାଚନୀ ପ୍ରଚାର କରୁଥିବା ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ରତନ ଦୁବେ ଭାଜପା ନାରାୟଣପୁର ଜିଲାର ଉପାଧ୍ୟକ୍ଷ ଥିଲେ। ପୋଲିସ ପକ୍ଷରୁ ଏହି ହତ୍ୟାକାଣ୍ଡ ବିଷୟରେ ସୂଚନା...

ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅଣଦେଖା, ପୁଣି ଚାଲିଲା କ୍ଷମତା ଲଢ଼େଇ…

ବେଙ୍ଗାଲୁରୁ,୪।୧୧ : ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ମହାସଚିବ ରଣଦୀପ ସୁରଜେୱାଲା ଦଳର ବିଧାୟକ, ନେତା ଓ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଇଛନ୍ତି କର୍ନାଟକରେ କ୍ୟାବିନେଟ ପୁନର୍ଗଠନ ଏବଂ ନେତୃତ୍ୱ ପରିବର୍ତ୍ତନ ଭଳି ପ୍ରସଙ୍ଗରେ ଜନସାଧାରଣଙ୍କୁ ମତାମତ ନ ଦିଅନ୍ତୁ,...

ଇସ୍ରୋ ଅଧ୍ୟକ୍ଷ ହେବାକୁ ବାଧା ଦେଇଥିଲେ ସିଭନ, ଅଭିଯୋଗ ଆଣିଲେ ସୋମନାଥ…

ହାଇଦ୍ରାବାଦ,୪।୧୧ : ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ର ଅଧ୍ୟକ୍ଷ ଏସ ସୋମନାଥଙ୍କ ଦ୍ୱାରା ପ୍ରକାଶିତ ଏକ ଅଭିଯୋଗ ଆଲୋଡ଼ନ ସୃଷ୍ଟି କରିଛି। ସେ ତାଙ୍କ ପୁସ୍ତକରେ ପ୍ରକାଶ କରିଛନ୍ତି ଇସ୍ରୋର ପୂର୍ବତନ ମୁଖ୍ୟ କେ. ସିଭନ ତାଙ୍କୁ...

ରନଓ୍ବେରେ ଚେତକ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ…

କୋଚି,୪।୧୧: ଶନିବାର କେରଳର କୋଚିସ୍ଥିତ ନାଭାଲ ଏୟାର ଷ୍ଟେଶନ ଆଇଏନଏସ ଗରୁଡର ରନୱେରେ ଏକ ଚେତକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ନିୟମିତ ଟ୍ରେନିଂ ଡ୍ରିଲ ସମୟରେ ଏହି ଦୁର୍ଘଟଣା ଘଟିଛି। ସୂତ୍ରରୁ ପ୍ରକାଶ ଦୁର୍ଘଟଣା ସମୟରେ ହେଲିକପ୍ଟରରେ...

୮୦ କୋଟି ଲୋକଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ, ୫ ବର୍ଷ ଯାଏ ମିଳିବ ମାଗଣା ରାଶନ

ନୂଆଦିଲ୍ଲୀ,୪/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଦେଶର କୋଟି କୋଟି ଗରିବ ଲୋକଙ୍କୁ ଦୀପାବଳି ଉପହାର ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ମାଗଣା ରାଶନ ଯୋଜନା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ଘୋଷଣା...

ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ,୪।୧୧: ଦିଲ୍ଲୀ-ଏନସିଆର, ଉତ୍ତର ପ୍ରଦେଶ ଏବଂ ବିହାର ସମେତ ଉତ୍ତର ଭାରତରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ପ୍ରାୟ ୨୦ସେକେଣ୍ଡ ପାଇଁ ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ନେପାଳ ବୋଲି...

ଓଭରହେଡ୍‌ ତାରରେ ନିଆଁ: ଦୁର୍ଘଟଣାରୁ ବର୍ତ୍ତିଲା ପୁରୀ-ଜୟନଗର ଏକ୍ସପ୍ରେସ୍‌

ପାଟନା,୪ା୧୧: ପୁରୀ-ଜୟନଗର ସାପ୍ତାହିକ ଏକ୍ସପ୍ରେସ୍‌ର ଯାତ୍ରୀମାନେ ଶୁକ୍ରବାର ସକାଳେ ଏକ ଅଗ୍ନି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପାଟନା-ହାଓଡ଼ା ମୁଖ୍ୟ ରେଳ ଲାଇନର ସିମୁଲତାଲା ଓ ଗୋର୍ପାରନ ରେଳଷ୍ଟେଶନ ମଧ୍ୟରେ ଟ୍ରେନ୍‌ଟି ଯାଉଥିବାବେଳେ ଓଭରହେଡ୍‌ ତାରରେ ନିଆଁ ଲାଗିଯାଇଥିଲା। ଟ୍ରେନ୍‌ର ବେଗ...

ତେଲଙ୍ଗାନାରେ ଲଢ଼ିବେନି ଶର୍ମିଲା

ହାଇଦ୍ରାବାଦ,୪ା୧୧ : ଅବିଭକ୍ତ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ରାଜଶେଖର ରେଡ୍ଡୀଙ୍କ ଝିଅ ତଥା ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟିର ଅଧ୍ୟକ୍ଷା ଓ୍ବାଇ.ଏସ୍‌. ଶର୍ମିଲା ନଭେମ୍ବର ୩୦ରେ ହେବାକୁ ଥିବା ତେଲଙ୍ଗାନା ବିଧାନସଭା ନିର୍ବାଚନ ଲଢ଼ିବେ ନାହିଁ। ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ...

ସୁପ୍ରିମକୋର୍ଟ ‘ତାରିଖ ପେ ତାରିଖ’ କୋର୍ଟ ନୁହେଁ

ନୂଆଦିଲ୍ଲୀ,୪ା୧୧: ସୁପ୍ରିମକୋର୍ଟରେ ବିଚାରାଧୀନ ସଦ୍ୟ ପ୍ରସଙ୍ଗଗୁଡ଼ିକର ଶୁଣାଣି ପାଇଁ ଆଉ ଅଧିକ ସମୟ ନ ମାଗିବାକୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶୁକ୍ରବାର ଓକିଲମାନଙ୍କୁ ପରାମର୍ଶ ଦେଇଛନ୍ତି। ହିନ୍ଦୀ ଫିଲ୍ମ ‘ଦାମିନୀ’ରେ ଅଭିନେତା ସନ୍ନି ଦେଓଲଙ୍କ ଡାଇଲଗ୍‌କୁ...

ନେପାଳରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ, ତିବ୍ରତା ୬.୪

ନୂଆଦିଲ୍ଲୀ, ୩। ୧୧: ନେପାଳରେ ଶୁକ୍ରବାର ରାତି ୧୧.୩୨ରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏହାର ପ୍ରଭାବରେ ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ କମ୍ପନ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୬.୪ ଥିବାବେଳେ ଗଭୀରତା ୧୦କିମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri