ଜାତୀୟ

ସୀମା ହାଇଦରଙ୍କୁ ପ୍ରଥମଥର ୟୁଟ୍ୟୁବରୁ ମିଳିଲା ଟଙ୍କା: ଏହି କାର୍ଯ୍ୟରେ କଲେ ବିନିଯୋଗ

ଲକ୍ଷ୍ନୌ,୨।୧୧: ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦରଙ୍କୁ ପ୍ରଥମ ରୋଜଗାର ଟଙ୍କା ମିଳିଛି। ସେ ଏହି ଟଙ୍କା ୟୁଟ୍ୟୁବରୁ ପାଇଛନ୍ତି। ପ୍ରଥମଥର ରୋଜଗାର ଟଙ୍କା ପାଇବା ପରେ ସୀମା ବହୁତ ଖୁସି ଅଛନ୍ତି। ବିଶେଷ କଥା ହେଉଛି କରବାଚୌଥର କିଛି...

ପାଠପଢ଼ା ବନ୍ଦ, ୨୨ ଲକ୍ଷରୁ ଅଧିକ ପିଲାଙ୍କର ସ୍କୁଲରୁ କଟିଲା ନାମ, ୭୫ ପ୍ରତିଶତରୁ କମ ଉପସ୍ଥାନ ଥିଲେ ମିଳିବନି ବୋର୍ଡ ପରୀକ୍ଷା ଆଡମିଟ କାର୍ଡ…

ପାଟନା,୨।୧୧ : ଶିକ୍ଷା ବିଭାଗର କଠୋର ପ୍ରଭାବ ବର୍ତ୍ତମାନ ବିହାରରେ ଦେଖିବାକୁ ମିଳିଛି। ବିଦ୍ୟାଳୟ ଆସୁ ନ ଥିବା ଛାତ୍ରୀଛାତ୍ରଙ୍କ ବିରୋଧରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ କେ.କେ ପାଠକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏକାସାଙ୍ଗରେ ଦୁଇଟି ସ୍ଥାନରେ ନାମଲେଖା...

ନିଃସ୍ବାର୍ଥପର ମନୋଭାବ ଥିଲେ ସରୋଗେସିକୁ ଦିଆଯିବ ଅନୁମତି, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ଥିରୁଭାନନ୍ତପୁରମ,୨।୧୧ : ନିଃସ୍ବାର୍ଥପର ଏବଂ ଆର୍ଥିକ ଲାଭ ନ ଥିବା କ୍ଷେତ୍ରରେ ସରୋଗେସି ପାଇଁ ଅନୁମତି ପ୍ରଦାନ କରାଯାଇ ପାରିବ ବୋଲି କେରଳ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏନେଇ ସରୋଗେସି ମା’ଙ୍କୁ ପଚରାଉଚରା କରିବାକୁ କୋର୍ଟ...

ମୋ ସ୍ବାମୀଙ୍କୁ ୧୫ ଦିନ ପାଇଁ ଛାଡ଼ନ୍ତୁ, ମୁଁ ମା’ହେବାକୁ ଚାହୁଁଛି: ହାଇକୋର୍ଟରେ ଗୁହାରି କଲେ ମହିଳା

ଭୋପାଳ,୨।୧୦: ମଧ୍ୟପ୍ରଦେଶ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ଏଥିରେ ଜଣେ ମହିଳା ମା’ ହେବାକୁ ଚାହୁଁଥିବାରୁ ତାଙ୍କ ସ୍ବାମୀଙ୍କୁ ଜେଲରୁ ମୁକ୍ତ କରିବାକୁ ଗୁହାରି କରିଛନ୍ତି। ବର୍ତ୍ତମାନ ଏହି ମାମଲାରେ ହାଇକୋର୍ଟ ମହିଳାଙ୍କ ଡାକ୍ତରୀ ପରୀକ୍ଷା ପାଇଁ ନିର୍ଦ୍ଦେଶ...

ଆମେଠିରୁ ହାରିବା ପାଇଁ ଟଙ୍କା ନେଇଥିଲେ ରାହୁଲ!

ନୂଆଦିଲ୍ଲୀ,୨।୧୧: ଅଲ ଇଣ୍ଡିଆ ମଜଲିସ-ଇ-ଇନ୍ତେହାଦୁଲ ମୁସଲିମ(ଏଆଇଏମଆଇଏମ) ସଭାପତି ଅସଦୁଦ୍ଦିନ ଓଓ୍ବେସି କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ଅଭିଯୋଗକୁ ଟାର୍ଗେଟ କରିଛନ୍ତି। ଏଆଇଏମଆଇଏମ ଭାଜପା ଠାରୁ ଟଙ୍କା ନେଉଥିବା ରାହୁଲ ଅଭିଯୋଗ କରିଥିଲେ। ଏହାକୁ ନେଇ ପ୍ରତି ଆକ୍ରମଣ କରିଛନ୍ତି ଓଓ୍ବେସି।...

ଡାଇବେଟିସକୁ ଆଉ ଭୟ ନାହିଁ, ବଜାରରେ ମିଳିବ ଇନସୁଲିନ ଓରାଲ ସ୍ପ୍ରେ…

ହାଇଦ୍ରାବାଦ,୨।୧୧ : ଡାଇବେଟିସ ସମସ୍ୟାରେ ପୀଡିତ ଲୋକେ ଏବେ ଆଉ ଇନସୁଲିନ ଇଞ୍ଜେକଶନ ନେବାକୁ ଭୟ କରିବାର ଆବଶ୍ୟକତା ନାହିଁ। ଖୁବ ଶୀଘ୍ର ବଜାରରେ ଇନସୁଲିନ ସ୍ପ୍ରେ ବିକ୍ରି ହେବାକୁ ଯାଉଛି। ଆସନ୍ତା ଦୁଇ-ତିନି ବର୍ଷ ମଧ୍ୟରେ ଇନସୁଲିନ ସ୍ପ୍ରେ...

ଦୁଇଟି ଗାଡି ମଧ୍ୟରେ ଚାପି ହୋଇଗଲା କାର୍‌: ଚାଲିଗଲା ୬ ଜୀବନ

ଚଣ୍ଡିଗଡ,୨।୧୧: ପଞ୍ଜାବର ସୁନାମ ଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତେ ଏକ କାରରେ ଯାତ୍ରା କରୁଥିଲେ ଏବଂ ମଲେରକୋଟଲା ଠାରୁ ସୁନାମକୁ ଫେରୁଥିଲେ।...

ବୋହୂ ଶ୍ୱଶୁର ରହୁଥିବା ଘରେ ଲଗାଇଲେ ନିଆଁ, ସ୍ବାମୀ କଲେ ଭିଡିଓ ଶୁଟିଂ, ଦେଖନ୍ତୁ ଭାଇରାଲ ଭିଡିଓ…

ମୁମ୍ବାଇ,୨।୧୧ : ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଜଣେ ମହିଳା ଜାଣିଶୁଣି ଘରେ ନିଆଁ ଲଗାଇବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳୁଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ...

ଆମ କଥା ପୁଣିଥରେ କରନ୍ତୁ ବିଚାର, ସମଲିଙ୍ଗୀ ବିବାହ ରିଭ୍ୟୁ ପିଟିଶନ ସୁପ୍ରିମ୍‌କୋର୍ଟରେ ଦାଖଲ…

ନୂଆଦିଲ୍ଲୀ,୨।୧୧ : ସମଲିଙ୍ଗୀ ବିବାହ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଏକ ସମୀକ୍ଷା ଆବେଦନ (ରିଭ୍ୟୁ ପିଟିଶନ) କରାଯାଇଛି। ଅକ୍ଟୋବର ୧୭ରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ନଭେମ୍ବର ୧ ରେ ଏହି ଆବେଦନ କରାଯାଇଥିଲା ଯେଉଁଥିରେ ସମଲିଙ୍ଗୀ...

୮୯ ଆଶାୟୀ ହେଲେ ପ୍ରଶାସନିକ ଅଧିକାରୀ, କମ ମାର୍କ ଯୋଗୁ ୨୦୨୨ ସଂରକ୍ଷିତ ତାଲିକାରେ ଥିଲେ…

ନୂଆଦିଲ୍ଲୀ,୨।୧୧ : ବିଭିନ୍ନ ନାଗରିକ ସେବାରେ ନିଯୁକ୍ତି ପାଇଁ ୟୁନିଅନ ପବ୍ଲିକ ସର୍ଭିସ କମିଶନ ୮୯ ଜଣ ଆଶାୟୀ ପ୍ରାର୍ଥୀଙ୍କ ନାମ ସୁପାରିଶ କରିଛନ୍ତି। ଚଳିତ ବର୍ଷ ମେ ମାସରେ, ଆୟୋଗ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଫଳାଫଳ ଘୋଷଣା...

ଇଡିର ସମନକୁ ‘ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ’ କହିଲେ କେଜ୍‌ରିଓ୍ବାଲ, ଭାଜପାର ଅନୁରୋଧ କ୍ରମେ…

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ପଚରାଉଚରା ଲାଗି ହାଜର ହେବାକୁ ସମନ କରାଯାଇଛି। ୬ ମାସ ପୂର୍ବେ ସିବିଆଇ ଏହି ମାମଲାରେ କେଜ୍‌ରିଓ୍ବାଲଙ୍କୁ ପ୍ରାୟ ୯ ଘଣ୍ଟା ଧରି...

କେଜ୍‌ରିଓ୍ବାଲ ହାଜର ହେବା ପୂର୍ବରୁ ମନ୍ତ୍ରୀ ରାଜକୁମାରଙ୍କ ଘରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୧୧: ଗୋଟିଏ ପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ଅପରପକ୍ଷେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି। ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri