ଜାତୀୟ

ଏଲପିଜି ସିଲିଣ୍ଡର ମିଳିବ ୪୭୪ ଟଙ୍କାରେ, ମୁଖ୍ୟମନ୍ତ୍ରୀ କଲେ ଘୋଷଣା…

ରାୟପୁର,୩୧।୧୦ : ଛତିଶଗଡ ବିଧାନସଭା ନିର୍ବାଚନ ନେଇ କଂଗ୍ରେସ କ୍ରମାଗତ ଭାବରେ ବିଭିନ୍ନ ଘୋଷଣା କରୁଛି। ନିର୍ବାଚନ ବୈଠକରେ ଏପର୍ଯ୍ୟନ୍ତ ୧୭ ଟି ଘୋଷଣା କରିଛନ୍ତି। ଆଜି ଟୁଇଟ କରି ଦଳ ପକ୍ଷରୁ ଶସ୍ତା ଗ୍ୟାସ ସିଲିଣ୍ଡର ଦେବା ବିଷୟରେ...

ଆତଙ୍କବାଦୀଙ୍କ ଆକ୍ରମଣରେ ପୁଣି ଜଣେ ଯବାନ ମୃତ

ଶ୍ରୀନଗର,୩୧।୧୦: ଆତଙ୍କବାଦୀଙ୍କ ଗୁଳିରେ ନିହତ ହୋଇଛନ୍ତି ଆଉଜଣେ ଯବାନ। ଜମ୍ମୁ କଶ୍ମୀରର ବରମୁଲ୍ଲା ଜିଲାରେ ଗୁଲାମ ମହମ୍ମଦ ଦାର ନାମକ ଯବାନଙ୍କୁ ତାଙ୍କ ଘରେ ପଶି ଗୁଳି କରିଛନ୍ତି ଆତଙ୍କବାଦୀ। ଗୁଳିମାଡରେ ଗୁଲାମ ଗୁରୁତର ଭାବେ ଆହତ ହୋଇଥିବାବେଳେ ତାଙ୍କୁ...

୨୦୨୧ ମସିହାରେ ସଡ଼କ ଦୁର୍ଘଟଣା ନେଇଛି ଦେଢ଼ ଲକ୍ଷ ଲୋକଙ୍କ ଜୀବନ…

ନୂଆଦିଲ୍ଲୀ,୩୧।୧୦ : ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ୨୦୨୧ ମସିହାରେ ଭାରତରେ ମୋଟ ୪୬୧,୩୧୨ ସଡକ ଦୁର୍ଘଟଣା ଘଟି ୧୬୮,୪୯୧ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୪୪୩,୩୬୬ ଜଣ ଆହତ ହୋଇଥିଲେ।...

ନିର୍ବାଚନୀ ରାଲି ପାଇଁ ମିଳୁନାହାନ୍ତି ଲୋକ, ଚିନ୍ତାରେ ନେତା

ନୂଆଦିଲ୍ଲୀ,୩୧।୧୦: ଆରମ୍ଭ ହେଲାଣି ନିର୍ବାଚନୀ ଋତୁ। ଏହି କ୍ରମରେ ମୋଟ ୫ଟି ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହିସବୁ ରାଜ୍ୟଗୁଡିକ ହେଲା ଛତିଶଗଡ, ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲଙ୍ଗାନା ଓ ମିଜୋରାମ। ହେଲେ ନିର୍ବାଚନ ରାଲି ଓ ପ୍ରଚାରକୁ ନେଇ...

ଆସୁଛି ଦୀପାବଳି; ମିଠା ତିଆରିରେ କ୍ଷତିକାରକ ସାମଗ୍ରୀ ବ୍ୟବହାର ରୋକିବାକୁ ସର୍ଭିଲାନ୍ସ ବଢାଇବ FSSAI

ନୂଆଦିଲ୍ଲୀ: ଆଗକୁ ଦୀପାବଳି ଆସୁଥିବା ବେଳେ ମିଠା ବିକ୍ରିରେ ବୃଦ୍ଧି ଦେଖିବାକୁ ମିଳିପାରେ। ଏହାର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଅଧିକ ଲାଭ ପାଇଁ ଶସ୍ତା ଅସ୍ୱାସ୍ଥ୍ୟକର ସାମଗ୍ରୀର ମିଶ୍ରଣ କରିପାରନ୍ତି। ଏଥିରେ ରୋକ ଲଗାଇବା ପାଇଁ ଭାରତୀୟ ଖାଦ୍ୟ...

ଖୁବ୍‌ ଶୀଘ୍ର ହେମନ୍ତ, ତେଜସ୍ବୀ, ବିଜୟନ , ଷ୍ଟାଲିନଙ୍କୁ ଗିରଫ କରାଯିବ: ଆତିଶି…

ନୂଆଦିଲ୍ଲୀ,୩୧।୧୦ : ଦିଲ୍ଲୀ ଏଏପି ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଆତିଶି ମାର୍ଲେନା କହିଛନ୍ତି, ଭାଜପାର ନିର୍ଦ୍ଦେଶରେ ପ୍ରଥମେ ନେଭେମ୍ବର ୨ରେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଗିରଫ କରାଯିବ। ପରବର୍ତ୍ତୀ ସମୟରେ ସେମାନେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଟାର୍ଗେଟ କରିବେ କାରଣ...

ସାରା ଅବଦୁଲ୍ଲାଙ୍କୁ ଛାଡ଼ପତ୍ର ଦେଇଛନ୍ତି ସଚିନ ପାଇଲଟ, ନିର୍ବାଚନ ପୂର୍ବରୁ ଆସିଲା ବଡ ଖବର

ନୂଆଦିଲ୍ଲୀ,୩୧/୧୦: କଂଗ୍ରେସ ନେତା ସଚିନ ପାଇଲଟ ସ୍ତ୍ରୀ ସାରା ଅବଦୁଲ୍ଲାଙ୍କୁ ଛାଡପତ୍ର ଦେଇଥିବା ଖବର ସାମ୍ନାକୁ ଆସିଛି। ବିଧାନସଭା ନିର୍ବାଚନ ପାଇଁ ସଚିନ ଦାଖଲ କରିଥିବା ନାମାଙ୍କନ ପତ୍ରରୁ ଏହି ଖବର ଜଣା ପଡିଛି। ସାରା ଅବଦୁଲ୍ଲା ଜାମୁ-କଶ୍ମୀର ପୂର୍ବତନ...

୨ ନଭେମ୍ବରରେ ଗିରଫ ହେବେ କେଜରିଓ୍ବାଲ: ଏଏପି…

ନୂଆଦିଲ୍ଲୀ,୩୧।୧୦ : ମଙ୍ଗଳବାର ଆମ ଆଦମୀ ପାର୍ଟି(ଏଏପି )ଦାବି କରିଛି ମଦ ଦୁର୍ନୀତି ମାମଲାର ମନି ଲଣ୍ଡରିଂ ମାମଲାରେ ପଚରାଉଚରା କରିବା ପରେ ନଭେମ୍ବର ୨ ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିବାର ଆଶଙ୍କା ରହିଛି। ଦିଲ୍ଲୀର...

୫୨ ଦିନ ପରେ ଜେଲରୁ ବାହାରିଲେ ଚନ୍ଦ୍ରାବାବୁ…

ହାଇଦ୍ରାବାଦ,୩୧।୧୦ : କୌଶଳ ବିକାଶ ସ୍କାମ ମାମଲାରେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ ଚନ୍ଦ୍ରାବାବୁ ନାଇଡୁ ମଙ୍ଗଳବାର ହାଇକୋର୍ଟରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଛନ୍ତି। ସେ ଜେଲରୁ ବାହାରିବା ମାତ୍ରେ ସେ କହିଛନ୍ତି ମୁଁ ଲୋକଙ୍କ ଏହି...

ନଭେମ୍ବର ପହିଲାରୁ ଲାଗୁ ହେବାକୁ ଯାଉଛି ଟଙ୍କା ସହ ଜଡ଼ିତ ୬ ବଡ଼ ପରିବର୍ତ୍ତନ, ପକେଟ ଉପରେ ପଡ଼ିବ ପ୍ରଭାବ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୩୧।୧୦: ସାଧାରଣତଃ ପ୍ରତି ମାସ ପହିଲାରେ ଟଙ୍କା ସହ ଜଡ଼ିତ କିଛି ନୂଆ ପରିବର୍ତ୍ତନ ଲାଗୁ ହୋଇଥାଏ। ବୁଧବାରଠାରୁ ନଭେମ୍ବର ମାସ ଆରମ୍ଭ ହେଉଥିବାରୁ କିଛି ପ୍ରମୁଖ ପରିବର୍ତ୍ତନ ହେବାକୁ ଯାଉଛି। ଏହାର ପ୍ରଭାବ ଆପଣଙ୍କ ପର୍ସଠାରୁ ଆରମ୍ଭ କରି...

ସ୍ତ୍ରୀ ଶାରୀରିକ ସମ୍ପର୍କ ପାଇଁ ମନା କରିବା ମାମଲାରେ ଛାଡପତ୍ର ହୋଇପାରିବ ନାହିଁ: ହାଇକୋର୍ଟ…

ନୂଆଦିଲ୍ଲୀ,୩୧।୧୦: କରୋନା ଅବଧି ପରଠାରୁ ଦେଶରେ ଛାଡପତ୍ର ଏବଂ ଘରୋଇ ହିଂସା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ପ୍ରତିଦିନ ଏଭଳି ମାମଲା ଦେଶର ବିଭିନ୍ନ କୋର୍ଟରେ ପଞ୍ଜୀକୃତ ହେଉଛି। ଏକ ଛାଡପତ୍ର ମାମଲାରେ ଦିଲ୍ଲୀ ହାଇକୋର୍ଟ ଶୁଣାଣି କରି...

ରାଜ୍ୟର ମହିଳାଙ୍କୁ ଦିଆଯିବ ଦୁଇଟି ମାଗଣା ଏଲ୍‌ପିଜି ସିଲିଣ୍ଡର, ଦୀପାବଳିଠାରୁ ଶୁଭାରମ୍ଭ…

ଲକ୍ଷ୍ନୌ,୩୧।୧୦: ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବର୍ଷକୁ ଦୁଇଟି ଲେଖାଏ ମାଗଣା ଏଲ୍‌ପିଜି ଗ୍ୟାସ ସିଲିଣ୍ଡର ଦେବା ଉପରେ ମଙ୍ଗଳବାର ଯୋଗୀ କ୍ୟାବିନେଟ ମୋହର ମାରିଛନ୍ତି। ତେବେ ଭାଜପା ଗତ ନିର୍ବାଚନ ସମୟରେ ଦଳର ଘୋଷଣାପତ୍ରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri