ଜାତୀୟ

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ ରାଜନୈତିକ ଆଲୋଚନା ଜୋରଦାର ହୋଇଥିବା ବେଳେ ଦୁଇଜଣଙ୍କ ମଧ୍ୟରେ କୌଣସି ପ୍ରକାର ମାମଲା...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର ହୋଇଥାଏ। ଚାରି ମାସ ପୂର୍ବରୁ ଟିକେଟ ୱିଣ୍ଡୋ ଖୋଲିବା ମାତ୍ରେ ଟ୍ରେନ ସିଟ...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ...

ବିମାନ ପରେ ଏବେ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ତିରୁପତି,୨୮।୧୦: ତିରୁପତିସ୍ଥିତ ଇସ୍କନ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ରବିବାର ଇମେଲ ମାଧ୍ୟମରେ ଏହି ଧମକ ଗ୍ରହଣ କରାଯାଇଥିଲା। ମନ୍ଦିର ପ୍ରଶାସନ ପୋଲିସ ନିକଟରେ ଏ ନେଇ ଅଭିଯୋଗ କରିଛି। ଅଭିଯୋଗରେ ଦର୍ଶାଯାଇଛି ଯେ ଆଇଏସଆଇଏସ ଆତଙ୍କବାଦୀମାନେ...

ପପୁ ଯାଦବଙ୍କୁ ହତ୍ୟା ଧମକ

ପାଟନା,୨୮।୧୦: ବିହାର ପୁର୍ନିଆର ସ୍ବାଧିନ ଏମପି ପପୁ ଯାଦବଙ୍କୁ ହତ୍ୟା ଧମକ ଦିଆଯାଇଛି। ଏମପି ଏହାର ଅଡିଓ ରେକର୍ଡିଂ ମଧ୍ୟ ପ୍ରକାଶ କରିଛନ୍ତି। କୁହାଯାଉଛି ଯେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର କର୍ମୀଙ୍କ ଦ୍ୱାରା ଏମପିଙ୍କୁ ଏମିତି ଧମକ ଦିଆଯାଇଛି। ପପୁ...

‘ହିଜାବ ନ ପିନ୍ଧିବାରୁ ହେଉଛି ବଳାତ୍କାର, କୋଲକାତାରେ ତ…,’ JMI ଛାତ୍ରୀଙ୍କ ଗୁରୁତର ଅଭିଯୋଗ

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ସ୍ଥିତ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅଭିଯୋଗ ହୋଇଛି ଯେ ଜଣେ ଛାତ୍ରୀଙ୍କ ଉପରେ ଇସଲାମ ଧର୍ମ ଗ୍ରହଣ କରିବାକୁ ଚାପ ପକାଉଛନ୍ତି। ଜାମିଆ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ୧୯ ଅକ୍ଟୋବର...

ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ

ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ...

ଦୁନିଆ ଦେଖିବ ଟାଟାର ଦମ୍‌, ରତନ ଟାଟାଙ୍କୁ ମନେ ପକାଇ ମୋଦି କହିଲେ…

ନୂଆଦିଲ୍ଲୀ,୨୮ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍‌ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍‌ (TASL) କ୍ୟାମ୍ପସ୍‌ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ପରେ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା, ଏଥିରେ ଆସିବ ଏପରି ପରିବର୍ତ୍ତନ

ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା ସମ୍ପର୍କରେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଆସନ୍ତାବର୍ଷଠାରୁ ଦେଶରେ ଜନଗଣନା ଆରମ୍ଭ ହୋଇପାରେ ବୋଲି ସୂତ୍ରରୁ ପ୍ରକାଶ। ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୧୬ ପର୍ଯ୍ୟନ୍ତ ହେବ। କରୋନା ମହାମାରୀ ହେତୁ ୨୦୨୧ରେ ହେବାକୁ...

୪ ମାସ ତଳେ ମାରି ପୋତି ଦେଇଥିଲେ ଜିମ୍‌ ଟ୍ରେନର

ନୂଆଦଲ୍ଲୀ,୨୮।୧୦: ଉତ୍ତରପ୍ରଦେଶର କାନପୁର ଜିଲାପାଳଙ୍କ ବଙ୍ଗଳା ନିକଟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମହିଳା ଜଣକ ୪ ମାସ ହେଲା ନିଖୋଜ ଥିଲେ। ତାଙ୍କୁ ହତ୍ୟା କରିବା ପରେ ସେଠାରେ ପୋତିଦିଆଯାଇଥିଲା। ଗ୍ରୀନ୍‌ପାର୍କ ଅଞ୍ଚଳର ଜିମ୍‌ ଟ୍ରେନର ବିମଳ ସୋନି...

ଇନ୍ଦୋର-ରତଲାମ ଟ୍ରେନ୍‌ରେ ଲାଗିଲା ନିଆଁ

ଇନ୍ଦୋର,୨୭ା୧୦: ମଧ୍ୟପ୍ରଦେଶର ରତଲାମ ଜିଲାରେ ରବିବାର ସନ୍ଧ୍ୟାରେ ଏକ ଡିଜେଲ ଇଲେକ୍ଟ୍ରିକାଲ୍‌ ମଲ୍ଟିପ୍ଲ ୟୁନିଟ୍‌ (ଡେମୁ) ଟ୍ରେନ୍‌ର ଇଞ୍ଜିନ୍‌ରେ ନିଆଁ ଲାଗିଯାଇଛି। ନିଆଁକୁ ତୁରନ୍ତ ଆୟତ୍ତ କରାଯାଇଥିବା ବେଳେ କେହି ମୃତାହତ ହୋଇନାହାନ୍ତି। ଟ୍ରେନ୍‌ଟି ଡ. ଆମ୍ବେଡ୍‌କର ନଗରରୁ ରତଲାମ...

ପ୍ରଥମ ରାଲିରେ ଦମ୍ଭୋକ୍ତି ଦେଖାଇଲେ ବିଜୟ; ଜାଣନ୍ତୁ କାହାକୁ କରିବେ ସମର୍ଥନ

ଚେନ୍ନାଇ,୨୭।୧୦: ଅଭିନୟରୁ ରାଜନୀତିରେ ପ୍ରବେଶ କରିଥିବା ତାମିଲନାଡୁର ଚର୍ଚ୍ଚିତ ଅଭିନେତା ଥାଲପଥି ବିଜୟ ରବିବାର ପ୍ରଥମ ରାଜନୈତିକ ରାଲିକୁ ସମ୍ବୋଧନ କରିଛନ୍ତି। ଏଠାରେ ସେ ନିଜ ପାର୍ଟିର ବିଚାରଧାରା, ଏବଂ ଲକ୍ଷ୍ୟ ଘୋଷଣା କରିଛନ୍ତି। ଏହି ରାଲିରେ ବିଜୟ ସମାନତା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri