ଜାତୀୟ

ସିକିମ୍‌ ବନ୍ୟାରେ ଏ ପର୍ଯ୍ୟନ୍ତ ୧୧ ସେନା କର୍ମଚାରୀଙ୍କ ସମେତ ୫୧ ଜଣଙ୍କର ମୃତ୍ୟୁ

ଗ୍ୟାଙ୍ଗଟକ,୭।୧୦: ଉତ୍ତର ସିକିମ୍‌ରେ ବାଦଲ ଫଟା ବର୍ଷା ହେତୁ ତିସ୍ତା ନଦୀ ବନ୍ୟାରେ ଭାସିଯାଇ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୫୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୬ ଟି ମୃତଦେହ ସିକିମ୍‌ରେ ଏବଂ ୨୫ଟି ପଶ୍ଚିମବଙ୍ଗର ଜାଲପାଇଗୁଡି ଜିଲାର ବିଭିନ୍ନ...

ସିଡବ୍ଲ୍ୟୁସି ରିପୋର୍ଟକୁ ଅଣଦେଖା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୭ା୧୦: ସିକିମ୍‌ରେ ବାଦଲଫଟା ବର୍ଷା ସାଙ୍ଗକୁ ହିମ ହ୍ରଦ ମାଡ଼ିଆସିବାରୁ ଅଚାନକ ବନ୍ୟା ଆସି ୭ ଯବାନଙ୍କ ସମେତ ଅନୂ୍ୟନ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ହଜାର ହଜାର ଲୋକ ଫସିରହିଥିବାରୁ ସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବନ୍ୟାର...

ଭର୍ଚୁଆଲ ଶୁଣାଣିକୁ ହାଇକୋର୍ଟ ମନା କରିପାରିବେନି: ସିଜେଆଇ

ନୂଆଦିଲ୍ଲୀ,୭ା୧୦: ଦେଶର ସମସ୍ତ ହାଇକୋର୍ଟ ଭର୍ଚୁଆଲ ଶୁଣାଣି ଜାରି ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର କହିବା ସହ ପ୍ରତ୍ୟେକ ବିଚାରପତି ପ୍ରଯୁକ୍ତିରେ ଦକ୍ଷ ହେବାକୁ ଦୋହରାଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଶୁଣାଣି ପାଇଁ ଭିଡିଓ କନ୍‌ଫରେନ୍ସିଂ ବ୍ୟବହାରକୁ ସମ୍ପୂର୍ଣ୍ଣ ବର୍ଜନ...

ନିର୍ବାଚନକୁ ହିଂସାମୁକ୍ତ କରିବାକୁ ସିଇସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୧୦: ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ପୂର୍ବରୁ ମୁଖ୍ୟ ନିର୍ବାଚନ କମିଶନ (ସିଇସି) ରାଜୀବ କୁମାର ଶୁକ୍ରବାର ପର୍ଯ୍ୟବେକ୍ଷକମାନଙ୍କ ସହ ବୈଠକ କରିଥିଲେ। ଅର୍ଥବଳକୁ ଠିକ୍‌ ଭାବେ ନିୟନ୍ତ୍ରଣ କରିବା ସହ ନିର୍ବାଚନ ଯେପରି...

ବିହାର ଭଳି ରାଜସ୍ଥାନରେ ହେବ ଜାତିଗତ ଜନଗଣନା, କୋର କମିଟି ବୈଠକରେ ପ୍ରସ୍ତାବ ପାସ୍‌

ଜୟପୁର,୭।୧୦: ବିହାର ଭଳି ରାଜସ୍ଥାନ ସରକାର ମଧ୍ୟ ଜାତିଗତ ଜନଗଣନା କରିବେ। କୋର୍‌ କମିଟି ବୈଠକରେ ପ୍ରସ୍ତାବ ପାରିତ ହୋଇଛି। କୋର୍‌ କମିଟି ବୈଠକରେ ସଚିନ ପାଇଲଟ ମଧ୍ୟ ଉପସ୍ଥିତ ଥିଲେ। ବୈଠକ ପରେ ମୁଖ୍ୟମନ୍ତ୍ରୀ ଗେହଲଟ କହିଛନ୍ତି, ବୈଠକ...

ଜାତିଗତ ସର୍ଭେ ତଥ୍ୟ ପ୍ରକାଶନରେ ରୋକ ଲଗାଇଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୧୦: ବିହାର ସରକାର ଜାତିଗତ ସର୍ଭେ ତଥ୍ୟ ପ୍ରକାଶ କରିଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ଏନେଇ ପ୍ରଶ୍ନ ଉଠାଇଛନ୍ତି। ତେବେ ଜାତି ଜନଗଣନା ସମ୍ପର୍କିତ ଅଧିକ ତଥ୍ୟ ପ୍ରକାଶ କରିବା ଉପରେ ରୋକ୍‌ ଲଗାଇବାକୁ ସର୍ବୋଚ୍ଚ ଅଦାଲତ ମନା କରିଦେଇଛନ୍ତି। ଜାତି ଜନଗଣନା...

ମଧ୍ୟପ୍ରଦେଶ, ରାଜସ୍ଥାନ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୭ା୧୦: ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ଭୋଟରମାନଙ୍କୁ ମାଗଣା ଉପହାର ବଣ୍ଟାଯାଉଥିବା ଅଭିଯୋଗରେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଏହାର ଶୁଣାଣି ଅବସରରେ ଉପରୋକ୍ତ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି।...

ଶିକ୍ଷକଙ୍କୁ ଗୁଳିକଲେ ଛାତ୍ର

ଲକ୍ଷ୍ନୌ,୭ା୧୦: ଉତ୍ତରପ୍ରଦେଶର ଆଗ୍ରାରେ ଦୁଇ ଛାତ୍ର ସେମାନଙ୍କ ଶିକ୍ଷକଙ୍କ ଗୋଡ଼କୁ ଗୁଳି ଚଳାଇବା ସହ ଏହାର ଭିଡିଓ ରେକର୍ଡିଂ କରିଛନ୍ତି, ଯେଉଁଥିରେ ସେମାନେ ନିଜକୁ ‘ଗ୍ୟାଙ୍ଗ୍‌ଷ୍ଟର’ର ପରିଚୟ ଦେଇଛନ୍ତି। ଭାଇରାଲ ଭିଡିଓରେ ସମ୍ପୃକ୍ତ ଛାତ୍ର ଶିକ୍ଷକଙ୍କୁ ଆଉ ୩୯ ଥର...

ମୁମ୍ବାଇ ବିଲ୍ଡିଂରେ ନିଆଁ: ୭ ମୃତ, ୬୦ ଆହତ

ମୁମ୍ବାଇ,୭ା୧୦: ମୁମ୍ବାଇର ଗୋରେଗାଁଓ ଅଞ୍ଚଳରେ ଥିବା ଏକ ଆବାସିକ ଅଟ୍ଟାଳିକାରେ ଶୁକ୍ରବାର ଭୋର ସମୟରେ ନିଆଁଲାଗି ୨ ଶିଶୁଙ୍କ ସମେତ ୭ ଜଣ ପ୍ରାଣ ହରାଇଥିବାବେଳେ ୬୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ...

ସରକାରୀ ବଙ୍ଗଳା ଖାଲି କରିବେ ରାଘବ ଚଢା!

ନୂଆଦିଲ୍ଲୀ,୭।୧୦: ଆମ ଆଦମୀ ପାର୍ଟି(ଏଏପି)ର ରାଜ୍ୟ ସଭା ଏମ୍‌ପି ରାଘବ ଚଢାଙ୍କୁ ସରକାରୀ ବଙ୍ଗଳା ଖାଲି କରିବା ମାମଲାରେ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ବଡ ଝଟକା ଦେଇଛନ୍ତି। କୋର୍ଟ କହିଛନ୍ତି, ଏଏପି ନେତା ରାଘବ ଚଢା ଦାବି କରିପାରିବେ...

ମଣିପୁରରେ ଆଉ ୫ ଦିନ ବଢିଲା ଇଣ୍ଟରନେଟ୍‌ ପ୍ରତିବନ୍ଧକ

ଇମ୍ଫାଲ,୭।୧୦: ମଣିପୁରରେ ହିଂସା ଘଟଣାକୁ ଦୃଷ୍ଟିରେ ରଖି ପୋଲିସ ରାଜ୍ୟରେ ଇଣ୍ଟରନେଟ୍‌ ଉପରେ ଥିବା ପ୍ରତିବନ୍ଧକକୁ ଆହୁରି ୫ ଦିନ ବୃଦ୍ଧି କରିଛି। ମଣିପୁର ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ଜାରି କରାଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି, ସୁରକ୍ଷା ବାହିନୀ...

ନିର୍ବାଚନକୁ ହିଂସାମୁକ୍ତ କରିବାକୁ ସିଇସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୬ା୧୦: ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ପୂର୍ବରୁ ମୁଖ୍ୟ ନିର୍ବାଚନ କମିଶନ (ସିଇସି) ରାଜୀବ କୁମାର ଶୁକ୍ରବାର ପର୍ଯ୍ୟବେକ୍ଷକମାନଙ୍କ ସହ ବୈଠକ କରିଥିଲେ। ଅର୍ଥବଳକୁ ଠିକ୍‌ ଭାବେ ନିୟନ୍ତ୍ରଣ କରିବା ସହ ନିର୍ବାଚନ ଯେପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri