ଜାତୀୟ

ବିଶ୍ୱକପ୍‌ ପୂର୍ବରୁ ଖଲିସ୍ତାନୀ ଷଡଯନ୍ତ୍ର! ଧର୍ମଶାଳାର ସରକାରୀ କୋଠା କାନ୍ଥରେ ଲେଖାଯାଇଛି ବିବାଦୀୟ ସ୍ଲୋଗାନ

ଧର୍ମଶାଳା,୪।୧୦: ହିମାଚଳ ପ୍ରଦେଶର ଧର୍ମଶାଳାରେ ଦିନିକିଆ ବିଶ୍ୱକପ୍‌ ଖେଳାଯିବ। ଏହାପୂର୍ବରୁ ଏଠାରେ ଘଟିଥିବା ଏକ ଘଟଣା ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଧର୍ମଶାଳାରେ ଥିବା ଜଳଶକ୍ତି ବିଭାଗ କାର୍ଯ୍ୟାଳୟ କାନ୍ଥରେ ‘ଖଲିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଲେଖାଯାଇଛି। ଏନେଇ...

ବନ୍ଦ ହେବ ନାହିଁ ଆମେଠିର ସଞ୍ଜୟ ଗାନ୍ଧୀ ହସ୍ପିଟାଲ, ୟୁପି ସରକାରଙ୍କ ଆଦେଶ ଉପରେ ରୋକ ଲଗାଇଲେ ହାଇକୋର୍ଟ

ଲକ୍ଷ୍ନୌ,୪।୧୦: ଉତ୍ତରପ୍ରଦେଶର ଆମେଠି ଜିଲାରେ ଅବସ୍ଥିତ ସଞ୍ଜୟ ଗାନ୍ଧୀ ହସ୍ପିଟାଲ ବନ୍ଦ କରିବାକୁ ଉତ୍ତରପ୍ରଦେଶ ସରକାରଙ୍କ ଆଦେଶ ଉପରେ ଆହ୍ଲାବାଦ ହାଇକୋର୍ଟ ରୋକ ଲଗାଇଛନ୍ତି। ବୁଧବାର ଏହି ମାମଲାର ଶୁଣାଣି କରି ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଡାକ୍ତରଖାନା ଖୋଲିବାକୁ ନିର୍ଦ୍ଦେଶ...

ବିନା ପ୍ରମାଣରେ ସଞ୍ଜୟ ସିଂଙ୍କୁ କରାଯାଇଛି ଗିରଫ: ଏଏପି

ନୂଆଦିଲ୍ଲୀ,୪।୧୦: ଏମ୍‌ପି ସଞ୍ଜୟ ସିଂଙ୍କ ଗିରଫ ପରେ ଆମ ଆଦମୀ ପାର୍ଟିର ପ୍ରଥମ ପ୍ରତିକ୍ରିୟା ଆସିଛି। ବିନା ପ୍ରମାଣରେ ସଞ୍ଜୟ ସିଂଙ୍କୁ ଗିରଫ କରାଯାଇଥିବା ଦିଲ୍ଲୀ ମନ୍ତ୍ରୀ ସୌରଭ ଭରଦ୍ୱାଜ କହିଛନ୍ତି। ଗତ କିଛି ସପ୍ତାହ ମଧ୍ୟରେ କେନ୍ଦ୍ର ସରକାରଙ୍କ...

୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା। କଶ୍ମୀର ଜୋନ ପୋଲିସ କହିଛି ଯେ, କୁଲଗାମର କୁଜଗର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି।...

ଏଏପି ଏମ୍‌ପି ସଞ୍ଜୟ ସିଂ ଗିରଫ

ନୂଆଦିଲ୍ଲୀ,୪।୧୦: ଆମ ଆଦମୀ ପାର୍ଟି (ଏଏପି) ଏମ୍‌ପି ସଞ୍ଜୟ ସିଂଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ଆଜି ସକାଳେ ଚଢାଉ ଆରମ୍ଭ କରିଥିଲା। ଦୀର୍ଘ ୧୦...

ଅଜିତ ପାଓ୍ବାର ହେବେ ମୁଖ୍ୟମନ୍ତ୍ରୀ: କଂଗ୍ରେସ ନେତା…

ମୁମ୍ବାଇ,୪।୧୦ : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଙ୍ଗଳବାର କ୍ୟାବିନେଟ ବୈଠକରେ ଯୋଗ ନ ଦେବା ପରେ ରାଜ୍ୟ ରାଜନୀତିରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଥିବା ଜଣାପଡିଛି। ଚର୍ଜା ହେଉଛି ଚାଚା ଶରଦ ପାୱାରଙ୍କଠାରୁ ଅଲଗା ହୋଇ ଭାଜପା...

ରଣବୀର କପୁରଙ୍କୁ ଇଡି ସମନ, ଅକ୍ଟୋବର ୬ ରେ ଅନଲାଇନ ଗେମିଂ ମାମଲାରେ ପଚରାଉଚରା…

ନୂଆଦିଲ୍ଲୀ/ମୁମ୍ବାଇ,୪।୧୦ : ଅଭିନେତା ରଣବୀର କପୁର ତାଙ୍କର ଆଗାମୀ ଚଳଚ୍ଚିତ୍ର ଆନିମଳ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଅଭିନେତାଙ୍କ ଏହି ଫିଲ୍ମ ଦେଖିବାକୁ ପ୍ରଶଂସକମାନେ ମଧ୍ୟ ବହୁତ ଉତ୍ସାହିତ ଅଛନ୍ତି, କିନ୍ତୁ ଫିଲ୍ମ ରିଲିଜ ହେବା ପୂର୍ବରୁ ରଣବୀର କପୁରଙ୍କୁ...

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଉଜ୍ଜ୍ୱଳା ଯୋଜନାରେ ହିତାଧିକାରୀଙ୍କ ସବସିଡି ୩୦୦ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ,୪।୧୦: ମୋଦି କ୍ୟାବିନେଟ ବୁଧବାର ଏକ ବଡ ନିଷ୍ପତ୍ତି ନେଇଛି। ଉଜ୍ଜ୍ୱଳା ଯୋଜନାରେ ହିତାଧିକାରୀଙ୍କ ପାଇଁ ସବସିଡି ୨୦୦ ରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ...

‘ସଞ୍ଜୟଙ୍କ ସ୍ବର ଚପାଇବାକୁ ଚେଷ୍ଟା କରୁଛନ୍ତି କେନ୍ଦ୍ର ସରକାର’

ନୂଆଦିଲ୍ଲୀ,୪।୧୦: ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂଙ୍କ ବାସଭବନରେ ଇଡି ଚଢାଉକୁ ନେଇ ଆମ ଆଦମୀ ପାର୍ଟି (ଏଏପି) କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛି। ସଞ୍ଜୟ ସିଂଙ୍କ ସ୍ବରକୁ ଦମନ କରିବାକୁ କେନ୍ଦ୍ର ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି...

ସତଲେଜ-ଯମୁନା କେନାଲ ଲିଙ୍କ ଯୋଜନାରେ ମଧ୍ୟସ୍ଥତା କରନ୍ତୁ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୪।୧୦ : ସତଲେଜ-ଯମୁନା କେନାଲ ଲିଙ୍କ ଯୋଜନା ବିବାଦ ଉପରେ ଶୁଣାଣି ସମୟରେ ବୁଧବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର ପଞ୍ଜାବ ଏବଂ ହରିୟାଣା ମଧ୍ୟରେ ମଧ୍ୟସ୍ଥତା କରିବା ଉଚିତ। ଏହା ବ୍ୟତୀତ ସୁପ୍ରିମକୋର୍ଟ ମଧ୍ୟ ପଞ୍ଜାବ ସରକାରଙ୍କୁ...

ଅଭିନେତ୍ରୀଙ୍କ କାର୍‌ ଧକ୍କାରେ ୨ ମୃତ

ମୁମ୍ବାଇ,୪।୧୦: ଅଭିନେତା ଗାୟତ୍ରୀ ଯୋଶୀଙ୍କ କାର୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଇଟାଲୀରେ ଯାତ୍ରା କରୁଥିବା ସମୟରେ ଗାୟତ୍ରୀ ଏବଂ ତାଙ୍କ ସ୍ବାମୀ ବିକାଶ ଓବରୟଙ୍କ କାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଦୁର୍ଘଟଣା ସମୟରେ ଉଭୟ ସାର୍ଡିନାରେ...

ଇଡି ଚଢ଼ାଇ ମାଧ୍ୟମରେ ୨୦୨୪ ନିର୍ବାଚନର ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ-ଶାହା : ଆରଜେଡି…

ନୂଆଦିଲ୍ଲୀ,୪।୧୦ : ବୁଧବାର ଏଏପି ରାଜ୍ୟସଭା ଏମପି ସଞ୍ଜୟ ସିଂଙ୍କ ବାସଭବନରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଚଢ଼଼ାଉ କରିଥିଲା। ଏନେଇ ଇଣ୍ଡିଆ ମେଣ୍ଟ ନେତାଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବିରୋଧୀଦଳର ନେତାମାନେ ଇଡି ଚଢ଼ାଉକୁ ପ୍ରତିଶୋଧର ରାଜନୀତି ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri