Advertisement

ପଞ୍ଚାୟତ ଇଲେକ୍ସନ

ଭୋଟ ବର୍ଜନ କଲେ ନନ୍ଦପୁର ବ୍ଲକ ଯୋଗିପୁଟ ଗ୍ରାମବାସୀଭୋଟ ବର୍ଜନ କଲେ ନନ୍ଦପୁର ବ୍ଲକ ଯୋଗିପୁଟ ଗ୍ରାମବାସୀ

ଭୋଟ ବର୍ଜନ କଲେ ନନ୍ଦପୁର ବ୍ଲକ ଯୋଗିପୁଟ ଗ୍ରାମବାସୀ

କୋରାପୁଟ,୨୧।୨(ସ୍ବ.ପ୍ର.) ନନ୍ଦପୁର ବ୍ଲକର ଯୋଗିପୁଟ ଗ୍ରାମବାସୀ ରବିବାର ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନିଜ ମତଦାନକୁ ବର୍ଜନ କରିଛନ୍ତି। ଗ୍ରାମକୁ ରାସ୍ତା,ପାନୀୟଜଳ ଓ ନେଟ୍‌ଓ୍ବର୍କ ବ୍ୟବସ୍ଥା ନାହିଁ ତ…

3 years ago
ବୁଥ୍‌ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟରବୁଥ୍‌ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟର

ବୁଥ୍‌ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟର

ଟିକିରି,୨୧।୨(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ରବିବାର ଭୋଟ ଗ୍ରହଣ ହୋଇଥିଲା। ଏଥିରେ ଡଙ୍ଗାସିଲ ପଞ୍ଚାୟତର ବେଲଗଛ ତୁଣ୍ଡା ପୋଲିଂ ବୁ୍‌ଥ୍‌ ପରିବର୍ତ୍ତନ ନେଇ ଦୁଇ ଗ୍ରାମର ୨…

3 years ago
ତାଳଚେରରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତାତାଳଚେରରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ତାଳଚେରରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ତାଳଚେର,୨୧।୨(ନି.ପ୍ର.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ। ଅନୁଗୋଳ ଜିଲାର ତାଳଚେର ଓ କିଶୋରନଗର ବ୍ଲକରେ ଏଥିପାଇଁ ରବିବାର ପ୍ରଚାର…

3 years ago
‘ଆଗ ସ୍କୁଲ ଖୋଲ, ପରେ ଭୋଟ ଦେବୁ’‘ଆଗ ସ୍କୁଲ ଖୋଲ, ପରେ ଭୋଟ ଦେବୁ’

‘ଆଗ ସ୍କୁଲ ଖୋଲ, ପରେ ଭୋଟ ଦେବୁ’

ବାରିପଦା ଅଫିସ,୨୧।୨: ମୟୂରଭଞ୍ଜ ଜିଲାର ବଡ଼ସାହି ଓ ଉଦଳା ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ତେବେ ବଡ଼ସାହି ଓ ଉଦଳା…

3 years ago
ଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗ

ଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସ୍ତା ବ୍ଲକର କାଦରାୟାନ ଓ କାରୁଆ ପଞ୍ଚାୟତର ୧୯ଟି ବୁଥ୍‌ରେ ଶୁକ୍ରବାର ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍‌…

3 years ago
ସଫଳତା ଦୋହରାଇବା ଲକ୍ଷ୍ୟରେ ଭାଜପାସଫଳତା ଦୋହରାଇବା ଲକ୍ଷ୍ୟରେ ଭାଜପା

ସଫଳତା ଦୋହରାଇବା ଲକ୍ଷ୍ୟରେ ଭାଜପା

ଜଗତ୍‌ସିଂହପୁର ଅଫିସ, ୨୧ା୨: ଜଗତ୍‌ସିଂହପୁର ଜିଲାର ୨୬ଟି ଜିଲା ପରିଷଦ ଜୋନ ମଧ୍ୟରୁ କୁଜଙ୍ଗ ବ୍ଲକର ୪ଟି ଯାକ ଆସନର ଗୁରୁତ୍ୱ ରହିଛି। ୨୦୧୭ ନିର୍ବାଚନରେ ଏହି…

3 years ago
୪ ବୁଥ୍‌ରେ ମତଦାନ ସ୍ଥଗିତ୪ ବୁଥ୍‌ରେ ମତଦାନ ସ୍ଥଗିତ

୪ ବୁଥ୍‌ରେ ମତଦାନ ସ୍ଥଗିତ

ପାଣିକୋଇଲି,୨୧।୨(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ଗୋଳେଇପୁର ପଞ୍ଚାୟତ ସୋତି ଗ୍ରାମର ୪ ବୁଥ୍‌ରେ ମତଦାନ ବନ୍ଦ ରହିଛି। ଏଠାରେ ପୁନଃ ମତଦାନ ଲାଗି ଜିଲା ପ୍ରଶାସନ ଘୋଷଣା…

3 years ago
ବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ

ବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ

ନିମାପଡ଼ା,୨୧ା୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ଗତ ୧୮ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ମତଦାନ ପରେ ବାଲଟ ବକ୍ସକୁ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଥିବା ଷ୍ଟ୍ରଙ୍ଗରୁମରେ ରଖାଯାଇଛି।…

3 years ago
ଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧିଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

ଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ରବିବାର ରାତିରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ସୋମବାର ଆଉ ୧୦…

3 years ago
ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

କଣାସ, ୨୧।୨(ସ୍ବ.ପ୍ର): କଣାସ ବ୍ଲକରେ ଭୋଟ ଗଣତିବେଳେ ୨୦୦ ମିଟର ଭିତରେ ଥିବା ଦୋକାନଗୁଡିକ ସବୁ ବନ୍ଦ ରହିବ। ଏଥିସହ ପ୍ରାର୍ଥୀମାନଙ୍କର ସମର୍ଥକ ସେଠାରେ ନ ରହି…

3 years ago