ପଞ୍ଚାୟତ ଇଲେକ୍ସନ

‘ନକଲି ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁ ନାହିଁ’

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନରେ ନକଲି ଏସ୍‌ସି, କେଉଟ, କୈବର୍ତ୍ତ, ଧୀବର ପ୍ରାର୍ଥୀଙ୍କୁ ଭୋଟ ନ ଦେବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ଉଠିଛି।…

3 years ago

ଟଙ୍କା ନ ନେବାରୁ ଭୋଟରଙ୍କୁ ଧମକ: ରାଶନ୍‌ କାର୍ଡ଼, ଭତ୍ତା କାର୍ଡ଼ କାଟିଦେବୁ

ଯାଜପୁର ଅଫିସ,୧୦ା୨: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଟଙ୍କା ବାଣ୍ଟିବା ଘଟଣାକୁ ଭୋଟର ନାପସନ୍ଦ କରିଛନ୍ତି। ଏନେଇ ମାମଲା ଥାନା ପର୍ଯ୍ୟନ୍ତ ଯାଇଛି। ଯାଜପୁର ଜିଲା ଧର୍ମଶାଳା…

3 years ago

ସରପଞ୍ଚ ପଦବୀ ପାଇଁ ୩ ପୁରୁଷଙ୍କୁ ଭାରି ପଡ଼ିଛନ୍ତି ୩ ମହିଳା ପ୍ରାର୍ଥିନୀ

କର୍ଲାମୁଣ୍ଡା,୯ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ା ପଞ୍ଚାୟତରେ ନିର୍ବାଚନ ପ୍ରଚାର ପ୍ରସାର ସରଗରମ ଥିବା ଦେଖିବାକୁ ମିଳିଛି। ଏହି ପଞ୍ଚାୟତରେ ଚଳିତ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ…

3 years ago

ପ୍ରଥମ ଥର ଭୋଟ ଦେବେ ଜୁମଡାଙ୍ଗ ଗ୍ରାମବାସୀ

ମାଲକାନଗିରି,୯।୨ (ଡି.ଏନ୍‌.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଆନ୍ଧ୍ର ସୀମାନ୍ତକୁ ଲାଗିଥିବା ଜୁମଡାଙ୍ଗ ଗ୍ରାମବାସୀ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରଥମ କରି ଭୋଟ ଦେବେ।…

3 years ago

ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ଉପବାଚସ୍ପତି

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ୧୫ ନମ୍ବର ଜୋନରେ ଦଳୀୟ ଜିଲାପରିଷଦ ପ୍ରାର୍ଥୀ ସନାତନ ବେହାରାଙ୍କ ପାଇଁ ରାମଗଡ଼, ହୁମ୍ମା, ସୁବଳୟା, ସାନରାମଚନ୍ଦ୍ରପୁର ପଞ୍ଚାୟତରେ ପୂର୍ବତନ ଉପବାଚସ୍ପତି…

3 years ago

ପୂଜାରିଗୁଡ଼ା ପଞ୍ଚାୟତ ସମିତି ଆସନରେ ଦ୍ୱିମୁଖୀ ଲଢ଼େଇ

ବୈପାରିଗୁଡା,୭ା୨ (ଡି.ଏନ୍‌.ଏ.): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବୈପାରିଗୁଡା ବ୍ଲକ ପୂଜାରିଗୁଡା ପଞ୍ଚାୟତ ସମିତି ସଭ୍ୟ ଆସନରେ ଦ୍ୱିମୁଖୀ ଲଢ଼େଇ ହେବା ନେଇ ଆକଳନ କରାଯାଉଛି। ବୈପାରୀଗୁଡା…

3 years ago

ପ୍ରାର୍ଥୀଙ୍କ ଭାବମୂର୍ତ୍ତି ହିଁ ଭାଗ୍ୟ ନିର୍ଦ୍ଧାରଣ କରିବ

ଡାବୁଗାଁ,୭ା୨(ଡି.ଏନ୍‌.ଏ.)-  ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଦୁଇଟି ଜିଲା ପରିଷଦ ଜୋନ୍‌ ରହିଛି। ଜୋନ-୨ ଅଣସଂରକ୍ଷିତ ରହିଛି। ଏହି ନିର୍ବାଚନ ମଣ୍ଡଳୀରେ ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିିତା ହେବାକୁ ଯାଉଛି। ବିଜେଡିର…

3 years ago

ପ୍ରାର୍ଥୀଙ୍କ ସହ ଗଡ଼ ସମ୍ଭାଳୁଛନ୍ତିି ବିଧାୟକ, ପୂର୍ବତନ ବିଧାୟକ

ନବରଙ୍ଗପୁର,୭ା୨(ବି.ପ୍ର.)- ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ୩ ଜିଲା ପରିଷଦ ଜୋନ୍‌ ରହିଛି। ସମସ୍ତ ଜୋନ୍‌ରେ ଭାଜପା, କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ।…

3 years ago

୩, ୪ନଂ ଜୋନ୍‌ରେ ପ୍ରଚାର ଜୋରଦାର

ଫୁଲବାଣୀ ଅଫିସ,୭ା୨: ଖଜୁରିପଡା ବ୍ଲକର ୩ ଏବଂ ୪ ନଂ ଜୋନରେ ରବିବାର ବିଜେଡି ପକ୍ଷରୁ ନିର୍ବାଚନୀ ବୈଠକ କରାଯାଇଛି ା ପଞ୍ଚାୟତିରାଜ ମନ୍ତ୍ରୀ ତଥା ଜିଲା ପର୍ଯ୍ୟବେକ୍ଷକ…

3 years ago

ଦୁଇ ଭାଇ ସରପଞ୍ଚ ପ୍ରାର୍ଥୀ

ପାରଳାଖେମୁଣ୍ଡି, ୭ା୨(ଡି.ଏନ୍‌.ଏ.) ଗଜପତି ଜିଲା ଗୁମ୍ମା ବ୍ଲକ ଭୁବନି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ୨ ଭାଇଙ୍କ ସମେତ ମୋଟ ୮ ଜଣ ପ୍ରାର୍ଥୀ ହୋଇଛନ୍ତି। ଏହି…

3 years ago