ପଞ୍ଚାୟତ ଇଲେକ୍ସନ

ଭୋଟ ପାଇଁ ଖଟିଆରେ ଆସିଲେ ବୃଦ୍ଧ

କୁତ୍ରା,୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଚାଲିଛି। ଗଣତନ୍ତ୍ରର ଏହି ପର୍ବରେ ନିଜ ଅଧିକାର ସାବ୍ୟସ୍ତ କରୁଛନ୍ତି ଜନସାଧାରଣ। ତେବେ କୁତ୍ରା ପଞ୍ଚାୟତର ଡାହିଜିରା ଗ୍ରାମରେ ଏକ ଭିନ୍ନ ଦୃଶ୍ୟ...

ଆଜି ସରିବ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର, ୨୦ରେ ଭୋଟ୍‌

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଚଳିତମାସ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ ଆଜି ରାଜ୍ୟରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଆଉ ଦିନକ ପରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ...

ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା

ସୁନ୍ଦରଗଡ଼,୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଭୋଟ ଗ୍ରହଣ ଚାଳିଛି। ଜିଲାର ସବଡେଗା, କୁତ୍ରା, ନୂଆଁଗାଁ ଏବଂ ବିଶ୍ରା ବ୍ଲକର ୮ଟି ଜିଲାପରିଷଦ ଜୋନ୍‌ରେ ୨୫୩୮୬୧ ମତଦାତା ୮୨୨ ଭୋଟ ଗ୍ରହଣ କେନ୍ଦ୍ରରେ ନିଜର ମତଦାନ...

ଭୋଟ ବାକ୍ସ ନେଇ ପଳାଇଲେ ଦୁର୍ବୃତ୍ତ

ଜଗତସିଂହପୁର ଅଫିସ,୧୮ା୨: ଜଗତସିଂହପୁର ସଦର ପଟସରାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ପଟସରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ନମ୍ବର ବୁଥ୍‌ରେ ଭୋଟ୍‌ ବାକ୍ସ ଭଙ୍ଗାରୁଜା କରିଛନ୍ତି ୪୦ ରୁ ୫୦ ଦୁର୍ବୃତ୍ତ। ବୁଥ୍‌ ଭିତରେ ପଶି ଭୋଟ ବାକ୍ସ...

ଶପଥ କରାଇ ଭୋଟ ମାଗିଲେ ବିଧାୟକଙ୍କ ପୁଅ

ମାଲକାନଗିରି,୧୮ା୨(ଡି.ଏନ୍‌.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ବଶବର୍ତ୍ତୀ ନ ହୋଇ ନିଜ ଇଚ୍ଛାରେ ମନପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି।...

ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାଜିଲେ ଘାତକ

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ବିଜେଡିରେ ଥିବା ଦୁଇ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ଚଳିତ ନିର୍ବାଚନରେ ଘାତକ ସାଜିଛନ୍ତି। ବୁଧବାର ଭୋଟ ଗ୍ରହଣ ବେଳେ ସଂଘଠିତ ନିର୍ବାଚନୀ ହିଂସା ଏହାର କାରଣ ବୋଲି ସବୁଠି ଚର୍ଚ୍ଚାର ବିଷୟ ହୋଇଛି।...

ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ଫୁଲବାଣୀ ଅଫିସ,୧୮ା୨: କନ୍ଧମାଳ ଜିଲାରେ ଆଜି ତ୍ରିସ୍ତରୀୟ ପଞ୍ଚାୟତ ନର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଚାଲିଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ ତୁମୁଡ଼ିବନ୍ଧ ଏବଂ କୋଟଗଡ଼ ବ୍ଲକରେ ଭୋଟ୍‌ ହେଉଥିବାରୁ ପୋଲସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା...

ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀ ଉଦ୍ଧାର

ଢେଙ୍କାନାଳ ଅଫିସ,୧୮ା୨: ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଶୁକ୍ରବାର ସକାଳୁ ଉଦ୍ଧାର କରାଯାଇଛି। ସିମିଳିଆ ଓଭର ବ୍ରିଜ୍‌ ନିକଟରୁ ପୋଲିସ ଉଦ୍ଧାରକରିଛି। ବନ୍ଧୁକ ଦେଖାଇ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଉଦ୍ଧାର ବ୍ୟକ୍ତି ଜଣଙ୍କ ହେଲେ ସାଙ୍କୁଲେଇ...

ଭୋଟ ଲାଗି ନକଲି ଭତ୍ତା ବହି ବଣ୍ଟନ

ଦଶରଥପୁର,୧୮ା୨ (ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏହି ପରିପ୍ରେକ୍ଷୀରେ ବ୍ଲକର ଥାଲକୁଡି ପଞ୍ଚାୟତରେ କେତେଜଣ ପ୍ରାର୍ଥୀ ଭୋଟ ହାତେଇବାକୁ ନକଲି ଭତ୍ତା ବହି ସହ ଟଙ୍କା ବାଣ୍ଟିଥିବା...

ନିର୍ଣ୍ଣାୟକ ହେବେ ୩୦,୭୮୯ ନୂଆ ଭୋଟର

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦଶରଥପୁର ଓ ବଡ଼ଚଣା ବ୍ଲକର ୯ ଜିଲା ପରିଷଦ ଜୋନ୍‌ ଅନ୍ତର୍ଗତ ୭୮ ପଞ୍ଚାୟତରେ ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ...

୧୦୯୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶୁକ୍ରବାର ହେବ। ଏଥିରେ ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ଅନ୍ତର୍ଗତ ୩୦ଟି ପଞ୍ଚାୟତରେ ୧୦୯୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସେମାନଙ୍କ ମଧ୍ୟରୁ ୧୬ଜଣ...

ଅସନ୍ତୁଷ୍ଟଙ୍କୁ ନୁହେଁ, ପ୍ରାର୍ଥିତ୍ୱକୁ ଭରସା

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାର ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ତିର୍ତ୍ତୋଲ ଜିଲା ପରିଷଦର ୪ନଂ. ଜୋନ୍‌ ବିଜେଡି ସଭ୍ୟା ପ୍ରିୟଦର୍ଶିନୀ ବିଶ୍ୱାଳ ବିଜୟୀ ହୋଇ ଅଧ୍ୟକ୍ଷ ପଦ ଅଳଙ୍କୃତ କରିଥିଲେ। ଏଥର ତାଙ୍କ ସ୍ବାମୀ ଏହି ଜୋନ୍‌ ଲାଗି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri