ପଞ୍ଚାୟତ ଇଲେକ୍ସନ

ପ୍ରାର୍ଥୀଙ୍କ ଭାବମୂର୍ତ୍ତି ହିଁ ଭାଗ୍ୟ ନିର୍ଦ୍ଧାରଣ କରିବ

ଡାବୁଗାଁ,୭ା୨(ଡି.ଏନ୍‌.ଏ.)-  ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଦୁଇଟି ଜିଲା ପରିଷଦ ଜୋନ୍‌ ରହିଛି। ଜୋନ-୨ ଅଣସଂରକ୍ଷିତ ରହିଛି। ଏହି ନିର୍ବାଚନ ମଣ୍ଡଳୀରେ ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିିତା ହେବାକୁ ଯାଉଛି। ବିଜେଡିର ଗୁପ୍ତ ବିଶୋୟୀ, ଭାଜପାର ଗୋବିନ୍ଦ ଗୋପାଳ ଅଗ୍ରୱାଲ, କଂଗ୍ରେସର ଧର୍ମାନନ୍ଦ ନାୟକ...

ପ୍ରାର୍ଥୀଙ୍କ ସହ ଗଡ଼ ସମ୍ଭାଳୁଛନ୍ତିି ବିଧାୟକ, ପୂର୍ବତନ ବିଧାୟକ

ନବରଙ୍ଗପୁର,୭ା୨(ବି.ପ୍ର.)- ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ୩ ଜିଲା ପରିଷଦ ଜୋନ୍‌ ରହିଛି। ସମସ୍ତ ଜୋନ୍‌ରେ ଭାଜପା, କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ। ତିନୋଟି ଜୋନ୍‌ରେ ୩୪ ହଜାର ୫୮୪ ଭୋଟର ରହିଛନ୍ତି। ଡାବୁଗାଁ ବିଧାୟକ...

୩, ୪ନଂ ଜୋନ୍‌ରେ ପ୍ରଚାର ଜୋରଦାର

ଫୁଲବାଣୀ ଅଫିସ,୭ା୨: ଖଜୁରିପଡା ବ୍ଲକର ୩ ଏବଂ ୪ ନଂ ଜୋନରେ ରବିବାର ବିଜେଡି ପକ୍ଷରୁ ନିର୍ବାଚନୀ ବୈଠକ କରାଯାଇଛି ା ପଞ୍ଚାୟତିରାଜ ମନ୍ତ୍ରୀ ତଥା ଜିଲା ପର୍ଯ୍ୟବେକ୍ଷକ ପ୍ରତାପ ଜେନା ଏହି ଦୁଇ ଜୋନର ବିଭିନ୍ନ ସ୍ଥାନକୁ ଯାଇ ଦଳୀୟ...

ଦୁଇ ଭାଇ ସରପଞ୍ଚ ପ୍ରାର୍ଥୀ

ପାରଳାଖେମୁଣ୍ଡି, ୭ା୨(ଡି.ଏନ୍‌.ଏ.) ଗଜପତି ଜିଲା ଗୁମ୍ମା ବ୍ଲକ ଭୁବନି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ୨ ଭାଇଙ୍କ ସମେତ ମୋଟ ୮ ଜଣ ପ୍ରାର୍ଥୀ ହୋଇଛନ୍ତି। ଏହି ପଞ୍ଚାୟତର ଏଲିଅ ଗମାଙ୍ଗ ଓ ତାଙ୍କ ସାନଭାଇ ଯଜ୍ଞ ଗମାଙ୍ଗ ପ୍ରାର୍ଥୀ...

ଆରଡ଼ି ପଞ୍ଚାୟତରେ ଦ୍ୱିମୁଖୀ ଲଢ଼େଇ

ଆରଡ଼ି, ୭ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡ଼ି ପଞ୍ଚାୟତରେ ମହିଳାଙ୍କ ପାଇଁ ଆସନ ସଂରକ୍ଷିତ ରହିଥିବା ବେଳେ ଏଥର ୫ ପ୍ରାର୍ଥୀ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବର୍ତ୍ତମାନ ସରପଞ୍ଚ ଥିବା ଅରବିନ୍ଦ ପାଢ଼ୀଙ୍କ ସ୍ତ୍ରୀ ମିନତି...

୨ ବିଧାୟକ ବଳ କଷାକଷିିି

ବାରିପଦା ଅଫିସ,୭ା୨: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନ କୁଳିଅଣା ବ୍ଲକର ୮ ଓ ୯ନଂ. ଜିଲାପରିଷଦ ଜୋନରେ ନିର୍ବାଚନୀ ବାତାବରଣ ସରଗରମ ହେବାରେ ଲାଗିଛି। ବିଜେଡି ଓ ଭାଜପା ପକ୍ଷରୁ ଏଠାରେ ଟାଣୁଆ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି।...

ସରପଞ୍ଚ ପଦବୀ ପାଇଁ ମଇଦାନରେ ୯ ମାସର ଗର୍ଭବତୀ

ନୂଆପଡ଼ା ଅଫିସ,୭।୨: ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରଚାର ସେତିକି ଜୋର ଧରିବାରେ ଲାଗିଛି। ଏଭଳିସ୍ଥିତିରେ ଜଣେ ୯ ମାସର ଗର୍ଭବତୀ ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଛନ୍ତି। ସେ ହେଲେ ନୂଆପଡ଼ା ସଦର ବ୍ଲକ...

ବିରୋଧୀଙ୍କ ରଣନୀତି ବିଜେଡିକୁ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ,୭ା୨: ଜଗତ୍‌ସିଂହପୁର ଜିଲାରେ ୨୦୧୭ ନିର୍ବାଚନ ବେଳେ ୨୬ଟି ଜିଲା ପରିଷଦ ଜୋନ୍‌ ମଧ୍ୟରୁ କଂଗ୍ରେସ ବାଲିକୁଦା ବ୍ଲକର ୧ନଂ. ଜୋନ୍‌ ଜିତି ଥିଲା। ସେତେବେଳେ ପ୍ରଥମେ ବିଜେଡି ପ୍ରାର୍ଥୀ ଜିତି ଥିବା ପ୍ରଚାର ହୋଇଥିଲା। କିନ୍ତୁ ପରେ...

ନିର୍ଣ୍ଣାୟକ ହେବେ ଅଘୋଷିତ ମେଣ୍ଟ

ଯାଜପୁର ଅଫିସ,୭ା୨: ଆଉ ମାତ୍ର ୯ ଦିନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ନାମାଙ୍କନ ଦାଖଲ ପୂର୍ବରୁ ଲୋକଙ୍କ ମୁହଁରେ କେବଳ ବିଜେଡିର ସ୍ବର ଶୁଭୁଥିଲା। କିନ୍ତୁ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ...

ମଇଦାନରେ ୩ ଦଳର ନେତା, ଜମୁଛି ପ୍ରଚାର

ଖୋର୍ଦ୍ଧା ଅଫିସ, ୭ା୨: ଖୋର୍ଦ୍ଧା ମାଟିରେ ୩୦ ଜୋନ ବିଶିଷ୍ଟ ଜିଲା ପରିଷଦ ଆସନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସର ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ ହେବ। କିଏ କାହାକୁ ପଛରେ ପକାଇବ ସେନେଇ ଚାଲିଛି...

ଆଶା, ଆଶଙ୍କାରେ ଜିଲା ପରିଷଦ ପ୍ରାର୍ଥୀ

କଣାସ,୭।୨(ସ୍ବ.ପ୍ର.): ଆସନ୍ତା ୧୬ତାରିଖରେ କଣାସ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ହେବ। ଏହିଦିନ ପାଖେଇ ଆସୁଥିବା ହେତୁ ବ୍ଲକର ୩, ୪ ଓ ୫ ନମ୍ବର ଜିଲା ପରିଷଦ ଜୋନରେ ନିର୍ବାଚନ ଉଷ୍ମତା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି।...

ନୂଆ ଚେହେରାକୁ ନେଇ ମଇଦାନକୁ ଓହ୍ଲାଇଛି ୩ ପ୍ରମୁଖ ଦଳ

ରାଇଘର, ୬ା୨(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ୪ ଜିଲା ପରିଷଦ ଆସନ ମଧ୍ୟରୁ ୩ନମ୍ବର ଆସନ ମଧ୍ୟରେ ଭାଜପା ବିଜେଡି ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ହେବା ସମ୍ଭାବନା ରହିଛି । ଏହି ଜୋନ୍‌ରେ ୩ଟି ନୂଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri