ପଞ୍ଚାୟତ ଇଲେକ୍ସନ

ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ହଟାଯାଉନି ହୋର୍ଡିଂ

ଭଣ୍ଡାରିପୋଖରୀ,୩୧।୧(ଡି.ଏନ.ଏ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରାମାଞ୍ଚଳରେ ତିନି ପ୍ରମୁଖ ଦଳ ପକ୍ଷରୁ ଲୋକଙ୍କୁ ଭେଟି ଭୋଟ୍‌ ଭିକ୍ଷା ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳରେ ସରକାରଙ୍କ ଯୋଜନା ସମ୍ପର୍କରେ ସୂଚନା ଦେଉଥିବା ଫଳକ ଓ ଦଳର ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ହୋର୍ଡିଂ ହଟାଇବା...

ହଟୁନି ସରକାରୀ ହୋର୍ଡିଂ

ସଜନାଗଡ଼,୩୧।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ସତ୍ତ୍ୱେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ ମାଳମାଳ ସରକାରୀ ହୋର୍ଡିଂ ଦେଖିବାକୁ ମିଳିଛି। ଏହି ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର ସରକାରୀ କାର୍ଯ୍ୟାଳୟ, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର,...

ପାଣି ସମସ୍ୟା ଦୂର ନ ହେଲେ ଭୋଟ ବର୍ଜନ

ଖୋର୍ଦ୍ଧା ଅଫିସ,୩୧ା୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ପଦକ୍ଷେପ ନେଉଛନ୍ତି। ସବୁ ଗ୍ରାମର ଲୋକଙ୍କୁ ପାନୀୟଜଳ ସୁବିଧା ମିଳିବ ବୋଲି ଘୋଷଣା କରିଛନ୍ତି।...

ଭୋଟର ତାଲିକାରେ ଚଞ୍ଚକତା

ଖୋର୍ଦ୍ଧା ଅଫିସ,୩୧ା୧: ମତଦାନ ହେଉଛି ନାଗରିକଙ୍କ ସାମ୍ବିଧାନିକ ଅଧିକାର। କୌଣସି ମତଦାତା ଯେପରି ମତଦାନରୁ ବଞ୍ଚିତ ନ ହେବେ ସେଥିଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଇଥାଏ। ନିର୍ବାଚନ ପୂର୍ବରୁ ଭୋଟର ସଂଶୋଧନ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ କାର୍ଯ୍ୟକୁ...

ଭୋଟ ନ ଦେଲେ ରାଶନ କାର୍ଡ କଟିବା ଧମକ

ଯାଜପୁର ଅଫିସ,୩୧।୧: ପଞ୍ଚାୟତ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ତିନି ପ୍ରମୁଖ ଦଳର ପ୍ରଚାର ସେତେ ତେଜିବାରେ ଲାଗିଛି। ଭୋଟରଙ୍କ ନିକଟରେ ପହଞ୍ଚିବାକୁ ସବୁ ଦଳ ପ୍ରାଣମୂର୍ଚ୍ଛା ଉଦ୍ୟମ ଚଳାଇଛନ୍ତି। ଯାଜପୁର ଜିଲାର ବିଜେଡି ଗଡ଼ ଭାବେ ପରିଚିତ...

ଦାଦନ ଶ୍ରମିକଙ୍କ ଉପରେ ପ୍ରାର୍ଥୀଙ୍କ ଆଖି

କେନ୍ଦ୍ରାପଡ଼ା ଅଫିସ,୩୧ା୧: କେନ୍ଦ୍ରାପଡ଼ା ଜିଲାର ଦାଦନ ସମସ୍ୟାରେ ପୀଡିତ ଶ୍ରମିକଙ୍କ ଉପରେ ପଞ୍ଚାୟତ ନିର୍ବାଚନର ପ୍ରର୍ଥୀଙ୍କ ଆଖି ପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ ସହାୟତାରେ ଘରକୁ ସେମାନଙ୍କୁ ଫେରିବା ପାଇଁ ଟିକେଟ ବ୍ୟବସ୍ଥା ହେଉଛି। ଏକ ବେସରକାରୀ...

ପୁରୁଣା, ନୂଆମୁହଁକୁ ନେଇ ଲଢ଼େଇ

ଜଗତ୍‌ସିଂହପୁର ଅଫିସ,୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ୪ନଂ. ଜୋନ ସଭ୍ୟ ପଦ ଅଣସଂରକ୍ଷିତ ରହିଛି। ଗତ ନିର୍ବାଚନରେ ଏହି ଜୋନଟି ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିଲା। ଚଳିତ ଥର ଏହି ଆସନ ପାଇଁ ବିଜେଡି ଓ...

ସର୍ବକନିଷ୍ଠ ସରପଞ୍ଚ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱ

ଶେରଗଡ଼,୩୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ ବ୍ଲକର ଦୁଇଟି ପଞ୍ଚାୟତ ଖିରିଡା ଓ ଧନନ୍ତରରେ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦ୍ୱି ରହିଛନ୍ତି। ଏମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଧନନ୍ତର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ରାଜେଶ ଜେନା ବ୍ଲକରେ...

ଫ୍ୟାଶନ୍‌ ମଡେଲିଂରୁ ସରପଞ୍ଚ ପ୍ରାର୍ଥୀ

ବଲାଙ୍ଗୀର ଅଫିସ,୩୧ା୧: ଚଳିତ ପଞ୍ଚାୟତ ନିର୍ବାଚନରେ ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଚୂଡାପାଲି ଗ୍ରାମ ପଞ୍ଚାୟତ ଭିନ୍ନ ଏକ ଦିଗରୁ ଚର୍ଚ୍ଚାର ପରିସରକୁ ଆସିଛି। ଏହି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଫ୍ୟାଶନ୍‌ ମଡେଲ...

ଜିଅନ୍ତା ମାଛ ଧରି ସରପଞ୍ଚ ପ୍ରାର୍ଥିନୀଙ୍କ ପ୍ରଚାର

ନବରଙ୍ଗପୁର,୩୧ା୧(ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ପାତ୍ରୀ ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୪ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଭଗବତୀ ଭତରା(ମାଛଚିହ୍ନ), ହରପ୍ରିୟା ନାୟକ(ସୂର୍ଯ୍ୟ), ଲକ୍ଷ୍ମୀ ଜାନୀ(ଖୋଲାଛତା) ଓ ପୂର୍ଣ୍ଣିମା ଜାନୀ (ବହି) ଚିହ୍ନରେ ପ୍ରଚାର ଚଳାଇଛନ୍ତି। ପଞ୍ଚାୟତରେ...

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ ପାଇଁ ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ ଓ କର୍ଲାମୁଣ୍ଡା ପଞ୍ଚାୟତରେ ସମିତିସଭ୍ୟ...

ପୁରୁଖା କଂଗ୍ରେସ ପ୍ରାର୍ଥୀଙ୍କୁ ଟକ୍କର ଦେବେ ଦୁଇ ନୂଆ ମୁହଁ

ଉମରକୋଟ,୩୦ା୧(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ଜୋନ୍‌ ୧ ଜିଲା ପରିଷଦ ଆସନରେ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ସମ୍ଭାବନା ରହିଛି। ଏହି ଜୋନ୍‌ ୮ ପଞ୍ଚାୟତ ବୋକଦା, ବେହେଡା, ସୁକିଗାଁ, ଭାମିନି, ହୀରାପୁର, ଜାମରୁଣ୍ଡା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri