ପଞ୍ଚାୟତ ଇଲେକ୍ସନ

ରାସ୍ତା ମରାମତି ନ ହେଲେ ଭୋଟ ବର୍ଜନ ଚେତାବନୀ

ନବରଙ୍ଗପୁର, ୩୦ା୧ (ବି.ପ୍ର.)-ନବରଙ୍ଗପୁର ବ୍ଲକ ବଡ଼କୁମୁଲି ପଞ୍ଚାୟତ ଚିକିଲି ଗ୍ରାମରେ ଗ୍ରାମବାସୀ ଯାତାୟାତ ପାଇଁ ଦୀର୍ଘ ଦିନ ହେବ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରାମ ଭିତରେ ପ୍ରବେଶ କଲେ କାଦୁଅ ପଚପଚ ରାସ୍ତା ଯୋଗୁ ପ୍ରତିଦିନ ଅନେକ ଦୁର୍ଘଟଣା...

ବିଷମକଟକରେ ସୁଧୀର, ସାରକାଙ୍କ ପାଇଁ ସମ୍ମାନର ପ୍ରଶ୍ନ

ବିଷମକଟକ,୩୦ା୧(ଡି.ଏନ୍‌.ଏ.) ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ସ୍ଥାନରେ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରକ୍ରିୟା ସରିବା ପରେ ପ୍ରାର୍ଥୀଙ୍କୁ ଚିହ୍ନ ମିଳିଛି। ଏବେ ନେତାମାନେ ନିଜ ନିଜ ପ୍ରାର୍ଥୀଙ୍କୁ ବିଜୟୀ କରାଇବା ପାଇଁ ରଣନୀତି ତଥା ଅଙ୍କକଷା ଆରମ୍ଭ କରିଦେଲେଣି। ରାୟଗଡ଼ା ଜିଲା...

ତେନ୍ତୁଳିଗୁମ୍ମା ପଞ୍ଚାୟତ ସରପଞ୍ଚ, ସମସ୍ତ ଓ୍ବାର୍ଡମେମ୍ବର, ସମିତିସଭ୍ୟ ଅପ୍ରତିଦ୍ୱନ୍ଦ୍ୱୀ

ବୈପାରିଗୁଡ଼ା, ୩୦ା୧(ଡି.ଏନ୍‌.ଏ.) ବୈପାରିଗୁଡ଼ା ବ୍ଲକରେ ୨୪ ତାରିଖରେ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବୈପାରିଗୁଡ଼ା ବ୍ଲକରେ ୨୦ ପଞ୍ଚାୟତ ରହିଛି। ୧୦ ଲେଖାଏ ପଞ୍ଚାୟତକୁ ନେଇ ଜିଲା ପରିଷଦ ଜୋନ୍‌-୧...

ଆଦିବାସୀ ନୃତ୍ୟ, ସଙ୍ଗୀତ ଭିଡିଓ ଜରିଆରେ ଚାଲିଛି ପ୍ରଚାର

ମାଲକାନଗିରି,୩୦ା୧(ଡି.ଏନ୍‌.ଏ.) ଆଦିବାସୀ ବହୁଳ ମାଲକାନଗିରି ଜିଲାରେ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ସୋସିଆଲ ମିଡିଆ ପ୍ରଚାର ଚାଲିଛି। ଆଗଧାଡ଼ିର ନେତା ଓ କର୍ମୀମାନେ ବିଭିନ୍ନ ନୃତ୍ୟ ଓ ଗୀତର ଭିଡିଓ ମାଧ୍ୟମରେ ପ୍ରଚାର ଚଳାଇଛନ୍ତି। ଜିଲାର ଖଇରପୁଟ ବ୍ଲକ ଏକ...

ଗଡ଼ ଫେରିପାଇବା ଲକ୍ଷ୍ୟରେ ବିଜେଡି

ରାଇଘର, ୩୦ା୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଏବେ ନିର୍ବାଚନୀ ପ୍ରଚାର ଜୋର୍‌ଦାର ଚାଲିଛି। ଗ୍ରାମାଞ୍ଚଳରେ ନେତା ଡେରା ପକାଇ ଲୋକଙ୍କୁ ଏକାଠି କରି ଜୋର୍‌ଦାର ପ୍ରଚାର କରୁଛନ୍ତି। ଉମରକୋଟ ନିର୍ବାଚନମଣ୍ଡଳୀ ମଧ୍ୟରୁ ରାଇଘର ବ୍ଲକର ଚାରି ନମ୍ବର ଜିଲା ପରିଷଦ...

ବିଜେଡି-ଭାଜପା ମୁଖ୍ୟ ଲଢ଼େଇ

ଢେଙ୍କାନାଳ ଅଫିସ, ୩୦ା୧: ଜୋର୍‌ ଧରିଲାଣି ପ୍ରଚାର। ଗ୍ରାମାଞ୍ଚଳରେ ବଢ଼ିଲାଣି ନିର୍ବାଚନୀ ଉଷ୍ମତା। ଭୋଟରଙ୍କୁ ଆକୃଷ୍ଟ କରିବାକୁ ପ୍ରାର୍ଥୀ ଘରମୁହଁା ହୋଇଥିବାବେଳେ ସୋସିଆଲ ମିଡିଆରେ ଚାଲିଛି ନୀତିଆଦର୍ଶର ଲଢ଼େଇ। ଫେବୃୟାରୀ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ସରଗରମ ହୋଇଉଠିଲାଣି...

୨୩୭ ଅତି ସମ୍ବେଦନଶୀଳ ବୁଥ୍‌

କେନ୍ଦୁଝର,୩୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି ା ବିଶେଷ କରି ଅବାଧ, ଭୟମୁକ୍ତ ଓ ନିରପେକ୍ଷ ନିର୍ବାଚନ ପାଇଁ ଭୋଟ ଗ୍ରହଣ କେନ୍ଦ୍ର ଗୁଡିକର ସୁରକ୍ଷା ପ୍ରତି ଅଧିକ...

୪୫୫ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱ

ବାଲେଶ୍ୱର ଅଫିସ, ୩୦ା୧: ବାଲେଶ୍ୱର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜିଲାପରିଷଦ, ସରପଞ୍ଚ, ସମିତିସଭ୍ୟ ଓ ୱାର୍ଡ଼ମେମ୍ବର ପ୍ରାର୍ଥୀ ପାଇଁ ଜିଲାରେ ମୋଟ୍‌ ୧୨,୯୮୨ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ ରହିଛି। ସେଥିମଧ୍ୟରୁ ୨ ସରପଞ୍ଚ, ୩ ସମିତିସଭ୍ୟ, ୪୫୦ ୱାର୍ଡ଼ମେମ୍ବର...

ନିର୍ବାଚନୀ ହିଂସା ଏଡ଼ାଇବା ପାଇଁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ

ଗଞ୍ଜାମ,୩୦ା୧(ଡି.ଏନ୍‌.ଏ.): ଆସନ୍ତା ଫେବୃୟାରୀ ୨୦ରେ ଗଞ୍ଜାମ ବ୍ଲକରେ ଅନୁଷ୍ଠିତ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଗଞ୍ଜାମ ଥାନା ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ଆରମ୍ଭ ହୋଇଛି l କେମିତି ଶାନ୍ତି ଶୃଙ୍ଖଳା, ଅବାଧରେ ଭୋଟରମାନେ ନିଜର ମତଦାନ କରି ପାରିବେ...

୨୭୧୧ ବୁଥ୍‌ରୁ ୫ଶହ ଅତି ସମ୍ବେଦନଶୀଳ

ଖୋର୍ଦ୍ଧା ଅଫିସ,୩୦ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରି ରହିଛି। ଜିଲାରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୬ରେ ଟାଙ୍ଗୀ ଏବଂ ବୋଲଗଡ଼ ବ୍ଲକରେ ମତଦାନ କରାଯିବ। ୧୮ରେ...

ଦଳୀୟ ପ୍ରାର୍ଥୀଙ୍କୁ ଜବାବ ଦେବେ ସ୍ବାଧୀନ

ନିମାପଡ଼ା,୩୦।୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ନିମାପଡ଼ା ବ୍ଲକର ୧୮, ୧୯, ୨୦ ଓ ୨୧ନଂ. ଆଦି ୪ ଜିଲା ପରିଷଦ ଜୋନ୍‌ ନିମନ୍ତେ ମୋଟ୍‌ରେ ୧୮ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ସେହିପରି ବ୍ଲକର ୩୨ ପଞ୍ଚାୟତରେ...

ଅସନ୍ତୁଷ୍ଟ କର୍ମୀ, ନେତାଙ୍କ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର ଅଫିସ, ୩୦ା୧: ଜଗତ୍‌ସିଂହପୁର ଜିଲା ପରିଷଦର ୩ନଂ.ଜୋନ୍‌ରେ ସଭ୍ୟ ପଦ ପାଇଁ ବିଜେଡି, କଂଗ୍ରେସ, ଭାଜପା ଓ ବିଏସ୍‌ପି ପକ୍ଷରୁ ପ୍ରାର୍ଥୀ ଦିଆଯାଇଥିବାବେଳେ ସେଠାରେ ବିଶେଷକରି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଆଲୋଚନା ହେଉଛି। ନିର୍ବାଚନରେ କଂଗ୍ରେସ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri