ତୃଣମୂଳସ୍ତର ସ୍ଥିତି ପରଖୁଛନ୍ତି ନେତା, ଜୋର୍ଦାର୍ ହେବ ଲଢ଼େଇ
କେନ୍ଦ୍ରାପଡ଼ା ଅଫିସ, ୩୦।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଚାର ଆରମ୍ଭ ହୋଇଛି। ପ୍ରତି ଗ୍ରାମରେ ଭୋଜିଭାତ ଚାଲିଛି। ସମର୍ଥିତ ପ୍ରାର୍ଥୀଙ୍କ ସହ ରାଜନେତାମାନେ ପ୍ରଚାର କାର୍ଯ୍ୟରେ ସାମିଲ ହୋଇ ତୃଣମୂଳସ୍ତରର ସ୍ଥିତି ପରଖୁଛନ୍ତି। ଆଞ୍ଚଳିକ ସମସ୍ୟା ସହ...