ବାଲେଶ୍ୱରରେ ୧୧ ଜିଲା ପରିଷଦ ଆସନ ହାତେଇନେଲା ବିଜେଡି, ଭାଜପାର ହାତରେ ୨
ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ପ୍ରଥମ ପର୍ଯ୍ୟାୟରେ ୧୩ ଜିଲା ପରିଷଦ ଜୋନ୍ର ଭୋଟ ଗଣତି ହୋଇଥିଲା । ଏହି ଭୋଟ ଗଣତି ରାତି ପର୍ଯ୍ୟନ୍ତ ଚାଲିଥିଲା । ଗଣତି ପରେ ଏହାର ଫଳାଫଳ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି...
ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ପ୍ରଥମ ପର୍ଯ୍ୟାୟରେ ୧୩ ଜିଲା ପରିଷଦ ଜୋନ୍ର ଭୋଟ ଗଣତି ହୋଇଥିଲା । ଏହି ଭୋଟ ଗଣତି ରାତି ପର୍ଯ୍ୟନ୍ତ ଚାଲିଥିଲା । ଗଣତି ପରେ ଏହାର ଫଳାଫଳ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି...
ଭୁବନେଶ୍ୱର,୨୭।୨(ବ୍ୟୁରୋ): ରବିବାର ପଞ୍ଚାୟତ ନିର୍ବାଚନ ଭୋଟ ଗଣତିର ଦ୍ୱିତୀୟ ଦିନ। ଶନିବାର ପ୍ରଥମ ଦିନର ଗଣତି ଆରମ୍ଭ ହୋଇଥିଲେ ହେଁ ତାହା ଶେଷ ହୋଇପାରି ନାହିଁ। ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍ରେ ଭୋଟ ଗଣତି ଆରମ୍ଭ କରାଯାଇଥିଲା।...
ବରଗଡ଼ ଅଫିସ,୨୬ା୨: ବରଗଡ଼ ଜିଲା ସୋହେଲା(ଜିଲା ପରିଷଦ ଜୋନ-୩୨) ଏବଂ ଅମ୍ବାଭୋନା(ଜିଲା ପରିଷଦ ଜୋନ-୫)ର ଭୋଟ ଗଣତି ସରିଛି। ଉଭୟ ଜୋନରେ ବିଜେଡି ବାଜିମାତ୍ କରିଛି । ସୋହେଲାରେ ଦଳୀୟ ପ୍ରାର୍ଥିନୀ ଜାଇଫୁଲ ସିଂ ବରିହା ତାଙ୍କ ନିକଟତମ ପ୍ରାର୍ଥିନୀ...
ଗଞ୍ଜାମ,୨୬ା୨(ଡି.ଏନ୍.ଏ.): ଗଞ୍ଜାମ ବ୍ଲକର ୧୪ ନମ୍ବର ଜୋନ୍ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗଣତି ଜାରି ରହିଛି l ଖବର ଶେଷ ସୁଦ୍ଧା ପ୍ରାୟ ୩୨ ଓ୍ବାର୍ଡ ସଭ୍ୟ ଗଣତି ସମ୍ପୂର୍ଣ୍ଣ ହୋଇଥିବା ବେଳେ ଅନ୍ୟାନ୍ୟ ପଞ୍ଚାୟତର ଓ୍ବାର୍ଡଗୁଡ଼ିକର ଭୋଟ୍ ଗଣତି...
କେନ୍ଦୁଝର,୨୬ା୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩୭ ଜିଲା ପରିଷଦ ଜୋନ୍ ମଧ୍ୟରୁ ୩୬ଟିରେ ନିର୍ବାଚନ ପରେ ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ମଧ୍ୟରେ ଭୋଟ୍ ଗଣତି ୧୩ଟି ବ୍ଲକ ମୁଖ୍ୟାଳୟରେ ଆରମ୍ଭ ହୋଇଛି। ଆନନ୍ଦପୁର...
ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ୩୧୫ ଜିଲା ପରିଷଦ ଜୋନ୍ରେ ଗଣତି ଚାଲିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆସିଥିବା ରିପୋର୍ଟ ଅନୁଯାୟୀ ୩୧୫ ଜିଲା ପରିଷଦ ଜୋନ୍ରୁ ୨୭୫ରେ ବିଜେଡି ଆଗୁଆ ରହିଛି। ଭାଜପା...
ସୋରଡ଼ା,୨୬ା୨(ଡି.ଏନ୍.ଏ.): ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ଫଳାଫଳ ଆସିଛି। ଗଞ୍ଜାମ ଜିଲା ସୋରଡ଼ାର ୬୩ ନମ୍ବର ଜୋନ୍ର ବିଜେଡି ପ୍ରାର୍ଥୀ ସମରେନ୍ଦ୍ର କୁମାର ସାହୁ ବିଜୟୀ ହୋଇଛନ୍ତି। ବିଜେଡି ୬୩ ନମ୍ବର ଜୋନରେ ୨୯୪୪ ଖଣ୍ଡ ଭୋଟ୍ ପାଇଥିବାବେଳେ...
ଅମରପାଲି,୨୬ା୨(ଡି.ଏନ୍.ଏ.): ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନର ଭୋଟ ଗଣତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ୧ ନଂ. ଜୋନ୍ରେ ଚତୁର୍ଥ ରାଉଣ୍ଡ ପରେ କଂଗ୍ରେସର ଲବ କୁମାର ସାହୁ ବିଜେଡିର ରଞ୍ଜିତ ରଥଙ୍କ ଠାରୁ ୬୬ଖଣ୍ଡ ଭୋଟ ଆଗରେ...
କେସିଙ୍ଗା,୨୬ା୨(ଡି.ଏନ୍.ଏ.): କଳାହାଣ୍ଡି କେସିଙ୍ଗା ବ୍ଲକର ୧ ନଂ ଜୋନ୍ରେ ଶନିବାର ଭୋଟ୍ ଗଣତି ଆରମ୍ଭ ହୋଇଛି। ଏହି ଗଣତିରେ ବିଜେଡି ପ୍ରାର୍ଥିନୀ ଦୀପାଞ୍ଜଳି ସାହୁ ୩୧୬୫ ଭୋଟ୍ ପାଇଥିବା ବେଳେ ଭାଜପାର ନମିତାରାଣୀ ସାହୁ ୧୩୧୦ ଭୋଟ ପାଇଛନ୍ତି। କଂଗ୍ରେସରୁ...
ବରଗଡ଼ ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଜାରି ରହିଛି । ତେବେ ନିର୍ବାଚନ ମଇଦାନକୁ ପୁଣି ପ୍ରାର୍ଥିଭାବେ ଓହ୍ଲାଇଥିବା ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ଏବଂ ଗୀତାଞ୍ଜଳି ପୁଟା ଏପର୍ଯ୍ୟନ୍ତ...
ନୟାଗଡ଼ ଅଫିସ,୨୬।୨: ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି। ଇତିମଧ୍ୟରେ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଗଣିଆ ବ୍ଲକର ୮ ନମ୍ବନ ଜୋନରେ ଭାଜପା ଆଗୁଆ, ନୟାଗଡ଼ ବ୍ଲକର ୧୬ ନମ୍ବର ଜୋନରେ ବିଜେଡି ଆଗୁଆ,...
ଅମରପାଲି,୨୬।୨(ଡି.ଏନ.ଏ.): ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଜୋନ-୧ରେ ପ୍ରଥମ ରାଉଣ୍ଡ ପରେ ବିଜେଡିର ରଞ୍ଜିତ ରଥ କଂଗ୍ରେସର ଲବ କୁମାର ସାହୁଙ୍କଠାରୁ ୧୧୩ ଖଣ୍ଡ ଭୋଟ ଆଗରେ ରହିଛନ୍ତି। ପ୍ରଥମ...