ପଞ୍ଚାୟତ ଇଲେକ୍ସନ

୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ

ମାଲକାନଗିରି,୨୪ା୨(ଡି.ଏନ୍‌.ଏ.): ରାଜ୍ୟରେ ଚାଲିଛି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ନିର୍ବାଚନରେ ୨୫ ଜିଲାର ୧୩୧ ଜିଲା ପରିଷଦ ଜୋନ୍‌ ପାଇଁ ଭୋଟିଂ ଚାଲିଛି। ତେବେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି...

ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁଥିଲା ବିଜେଡି: ଅଭିଯୋଗ ଆଣିଲା ଭାଜପା

ପାଟଣା,୨୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ୨୯ ନମ୍ବର ଜୋନ୍‌ ତେଣ୍ଡେରା ପଞ୍ଚାୟତ ଭାଣ୍ଡାରୀ ବିଲା ଓ ଖିଲାରୀ ପାଟ ଗାଁରେ ବୁଧବାର ରାତିରୁ ବଡ଼ବିଲରୁ ଆସିଥିବା କେତେକ ଗୁଣ୍ଡା ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁ ଥିବାର ଘଟଣାଟି...

ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ

ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍‌.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି ଜିଲା ପରିଷଦ ଜୋନ୍‌ ପାଇଁ ହେଉଛି ଭୋଟ୍‌ ଗ୍ରହଣ l ଗୋଷାଣୀ ବ୍ଲକରେ...

ଆଜି ଅନ୍ତିମ ପର୍ଯ୍ୟାୟ: ୭ଟାରୁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗୁରୁବାର ସକାଳ ୭ଟାରୁ ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଲାଗି ମତଦାନ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସକାଳୁ ସକାଳୁ ବିଭିନ୍ନ ବୁଥ୍‌ରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଅପରାହ୍ନ ୧ଟା...

କେସିଙ୍ଗା ବ୍ଲକରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

କେସିଙ୍ଗା,୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୦୫ ବୁଥ ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ସକାଳ ୭ରୁ ଆରମ୍ଭ ହୋଇଛି। ଏହି ବ୍ଲକର ୨୬ ଟି ପଞ୍ଚାୟତରେ ୭୭ ହଜାର ୭୬୩ ଭୋଟର ରହିଛନ୍ତି। ବ୍ଲକର ୩ ଟି...

ବରୀ, ରସୁଲପୁରରେ ଆଜି ଶେଷ ପର୍ଯ୍ୟାୟ ମତଦାନ

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲାରେ ୫ମ ତଥା ଶେଷ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ରସୁଲପୁର ଓ ବରୀ ବ୍ଲକ୍‌ର ୮ ଜିଲା ପରିଷଦ ଜୋନ୍‌ ଅନ୍ତର୍ଗତ ୭୨ ପଞ୍ଚାୟତରେ ମତଦାନ ଗୁରୁବାର ଅନୁଷ୍ଠିତ ହେବ। ପଞ୍ଚାୟତ ନିର୍ବାଚନ ଆରମ୍ଭରୁ ହିଂସା,...

ଆସନ୍ତାକାଲି ସରିବ ପଞ୍ଚାୟତ ନିର୍ବାଚନ, ଜାଣନ୍ତୁ ଏଥର କେମିତି ହେବ ଗଣତି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର ସରିବ ମତଦାନ। ତେବେ ୨୬ରୁ ଭୋଟ୍‌ ଗଣତି ଆରମ୍ଭ ହେବ। ପୂର୍ବରୁ ବୁଥ୍‌ରେ ଗଣତି କରାଯାଇ ସେହିଦିନ ପ୍ରାର୍ଥୀଙ୍କ ଫଳାଫଳ ଘୋଷଣା କରାଯାଉଥିଲା। ମାତ୍ର ଚଳିତଥର ଗଣତି ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି।...

ପ୍ରଚାର ଅବଧି ଶେଷ ପରେ ବି ଘରକୁ ଘର ବୁଲୁଛନ୍ତି ଏମ୍‌ପି, ଘେରିଲେ ଭାଜପା କର୍ମୀ

ସୁନ୍ଦରଗଡ଼,୨୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୁନ୍ଦରଗଡ଼ ଜିଲାର ସଦର, ଟାଙ୍ଗରପାଲି ଓ ଗୁରଣ୍ଡିଆ ବ୍ଲକର ୬ଟି ଜିଲାପରିଷଦ ଜୋନ୍‌ରେ ଗୁରୁବାର ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏଥିପାଇଁ ମଙ୍ଗଳବାର ସନ୍ଧ୍ୟାଠାରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହା...

୪୫ ବୁଥ୍‌ରେ ଶେଷ ହେଲା ସାନି ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଜାରି ରହିଛି। ଏହାର ଅନ୍ତିମ ତଥା ୫ମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଅପରପକ୍ଷେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୪୫ ବୁଥରେ ବିଭିନ୍ନ କାରଣରୁ ଭୋଟିଂ ରଦ୍ଦ ହୋଇଥିଲା। ଏଠାରେ...

ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଲଞ୍ଚ୍‌ରେ ସ୍ବାଭିମାନ ଅଞ୍ଚଳକୁ ଗଲେ ପୋଲିଂ ପାର୍ଟି

ଚିତ୍ରକୋଣ୍ଡା,୨୩ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ଗୁରୁବାର ହେବ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ। ଚିତ୍ରକୋଣ୍ଡା ବ୍ଲକର ୧୮ଟି ପଞ୍ଚାୟତର ୨୨୨ଟି ଓ୍ବାର୍ଡର ୨୩୩ଟି ବୁଥ୍‌ରେ ୪୧୭୮୨ ଜଣ ଭୋଟର କରିବେ ମତଦାନ।...

ବୁଧବାର ୪୫ ସ୍ଥାନରେ ସାନି ମତଦାନ

ଭୁବନେଶ୍ୱର,୨୨ା୨(ବ୍ୟୁରୋ)-ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଜାରି ରହିଛି । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟଗ୍ରହଣରେ ବାଧା ସୃଷ୍ଟି ହୋଇଥିବା ୪୫ଟି ସ୍ଥାନରେ ବୁଧବାର ପୁନଃ ମତଦାନ ହେବ। ସକାଳ ୯ଟାରୁ ଅପରାହ୍ନ ୩ଟା ଯାଏ ଭୋଟଗ୍ରହଣ କରାଯିବ। ରାଜ୍ୟର ୯...

ଚତୁର୍ଥ ପର୍ଯ୍ୟାୟ: ରାଜ୍ୟରେ ୭୩% ମତଦାନ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶେଷ ହୋଇଛି ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ମଙ୍ଗଳବାର ସକାଳ ୭ଟାରୁ ଏଥିଲାଗି ଭୋଟ ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୧ଟା ଯାଏ ଚାଲିଥିଲା। ତେବେ ପ୍ରାରମ୍ଭିକ ରିପୋର୍ଟ ଅନୁସାରେ ଏହି ପର୍ଯ୍ୟାୟରେ ୭୩% ମତଦାନ ହୋଇଛି। ରାଜ୍ୟରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri