Advertisement

ଫଟୋରେ ଖବର

ଭୁବନେଶ୍ୱରସ୍ଥିତ ୧୨୦ ବାଟାଲିୟନଠାରେ ଶହୀଦ ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।ଭୁବନେଶ୍ୱରସ୍ଥିତ ୧୨୦ ବାଟାଲିୟନଠାରେ ଶହୀଦ ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।

ଭୁବନେଶ୍ୱରସ୍ଥିତ ୧୨୦ ବାଟାଲିୟନଠାରେ ଶହୀଦ ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।

ଭୁବନେଶ୍ୱରସ୍ଥିତ ୧୨୦ ବାଟାଲିୟନଠାରେ ଶହୀଦ ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।

6 years ago
ଏସ୍‌ଆଇଟି ବୈଠକରେ ଯୋଗଦେବାକୁ ଯାଉଥିବା ପଦାଧିକାରୀଏସ୍‌ଆଇଟି ବୈଠକରେ ଯୋଗଦେବାକୁ ଯାଉଥିବା ପଦାଧିକାରୀ

ଏସ୍‌ଆଇଟି ବୈଠକରେ ଯୋଗଦେବାକୁ ଯାଉଥିବା ପଦାଧିକାରୀ

ଜଷ୍ଟିସ୍‌ ଅରିଜିତ ପଶାୟତଙ୍କ ବାସଭବନରେ ଆୟୋଜିତ ଏସ୍‌ଆଇଟି ବୈଠକରେ ଯୋଗଦେବାକୁ ଯାଉଛନ୍ତି ପଦାଧିକାରୀମାନେ।

6 years ago
ସିଂହଦ୍ୱାରରେ ସ୍ଥାପନ ହେଲା ଜୟ, ବିଜୟ ମୂର୍ତ୍ତିସିଂହଦ୍ୱାରରେ ସ୍ଥାପନ ହେଲା ଜୟ, ବିଜୟ ମୂର୍ତ୍ତି

ସିଂହଦ୍ୱାରରେ ସ୍ଥାପନ ହେଲା ଜୟ, ବିଜୟ ମୂର୍ତ୍ତି

ଶ୍ରୀମନ୍ଦିର ସିଂହଦ୍ୱାରରେ ଦ୍ୱାରପାଳ ଜୟ ଓ ବିଜୟଙ୍କ ନବନିର୍ମିତ ମୂର୍ତ୍ତି ସ୍ଥାପନ କରାଯାଇଛି।

6 years ago
ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତିସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତି

ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତି

ସ୍ନାନବେଦିକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି।

6 years ago
ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସ୍ନାନବେଦୀକୁ ପହଣ୍ଡି ସମୟରେ ବ୍ୟବହୃତ ଟାହିଆକୁ କଟକ ଫିରିଙ୍ଗି ବଜାରଠାରେ ପ୍ରସ୍ତୁତ କରୁଥିବା ଯୁବତୀମାନେଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସ୍ନାନବେଦୀକୁ ପହଣ୍ଡି ସମୟରେ ବ୍ୟବହୃତ ଟାହିଆକୁ କଟକ ଫିରିଙ୍ଗି ବଜାରଠାରେ ପ୍ରସ୍ତୁତ କରୁଥିବା ଯୁବତୀମାନେ

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସ୍ନାନବେଦୀକୁ ପହଣ୍ଡି ସମୟରେ ବ୍ୟବହୃତ ଟାହିଆକୁ କଟକ ଫିରିଙ୍ଗି ବଜାରଠାରେ ପ୍ରସ୍ତୁତ କରୁଥିବା ଯୁବତୀମାନେ

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସ୍ନାନବେଦୀକୁ ପହଣ୍ଡି ସମୟରେ ବ୍ୟବହୃତ ଟାହିଆକୁ କଟକ ଫିରିଙ୍ଗି ବଜାରଠାରେ ପ୍ରସ୍ତୁତ କରୁଥିବା ଯୁବତୀମାନେ

6 years ago
ଜୋବ୍ରା ମାରିଟାଇମ୍‌ ମ୍ୟୁଜିୟମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍କଳ ଜନନୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ।ଜୋବ୍ରା ମାରିଟାଇମ୍‌ ମ୍ୟୁଜିୟମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍କଳ ଜନନୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ।

ଜୋବ୍ରା ମାରିଟାଇମ୍‌ ମ୍ୟୁଜିୟମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍କଳ ଜନନୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ।

ଜୋବ୍ରା ମାରିଟାଇମ୍‌ ମ୍ୟୁଜିୟମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍କଳ ଜନନୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ।

6 years ago
କଟକରେ ପାକ୍‌ ମୌସୁମୀ ବର୍ଷାକଟକରେ ପାକ୍‌ ମୌସୁମୀ ବର୍ଷା

କଟକରେ ପାକ୍‌ ମୌସୁମୀ ବର୍ଷା

କଟକରେ ପାକ୍‌ ମୌସୁମୀ ବର୍ଷା

6 years ago
ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ।

6 years ago
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ‘ଧରିତ୍ରୀ’ ତଥା ‘ଓଡ଼ିଶା ପୋଷ୍ଟ’ ପରିବାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ।

6 years ago
ମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀ

ମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ଓଡ଼ିଶା ଆସି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

6 years ago