ଓଡ଼ିଶା: ଆଜିର ଫଟୋ (ମେ ୧୮, ୨୦୨୨)
ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟରେ ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ ପାଳିତ ଅଗ୍ନିଶମ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟରେ ଅଗ୍ନି ନିରାପତ୍ତା ମକଡ୍ରିଲ କଟକ ଜ଼ିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜ଼ିଲ୍ଲା ପରିଷଦ ବୈଠକ
ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟରେ ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ ପାଳିତ ଅଗ୍ନିଶମ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟରେ ଅଗ୍ନି ନିରାପତ୍ତା ମକଡ୍ରିଲ କଟକ ଜ଼ିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜ଼ିଲ୍ଲା ପରିଷଦ ବୈଠକ
ରାଜଧାନୀରେ ପ୍ରବଳ ଖରା: ଭୁବନେଶ୍ୱର ଭିଏସଏସ ନଗର ରାସ୍ତାରେ ଶୋଷ ମେଣ୍ଟାଇବାକୁ ଜଣେ ବ୍ୟକ୍ତି ଟ୍ୟାପରୁ ପାଣି ପିଉଛନ୍ତି ଭୁବନେଶ୍ୱର ଲୋକସେବା ଭବନରେ ନବନିଯୁକ୍ତ ଅଧ୍ୟାପକଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ମୁଖ୍ୟମନ୍ତ୍ରୀ କଟକ ଶହୀଦ ଭବନରେ ପୋଲିସ ଏବଂ...
ଭୁବନେଶ୍ୱର ଭଞ୍ଜ କଳାମଣ୍ଡପରେ ନାଟକ ‘ଭଗବାନ ଜଗନ୍ନାଥ କଥା’ ପରିବେଷଣ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ପକ୍ଷରୁ ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଉଦଘାଟନୀ ଉତ୍ସବରେ ବିଧାୟକ ଅନନ୍ତ ନାରାୟଣ ଜେନା, ଖଦି...
କଟକ ନରାଜ ଆନିକଟରେ ଜାଲ ପକାଇ ମାଛ ଧରା ଚାଲିଛି ଭୁବନେଶ୍ୱର ସିଏସଆର-ଆଇଏମଏମଟି ପରିସରରେ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ଉପଲକ୍ଷେ ଆୟୋଜିତ ବିଜ୍ଞାନ ମେଳା ଭୁବନେଶ୍ୱରରେ ଆୟୋଜିତ ମାଇନିଂରେ ନୂତନ ଯନ୍ତ୍ରପାତି ଏବଂ ପ୍ରଯୁକ୍ତିବିଦ୍ୟା ବ୍ୟବହାର ସମ୍ପର୍କିତ କର୍ମଶାଳା
ଭୁବନେଶ୍ୱରରେ ସମ୍ଭାବ୍ୟ ବାତ୍ୟା ଯୋଗୁ ସୃଷ୍ଟ ଲଘୁଚାପଜନିତ ବର୍ଷା ବିଶ୍ୱ ଲୁପସ୍ ଦିବସ ପାଳନ ଅବସରରେ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରୁ ରାମ ମନ୍ଦିର ଅଭିମୁଖେ ସଚେତନତା ପରିକ୍ରମା ଭୁବନେଶ୍ୱର ସହୀଦ ନଗରରେ ଦିବ୍ୟାଙ୍ଗ ପିଲାଙ୍କ ପାଇଁ ସେନସରି...
ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟଙ୍କ ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଓଡିଶା ଫାୟାର ଆଣ୍ଡ ଡିଜାଷ୍ଟର ଆକାଡ଼େମୀ ପରିଦର୍ଶନ ଭୁବନେଶ୍ୱର ମେ ଫେୟାର ହୋଟେଲରେ ଅବିନାଶ ଖେମକାଙ୍କ ପୁସ୍ତକ ‘ଦ ମ୍ୟାଜିକ ଅଫ ମଙ୍ଗଳାଯୋଡ଼ି’ ପୁସ୍ତକ...
ଜାତୀୟ ଶିକ୍ଷା ନୀତି ୨୦୨୦କୁ ବାତିଲ କରିବା ଦାବି ନେଇ ଏଆଇଡିଏସଓ ପକ୍ଷରୁ ରେଭେନଶା ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ଦସ୍ତଖତ ଅଭିଯାନ କଟକ ଶହୀଦ ଭବନରେ ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ‘ସ୍ମୃତିରେ ବୀଣାପାଣି’...
ପବିତ୍ର ରମଜାନ ମାସରେ ଭୁବନେଶ୍ୱର ୟୁନିଟ-୪ ମସଜିଦ ପରିସରରେ ରୋଜା ରଖିଥବା ଶ୍ରଦ୍ଧାଳୁଙ୍କ ସମୂହ ପ୍ରାର୍ଥନା ଭୁବନେଶ୍ୱରସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟରେ ୫୧ତମ ସମାବର୍ତ୍ତନ ଉତ୍ସବ ଗଣକବି ବୈଷ୍ଣବ ପାଣିଙ୍କ ଶ୍ରାଦ୍ଧ ଦିବସ ଅବସରରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଙ୍ଗୀତ...
ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନଠାରେ ରାଜ୍ୟସ୍ତରୀୟ ପାଇକ ସମାବେଶ ଏବଂ ରାଲି ଖରା ବଢିବା ସାଙ୍ଗକୁ ବଢୁଛି ତାଳସଜର ଚାହିଦା: ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆ ରାସ୍ତା ପାର୍ଶ୍ୱରେ ତାଳସଜ ବିକ୍ରି ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଏକ ବୃକ୍ଷକୁ ରକ୍ଷା...
ଖରା ବଢ଼ିବା ସାଙ୍ଗକୁ ଅସହ୍ୟ ଗରମ ଯୋଗୁ ଭୁବନେଶ୍ୱରରେ ଜନଜୀବନ ଅସ୍ତବ୍ୟସ୍ତ ଭୁବନେଶ୍ୱର ପିଏମଜି ରୋଡ଼ରେ ଆଖୁରସ ପିଇବାକୁ ଭିଡ଼ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି...
ଏଫଆଇଏଚ ପ୍ରୋ ଲିଗ ପାଇଁ ଭୁବନେଶ୍ୱର ପହଞ୍ଚିଛି ନେଦରଲାଣ୍ଡସ ମହିଳା ହକି ଟିମ ଶ୍ରୀମନ୍ଦିର ନୂତନ ମୁଖ୍ୟ ପ୍ରଶାସକ ଵୀରବିକ୍ରମ ଯାଦବ ମହାପ୍ରଭୁଙ୍କ ଦର୍ଶନ କରି ଫେରୁଛନ୍ତି କଟକ ତୁଳସୀପୁରସ୍ଥିତ ଓଡ଼ିଶା ପୋଲିସ ହାଇସ୍କୁଲରେ ଅନୁଷ୍ଠିତ କଟକ ଜିଲା ସ୍କାଉଟ...
ଭୁବନେଶ୍ୱର କ୍ୟାପିଟାଲ ଗ୍ରାଉଣ୍ଡରେ ଓଡିଶା ଓମେନ୍ସ ଫୁଟବଲ ଲିଗ ମ୍ୟାଚ ଭୁବନେଶ୍ୱର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ମହାନଗର ନିଗମ ନିର୍ଵାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଟକ ଶହୀଦ ଭବନରେ ଖୋଲିଥିବା କାଉଣ୍ଟରରୁ ମହାନଗର ନିଗମ ନିର୍ଵାଚନ ପାଇଁ...