Advertisement

ରାଜନୀତି

୩ୟ ପର୍ଯ୍ୟାୟର ୬ ଲୋକ ସଭା ଆସନରେ ଜିତୁଛୁ: ଭାଜପା୩ୟ ପର୍ଯ୍ୟାୟର ୬ ଲୋକ ସଭା ଆସନରେ ଜିତୁଛୁ: ଭାଜପା

୩ୟ ପର୍ଯ୍ୟାୟର ୬ ଲୋକ ସଭା ଆସନରେ ଜିତୁଛୁ: ଭାଜପା

ଭୁବନେଶ୍ୱର, ୨୬।୫: ରାଜ୍ୟରେ ବର୍ତମାନ ୩ୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଓଡ଼ିଶାର ସାଧାରଣ ନାଗରିକ ସରକାର ପରିବର୍ତନ କରିବା ପାଇଁ ନିଷ୍ପତି ନେଇଥିବା ଜନମତରୁ ସ୍ପଷ୍ଟ…

11 months ago
ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ରଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର

ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର

ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍‌ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ…

11 months ago
ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪…

11 months ago
ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ।…

11 months ago
ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ

ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ

ଭୁବନେଶ୍ୱର,୨୫ା୫: ବିଜୁ ଜନତା ଦଳ (ବିଜେଡି) ନେତା ସୁବାସିନି ଜେନାଙ୍କ ସମ୍ପତ୍ତି ପ୍ରାୟ ୧୩୫ କୋଟି ଟଙ୍କା ରହିଛି ଯାହା ଜୁନ ୧ ରେ ହେବାକୁ ଥିବା…

11 months ago
ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌ ଭଙ୍ଗାରୁଜା…

11 months ago
ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାରଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି…

11 months ago
ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଓଡ଼ିଶାରୁ ବିଜେଡିକୁ ହଟାଇବୁ: ସ୍ମୃତି ଇରାନୀଆମେଠିରୁ ରାହୁଲଙ୍କୁ ହଟାଇଛୁ, ଓଡ଼ିଶାରୁ ବିଜେଡିକୁ ହଟାଇବୁ: ସ୍ମୃତି ଇରାନୀ

ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଓଡ଼ିଶାରୁ ବିଜେଡିକୁ ହଟାଇବୁ: ସ୍ମୃତି ଇରାନୀ

କୁଜଙ୍ଗ,୨୫।୫: ଓଡ଼ିଶାରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ଏଠାରେ ସେ ବିଜେଡି ଉପରେ…

11 months ago
ଢେଙ୍କାନାଳରେ ଭୋଟ ଦେଲେ ତଥାଗତଢେଙ୍କାନାଳରେ ଭୋଟ ଦେଲେ ତଥାଗତ

ଢେଙ୍କାନାଳରେ ଭୋଟ ଦେଲେ ତଥାଗତ

ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି। କଙ୍କଡ଼ାହାଡ଼…

11 months ago
ମତଦାନ ଆରମ୍ଭରୁ ଏକାଧିକ ବୁଥରେ ଇଭିଏମ୍‌ ତ୍ରୁଟିମତଦାନ ଆରମ୍ଭରୁ ଏକାଧିକ ବୁଥରେ ଇଭିଏମ୍‌ ତ୍ରୁଟି

ମତଦାନ ଆରମ୍ଭରୁ ଏକାଧିକ ବୁଥରେ ଇଭିଏମ୍‌ ତ୍ରୁଟି

ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟ । ଏନେଇ ପ୍ରତିଟି ବୁଥରେ ଆବଶ୍ୟକ ପ୍ରସ୍ତୁତି ହୋଇଥିଲେ ମଧ୍ୟ କେତେକ ବୁଥରେ ଇଭିଏମ୍‌ ମେଶିନରେ ତ୍ରୁଟି ପରିଲକ୍ଷିତ…

11 months ago