Advertisement

ରାଜନୀତି

ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ‘ବବିଙ୍କୁ ଭୋଟ ଦେଇ ସେବା କରିବାର ସୁଯୋଗ ଦେବେ’ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ‘ବବିଙ୍କୁ ଭୋଟ ଦେଇ ସେବା କରିବାର ସୁଯୋଗ ଦେବେ’

ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ‘ବବିଙ୍କୁ ଭୋଟ ଦେଇ ସେବା କରିବାର ସୁଯୋଗ ଦେବେ’

ଭୁବନେଶ୍ବର,୨୨।୫: ରାଜ୍ୟରେ ତୃତୀୟ ପର୍ଯ୍ୟୟ ମତାଦାନକୁ ଆଉ ଖୁବ କମ୍‌ ଦିନ ବାକି ରହିଛି। ୨୫ ତାରିଖରେ ହେବାକୁ ଥିବା ଏହି ନିର୍ବାଚନରେ ଢେଙ୍କାନାଳ, କେନ୍ଦୁଝର, କଟକ,…

11 months ago
ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ: ଭିଡିଓ ଶେୟାର କରି କହିଲେ ଏମିତି କଥାବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ: ଭିଡିଓ ଶେୟାର କରି କହିଲେ ଏମିତି କଥା

ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ: ଭିଡିଓ ଶେୟାର କରି କହିଲେ ଏମିତି କଥା

ଭୁବନେଶ୍ୱର,୨୨।୫: ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ଏକ…

11 months ago
ପ୍ରଚାର ବେଳେ ବିଜେଡି ପ୍ରାର୍ଥୀଙ୍କୁ ପଥରମାଡ଼ ଉଦ୍ୟମପ୍ରଚାର ବେଳେ ବିଜେଡି ପ୍ରାର୍ଥୀଙ୍କୁ ପଥରମାଡ଼ ଉଦ୍ୟମ

ପ୍ରଚାର ବେଳେ ବିଜେଡି ପ୍ରାର୍ଥୀଙ୍କୁ ପଥରମାଡ଼ ଉଦ୍ୟମ

ବିଶୋଇ,୨୨ା୫ (ଅମିତ ଦାସ):ମୟୂରଭଞ୍ଜ ଜିଲା ସାରସକଣା ବିଧାନସଭା କ୍ଷେତ୍ର ଅଧୀନ ବିଜାତଳା ବ୍ଲକ ଅଞ୍ଚଳରେ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ଡା.ଦେବାଶିଷ ମାର୍ଣ୍ଡିଙ୍କ ଉପରକୁ ପଥର…

11 months ago
୨୩ରେ ଓଡ଼ିଶା ଆସିବେ ଯୋଗୀ, ନଡ୍ଡା୨୩ରେ ଓଡ଼ିଶା ଆସିବେ ଯୋଗୀ, ନଡ୍ଡା

୨୩ରେ ଓଡ଼ିଶା ଆସିବେ ଯୋଗୀ, ନଡ୍ଡା

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନ ଲାଗି ଭାଜପାର ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଜାରି କରିଛନ୍ତି। ବିଭିନ୍ନ ଭାଜପା ଶାସିତ…

11 months ago
‘ଭାଜପାର ଭବିଷ୍ୟବାଣୀ ଭୁଲ୍‌ ପ୍ରମାଣିତ ହେବ’‘ଭାଜପାର ଭବିଷ୍ୟବାଣୀ ଭୁଲ୍‌ ପ୍ରମାଣିତ ହେବ’

‘ଭାଜପାର ଭବିଷ୍ୟବାଣୀ ଭୁଲ୍‌ ପ୍ରମାଣିତ ହେବ’

ଭୁବନେଶ୍ୱର, ୨୨।୫(ଅସମାପିକା ସାହୁ):ନବୀନ ପଟ୍ଟନାୟକ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଓଡ଼ିଶାରେ ତାଙ୍କ ସପକ୍ଷରେ ହାୱା ରହିଛି। ୨୦୧୯ ଭଳି ୨୦୨୪ରେ ମଧ୍ୟ ଭାଜପାର ଭବିଷ୍ୟବାଣୀ…

11 months ago
ବିଜେଡି ଛାଡ଼ିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସବିଜେଡି ଛାଡ଼ିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ବିଜେଡି ଛାଡ଼ିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨୨।୫(ସୁନିତ୍‌ ମିଶ୍ର):ନିକଟରେ ବିଜେଡିରୁ ଇସ୍ତଫାଦେଇ ଭାଜପାରେ ଯୋଗ ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ, ହିନ୍ଦୋଳ…

11 months ago
ଓଡ଼ିଶା, ଆସାମ ସମେତ ଏହି ସବୁ ରାଜ୍ୟରେ ଭାଜପାକୁ ମିଳିବ ଏତିକି ସିଟ୍‌, ପ୍ରଶାନ୍ତ କିଶୋରଙ୍କ ବଡ଼ ଦାବିଓଡ଼ିଶା, ଆସାମ ସମେତ ଏହି ସବୁ ରାଜ୍ୟରେ ଭାଜପାକୁ ମିଳିବ ଏତିକି ସିଟ୍‌, ପ୍ରଶାନ୍ତ କିଶୋରଙ୍କ ବଡ଼ ଦାବି

ଓଡ଼ିଶା, ଆସାମ ସମେତ ଏହି ସବୁ ରାଜ୍ୟରେ ଭାଜପାକୁ ମିଳିବ ଏତିକି ସିଟ୍‌, ପ୍ରଶାନ୍ତ କିଶୋରଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ପ୍ରାୟ ୮୦ପ୍ରତିଶତ ମତଦାନ ସମାପ୍ତ ହୋଇଛି ଏବଂ ବର୍ତ୍ତମାନ ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

11 months ago
ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍‌ ଚେକ୍‌ କଟକର ବିକାଶ ପାଇଁ ବିନିଯୋଗ କରିବିମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍‌ ଚେକ୍‌ କଟକର ବିକାଶ ପାଇଁ ବିନିଯୋଗ କରିବି

ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍‌ ଚେକ୍‌ କଟକର ବିକାଶ ପାଇଁ ବିନିଯୋଗ କରିବି

୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର ବିଧାୟକ…

11 months ago
ଅଞ୍ଚଳବାସୀଙ୍କ ବିକାଶ ମୋର ପ୍ରାଥମିକ ଦାୟିତ୍ୱଅଞ୍ଚଳବାସୀଙ୍କ ବିକାଶ ମୋର ପ୍ରାଥମିକ ଦାୟିତ୍ୱ

ଅଞ୍ଚଳବାସୀଙ୍କ ବିକାଶ ମୋର ପ୍ରାଥମିକ ଦାୟିତ୍ୱ

ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି ପ୍ରିୟଦର୍ଶୀ ମିଶ୍ର। ୨୦୧୪-୧୯ ପର୍ଯ୍ୟନ୍ତ ସେ ବିଜେଡିରୁ ଉତ୍ତର ଭୁବନେଶ୍ୱରର ବିଧାୟକ…

11 months ago
 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର ଓଡ଼ିଆଙ୍କ…

11 months ago