Advertisement

ରାଜନୀତି

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣାପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି…

11 months ago
ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି…

11 months ago
ମତଦାନ କଲେ ମନ୍ତ୍ରୀ ରୀତା ସାହୁମତଦାନ କଲେ ମନ୍ତ୍ରୀ ରୀତା ସାହୁ

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି…

11 months ago
ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି।…

11 months ago
ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦିଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି, ସେମାନେ…

11 months ago
ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର ପାଇଁ…

11 months ago
ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼

ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼

ଫୁଲବାଣୀ, ୨୦।୫(ରାକେଶ କୁମାର ରାଉତ):ସାଧାରଣ ନିର୍ବାଚନର ଦିତୀୟ ପର୍ଯ୍ୟାୟରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଦାନ କେନ୍ଦ୍ରରେ…

11 months ago
ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି ଭାଜପା…

11 months ago
ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି।…

11 months ago
ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି…

11 months ago