Advertisement

ରାଜନୀତି

ଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡାଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡା

ଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡା

ଭୁବନେଶ୍ୱର,୧୫ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ…

12 months ago
ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା: ଅମିତ ଶାହା କଲେ ଭବିଷ୍ୟବାଣୀଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା: ଅମିତ ଶାହା କଲେ ଭବିଷ୍ୟବାଣୀ

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା: ଅମିତ ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୫: ଦେଶରେ ନିର୍ବାଚନ ଚାଲିଥିବାବେଳେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଓଡିଶାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରିବୁ ବୋଲି…

12 months ago
ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି।…

12 months ago
କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବକେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ

କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ

ଦେବଗଡ଼,୧୩।୫(ଶଶାଙ୍କ ଶେଖର ଝାଙ୍କର): ନିର୍ବାଚନୀ ପ୍ରଚାର ପାଇଁ ବିଭିନ୍ନ ନିର୍ବାଚନମଣ୍ଡଳୀ ଓ ବ୍ଲକ ବୁଲି ସଭାରେ ଯୋଗଦେଉଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର…

12 months ago
‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ…

12 months ago
ଓଡ଼ିଶୀ ସଙ୍ଗୀତ ଓ ଓଡ଼ିଶୀ ନୃତ୍ୟ ମଧ୍ୟରେ ପାର୍ଥକ୍ୟ ଜାଣିନାହାନ୍ତି ଧର୍ମେନ୍ଦ୍ର: ଲେନିନ୍‌ଓଡ଼ିଶୀ ସଙ୍ଗୀତ ଓ ଓଡ଼ିଶୀ ନୃତ୍ୟ ମଧ୍ୟରେ ପାର୍ଥକ୍ୟ ଜାଣିନାହାନ୍ତି ଧର୍ମେନ୍ଦ୍ର: ଲେନିନ୍‌

ଓଡ଼ିଶୀ ସଙ୍ଗୀତ ଓ ଓଡ଼ିଶୀ ନୃତ୍ୟ ମଧ୍ୟରେ ପାର୍ଥକ୍ୟ ଜାଣିନାହାନ୍ତି ଧର୍ମେନ୍ଦ୍ର: ଲେନିନ୍‌

ସମ୍ବଲପୁର,୧୩।୫(ବି.ଶଙ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକ୍ଷେପର କଡ଼ା ଜବାବ ଦେବା ପରେ ଓଡ଼ିଶା ଭାଜପା ବର୍ତ୍ତମାନ ଚିନ୍ତାରେ ପଡିଛି। କାରଣ ଓଡ଼ିଶା ପ୍ରତି…

12 months ago
ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ରପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): ପଞ୍ଜୁରିରେ ଥିବା ଶୁଆ ଭଳି ଯାହା ଶିଖାଯାଉଛି ମୁଖ୍ୟମନ୍ତ୍ରୀ ତାହା କହୁଛନ୍ତି। ଡିଏମ୍‌କେର ଭାଷା କହୁଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଆ ଅସ୍ମିତା କଥା ସେ କେମିତି…

12 months ago
ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ…

12 months ago
ବିଜେଡିରେ ମିଶିଲେ ଅଭିନେତା ରୁଦ୍ର ପାଣିଗ୍ରାହୀବିଜେଡିରେ ମିଶିଲେ ଅଭିନେତା ରୁଦ୍ର ପାଣିଗ୍ରାହୀ

ବିଜେଡିରେ ମିଶିଲେ ଅଭିନେତା ରୁଦ୍ର ପାଣିଗ୍ରାହୀ

ଭୁବନେଶ୍ୱର,୧୧।୫: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଛି। ଏମିତିରେ ଦଳ ଡିଆଁ, ମିଶ୍ରଣ ପର୍ବ ଜାରି ରହିଛି। ଏହି କ୍ରମରେ ବିଜେଡିରେ ସାମିଲ…

12 months ago
ଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତାଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତା

ଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତା

ଭୁବନେଶ୍ୱର,୧୦।୫: ନିମାପଡ଼ା କଂଗ୍ରେସ ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ନାମାଙ୍କପତ୍ର ଦାଖଲ କରିବେ। ଏନେଇ ସିଦ୍ଧାର୍ଥ ନିଜ ସମର୍ଥକଙ୍କ ସହ ଏକ ବ୍ୟାଟେରୀ ଚାଳିତ ସାଇକେଲରେ…

12 months ago