ରାଜନୀତି

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି…

11 months ago

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ…

11 months ago

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ…

11 months ago

ଘରୁ ମତଦାନ କରିବେ ବରିଷ୍ଠ ମତଦାତା

ଭୁବନେଶ୍ୱର,୫ା୫(ଅନିଲ ଦାସ): ପ୍ରତିଟି ଭୋଟ ମୂଲ୍ୟବାନ। ଭାରତୀୟ ଗଣତନ୍ତ୍ରକୁ ପରିପୁଷ୍ଟ କରିବାରେ ପ୍ରତି ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଯେଉଁ ମତଦାତାମାନେ ମତଦାନ କେନ୍ଦ୍ରକୁ ଆସିବାରେ…

11 months ago

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ…

11 months ago

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି ଏବଂ…

11 months ago

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ…

11 months ago

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା…

11 months ago

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜନି…

11 months ago

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା…

11 months ago