Advertisement

ରାଜନୀତି

ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…

ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…

ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ ସୋସିଆଲ…

7 months ago
ଭାଜପା ସରକାର ଏକ କପି ପେଷ୍ଟ ସରକାର, ଏମିତି କହି ବର୍ଷିଲେ…ଭାଜପା ସରକାର ଏକ କପି ପେଷ୍ଟ ସରକାର, ଏମିତି କହି ବର୍ଷିଲେ…

ଭାଜପା ସରକାର ଏକ କପି ପେଷ୍ଟ ସରକାର, ଏମିତି କହି ବର୍ଷିଲେ…

ଭୁବନେଶ୍ୱର,୬।୧୦(ଅନିଲ ଦାସ): ରାଜ୍ୟ ଭାଜପା ସରକାରଙ୍କ ଦ୍ୱାରା ୧୬,୦୦୯ କନିଷ୍ଠଶିକ୍ଷକ (ସ୍କିମାଟିକ) ଭାବେ ଆଜି ପ୍ରଦାନ କରାଯାଉଥିବା ନିଯୁକ୍ତି ବିଜେଡି ସରକାରଙ୍କ ସମୟରେ ସମସ୍ତ କାର୍ଯ୍ୟ ଚୂଡାନ୍ତ…

7 months ago
ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮ ଖଣ୍ଡ…

7 months ago
ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ।…

7 months ago
ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର  ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି।…

7 months ago
ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…

ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…

ଭୁବନେଶ୍ୱର,୩ା୧୦: ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ ନାହିଁ।…

7 months ago
ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ…

7 months ago
ବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲ

ବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲ

ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ବିଜେଡି ନେତା ତଥା ଅନ୍ତର୍ଜାତୀୟ କବି ଡ. ଭବାନୀ ଶଙ୍କର ନିଆଲ ବୁଧବାର ବିଜେଡି ଛାଡିଛନ୍ତି।…

7 months ago
ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ

ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ

ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି…

7 months ago
ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ…

7 months ago