ରାଜା ଚକ୍ରଙ୍କୁ ନେଇ ବଦ୍ରିଙ୍କ ବିସ୍ଫୋରକ ବୟାନ, କହିଲେ ମୁଁ ଆଗରୁ ଏନେଇ ନବୀନ…
ଭୁବନେଶ୍ୱର,୧୩ା୩: ରାଜା ଚକ୍ର ଗୁରୁବାର ଗିରଫ ହେବା ପରେ ବରିଷ୍ଠ ନେତା ବଦ୍ରି ପାତ୍ର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଖୁବ୍ ଚର୍ଚ୍ଚା ଚାଲିଛି। ବଦ୍ରି କହିଛନ୍ତି, ଏନେଇ ମୁଁ ଆଗରୁ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନଙ୍କୁ...
ନିଷ୍ପତ୍ତି ବଦଳାଇଲେ ସରକାର, ବିଧାନସଭାରେ ହଟିଲା ମୋବାଇଲ କଟକଣା
ଭୁବନେଶ୍ୱର,୧୨ା୩: ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା ମୋବାଇଲ କଟକଣା ଇତିମଧ୍ୟରେ ହଟାଇ ଦିଆଯାଇଛି। ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ସରକାର ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ମୋବାଇଲ କଟକଣା ହଟିଥିବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି। କଟକଣା...
ତାରାଙ୍କ ସମର୍ଥନରେ ବାହାରିଲା ବିଜେଡି, ନଇଁଲା ଶାସକ ଦଳ
ଭୁବନେଶ୍ୱର,୧୨ା୩: ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ ବିଜେଡି ବିଧାୟକ ବାଚସ୍ପତିଙ୍କୁ ଭେଟିଛନ୍ତି। ଅନ୍ୟପକ୍ଷରେ ବିଜେଡି କଂଗ୍ରେସ ସପକ୍ଷରେ ବାହାରିବା...
ଜୟନାରାୟଣଙ୍କୁ କାଉଣ୍ଟର କଲେ ତାରା, କହିଲେ ଏହା କ’ଣ ଓଡ଼ିଆ ଅସ୍ମିତାର…
ଭୁବନେଶ୍ୱର,୯ା୩: କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଛନ୍ତି। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା...
କହୁକହୁ ଏମିତି କହିଦେଲେ ଅମର, ସରକାର କିଛି ତ୍ରୁଟି କରିନାହାନ୍ତି, ନବୀନ ବାବୁଙ୍କୁ ନିମନ୍ତ୍ରଣ…
ଭୁବନେଶ୍ୱର,୬ା୩ : ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀଙ୍କ ଏକ ବୟାନ ଏବେ ରାଜନୈତକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଅମର କହିଛନ୍ତି, ପଞ୍ଚାୟତିରାଜ ଦିବସ ପାଳନ ରାଜ୍ୟ ସରକାରଙ୍କ ନିଷ୍ପତ୍ତି। ଏଥିରେ କୌଣସି ତ୍ରୁଟି ନାହିଁ କି ବିଚ୍ୟୁତି...
ବିଜୁବାବୁଙ୍କ ଜନ୍ମ ଉତ୍ସବ ପାଳନକୁ ଆସିଲେନି ନବୀନ, କାଢ଼ି ନିଆଗଲା ଚୌକି
ଭୁବନେଶ୍ୱର,୫ା୩: ମାର୍ଚ୍ଚ ୫ ଅର୍ଥାତ୍ ଆଜି(ବୁଧବାର) ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା...
ପଞ୍ଚାୟତରାଜ ଦିବସ ରାଜନୀତି: ସରକାରଙ୍କୁ ଘେରିଲା ବିଜେଡି
ଭୁବନେଶ୍ୱର,୪ା୩: ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ରାଜନୀତି ଜୋର ଧରିଛି। ବିରୋଧୀ ବିଜେଡି ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଦଳ କହିଛି ”ମାର୍ଚ୍ଚ ୫ରେ ପାଳନ ନକରିବା...
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା
ଭୁବନେଶ୍ୱର,୨୭ା୨ : ୨୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପ୍ରଥମଥର ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି। ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ୍ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି...
ସୂଚନା ଅଧିକାର ଆଇନ ଉପରେ ଆକ୍ରମଣ
ଗତ କିଛିଦିନ ତଳେ ୟୁଟ୍ୟୁବ୍ରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ ସୁପ୍ରିମ୍କୋର୍ଟର ଜଣେ ବିଚାରପତି ମାମଲା ଶୁଣାଣି ସମୟରେ ଜଣେ ଆଡଭୋକେଟ୍ଙ୍କୁ ସେ କାହିଁକି ମ୍ୟୁନିସିପାଲିଟିକୁ ଉକ୍ତ ସଂସ୍ଥାର ବଜେଟ, କର୍ମଚାରୀ ନିଯୁକ୍ତି ସମ୍ପର୍କିତ ତଥ୍ୟ ମାଗିଥିଲେ ଓ...
ଜନସେବାରୁ ରାଜନୈତିକ ସଫଳତା ମିଳିଛି: ସୁଦର୍ଶନ
ସମ୍ବଲପୁର ଜିଲା ରେଙ୍ଗାଲି ବିଧାନସଭା ସଂରକ୍ଷିତ ଆସନରୁ ପ୍ରଥମ ଥର ପାଇଁ ସୁଦର୍ଶନ ହରିପାଲ ବିଧାୟକ ହୋଇଛନ୍ତି। ବିଜେଡି ଟିକେଟରୁ ଲଢ଼ି ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ନାଉରୀ ନାୟକଙ୍କୁ ୧ ହଜାର...
KIIT Controversy: ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ୍ କଲେ ବିଧାୟକ ବାବୁ ସିଂ
ଭୁବନେଶ୍ୱର,୨୧ା୨: କିଟ୍ ପ୍ରସଙ୍ଗରେ ବିଧାନସଭାର ମୁଲତବୀ ଆଲୋଚନା ବେଳେ ବାବୁ ସିଂ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କିଟ୍ କେଳେଙ୍କାରୀ ଅଭିଯୋଗରେ ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କରି ମନ୍ତ୍ରୀ କହିଛନ୍ତି, ୧୯୯୧ରେ ମହର୍ଷିରେ ପଢ଼ାଇବା ବେଳେ ୮୦୦ ଟଙ୍କା ଦରମା...
ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ଏଣିକି ଓଡ଼ିଶାରେ ମୂଳଦୁଆ ମଜଭୁତ କରିବ ଦଳ
ଭୁବନେଶ୍ୱର, ୧୬।୨: ରାଜ୍ୟ ସଭାପତି ନିଯୁକ୍ତ ହେବ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ରବିବାର ୧୩ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି। ପୂର୍ବରୁ ୧୬ରୁ ଅଧିକ ଜିଲାର ସଭାପତିଙ୍କ ନାଁ ଘୋଷଣା ହୋଇଥିଲା ବେଳେ ରବିବାର ୧୩ ଜିଲା...
Archives


