ରାଜନୀତି

୨୦୨୯ ନିର୍ବାଚନ ଜିତିବାକୁ ମୋଦିଙ୍କ ଟାର୍ଗେଟ୍‌, ଏନ୍‌ଡିଏ ବୈଠକରେ କହିଲେ…

ନୂଆଦିଲ୍ଲୀ, ୭ା୬: ନୂଆଦିଲ୍ଲୀରେ ଜାରି ରହିଛି ଏନ୍‌ଡିଏର ସଂସଦୀୟ ଦଳ ବୈଠକ। ସଂସଦୀୟ ଦଳ ନେତା ଭାବେ ନରେନ୍ଦ୍ର ମୋଦିଙ୍କୁ ଏହି ବୈଠକରେ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଛି। ମୋଦି ନବ ନିର୍ବାଚିତ ନେତାଙ୍କୁ ଆଗାମୀ ୧୦ ବର୍ଷ...

ଏମାନଙ୍କୁ ମିଳିବ ମନ୍ତ୍ରୀ ପଦ ! ଆସିଲା ସମ୍ଭାବିତ ଲିଷ୍ଟ୍‌

ନୂଆଦିଲ୍ଲୀ, ୭ା୬: ଲୋକସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ନୂଆ ସରକାର ଗଠନ ଉପରେ ସମସ୍ତଙ୍କ ନଜର ରହିଛି। କାରଣ ଭାରତୀୟ ଜନତା ପାର୍ଟି (ଭାଜପା) ସରକାର ଗଠନ ପାଇଁ ଥିବା ମ୍ୟାଜିକ୍‌ ନମ଼୍ବର ୨୭୨ ଆସନ ଜିତିବାକୁ...

ପର ମୁଣ୍ଡରେ ଦୋଷ ଦେଇ ଖସି ପାରିବେନି ନବୀନ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ନୁଆଦିଲ୍ଲୀରେ ଆଲୋଚନା ଚାଲିଛି। ଏସବୁ ଭିତରେ ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ ବିଜେଡି ଉପରେ ବର୍ଷୀଛନ୍ତି।...

ବିଜେଡିର ପୋଲ୍‌ ଖୋଲିଦେଲେ ବରିଷ୍ଠ ନେତା

ଭୁବନେଶ୍ୱର,୬।୬: ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଗୁରୁବାର ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଦଳର ବରିଷ୍ଠ...

ଅଯୋଧ୍ୟାରେ ଭାଜପା ହାରିବା ପରେ, ଲକ୍ଷ୍ମଣ କହିଲେ…

ନୂଆଦିଲ୍ଲୀ, ୬ା୬: ଲୋକସଭା ନିର୍ବାଚନରେ ଭାଜପା ଅଯୋଧ୍ୟାର ଫୌଜାବାଦ୍‌ ଆସନରୁ ହାରିଯାଇଛି। ଏହାକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି। ବିପକ୍ଷ ଦଳର ନେତା ଏହାକୁ ହିନ୍ଦୁତ଼୍ବ ରାଜନୀତି ବିରୋଧରେ ଜନାଦେଶ ବୋଲି କହିଛନ୍ତି। ଅନ୍ୟପଟେ ଏହି ଆସନକୁ...

ଭାଜପାର ଟେନ୍‌ସନ୍‌ ବଢାଇଲା ଜେଡିୟୁ

ନୂଆଦିଲ୍ଲୀ,୬।୬: ୨୦୧୪ ପରଠାରୁ ପ୍ରଥମ ଥର ପାଇଁ ଲୋକ ସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ନାହିଁ। ଏଭଳି ପରିସ୍ଥିତିରେ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ରେ ଅନ୍ତର୍ଭୁକ୍ତ ଦଳଗୁଡ଼ିକ ଉପରେ ଭାଜପାର ନିର୍ଭରଶୀଳତା ବୃଦ୍ଧି ପାଇଛି। ଏନଡିଏର ସହଯୋଗୀମାନେ...

ପଶ୍ଚିମବଙ୍ଗରେ ହାରିବା ପରେ, ଭାଜପାରେ ଆରମ୍ଭ ହେଲା କଳି

କୋଲକାତା, ୬ା୬: ୨୦୨୪ ଲୋକସଭା ନିର୍ବାଚନରେ ଏନ୍‌ଡିଏକୁ ବହୁମତ ମିଳିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ହେଲେ ଚଳିତ ନିର୍ବାଚନରେ ପଶ୍ଟିମବଙ୍ଗ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶରେ ଭାଜପା ନୈରାଶ୍ୟ ପ୍ରଦର୍ଶନ କରିଛି।...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ

ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍‌ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଟିଡିପି ମୁଖ୍ୟ ଏନ୍‌ ଚନ୍ଦ୍ରବାବୁ ନାଇଡ଼ୁ। ଏଥିପାଇଁ ଆସନ୍ତା ୯...

ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରା

ନୂଆଦିଲ୍ଲୀ,୬।୬:ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀରୁ ଡାକରା ହୋଇଛି। ଫଳରେ ଆଜି ଭାଜପାର ୨୦ ଏମ୍‌ପି ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଭାଜପାର ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁନ୍‌୮ରେ ମୋଦିଙ୍କ ଶପଥ ଉତ୍ସବରେ ମଧ୍ୟ ଏମ୍‌ପି...

ମାତ୍ର ୨୫ ବର୍ଷରେ ସଂସଦ ଯିବେ ୪ ଏମ୍‌ପି, ନିର୍ବାଚନ ଜିତି କଲେ ରେକର୍ଡ

ନୂଆଦିଲ୍ଲୀ, ୫ା୬: ସରିଛି ୨୦୨୪ ଲୋକସଭା ନିର୍ବାଚନ। ପ୍ରକାଶ ପାଇଛି ଫଳାଫଳ । ହେଲେ ଏହି ନିର୍ବାଚନରେ ରେକର୍ଡ କରିଛନ୍ତି ୪ ଯୁବ ଏମ୍‌ପି। ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ବେଳେ ଜଣେ ପୁରୁଷ ରହିଛନ୍ତି। ସେମାନେ...

ମୋଦିଙ୍କ ଶେଷ କ୍ୟାବିନେଟ୍‌ ବୈଠକ, କହିଲେ…

ନୂଆଦିଲ୍ଲୀ, ୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏହା ପୂର୍ବରୁ ସେ ତାଙ୍କର ଦ଼୍ବିତୀୟ ପାଳି ସରକାରର ଶେଷ କ୍ୟାବିନେଟ୍‌ ବୈଠକ ଡକାଇଥିଲେ। ବୈଠକରେ ସେ କହିଥିଲେ...

ଇଣ୍ଡିଆ ମେଣ୍ଟ ବୈଠକ ପୂର୍ବରୁ ଇସାରା, ଏନ୍‌ଡିଏକୁ ଫେରିପାରେ ଉଦ୍ଧବ ଶିବ ସେନା

ନୂଆଦିଲ୍ଲୀ, ୫ା୬: ଲୋକସଭା ନିର୍ବାଚନ ଫଳାଫଳ ଆସିବା ପରେ ଛୋଟ ଛୋଟ ଦଳଗୁଡ଼ିକ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନ୍‌ଡିଏର ବୈଠକରେ ଯୋଗଦେବାକୁ ଦିଲ୍ଲୀ ପହଞ୍ଚିଛନ୍ତି। ଅନ୍ୟପଟେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡ଼ୁ ମଧ୍ୟ ଦିଲ୍ଲୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri