ରାଜନୀତି

ବଡ଼ ନେତାଙ୍କୁ ମାତ୍‌ ଦେଲେ କନଷ୍ଟେବଳଙ୍କ ପତ୍ନୀ, ବନିଲେ ଏମ୍‌ପି

ଜୟପୁର,୫ା୬: ରାଜସ୍ଥାନର ଭରତପୁର ଲୋକସଭା ଆସନରୁ କଂଗ୍ରେସ ଟିକେଟ୍‌ରୁ ନିର୍ବାଚନ ଜିତିଥିବା ଜଣେ ଦଳିତ ମହିଳାଙ୍କୁ ନେଇ ଏବେ ଜୋର ଚର୍ଚ୍ଚା। ତାଙ୍କ ନାମ ସଞ୍ଜନା ଜାଟୱ। ୨୫ ବର୍ଷିୟା ଏହି ମହିଳା ରାଜସ୍ଥାନର ସବୁଠାରୁ କମ୍‌ ବୟସର ଏମ୍‌ପି...

ସବୁଠି ଚର୍ଚ୍ଚା: କୁଆଡେ ଗଲେ ପାଣ୍ଡିଆନ?

ଭୁବନେଶ୍ୱର,୫।୬: ରାଜ୍ୟରେ ବିଜେଡିର ପରାଜୟ ପରେ ଆଉ ଏକ ଚର୍ଚ୍ଚା ବଢ଼ିବାରେ ଲାଗିଛି। ସେଇଟି ହେଲା କୁଆଡେ ଗଲେ ପାଣ୍ଡିଆନ। ଜଣେ ଆଇଏଏସ୍‌ ଅଫିସର ହୋଇଥିଲେ ହେଁ ବିଜେଡିରେ ତାଙ୍କର ଦବ୍‌ଦବା ରହିଥିଲା। ନିର୍ବାଚନ ପୂର୍ବରୁ ଅବସର ନେବା ପରେ...

ନ୍ୟୁୟର୍କରେ ବିତିଥିଲା ଯୁବାବସ୍ଥା, ପାଶ୍ଚାତ୍ୟ ସଂସ୍କୃତିରେ ବଢ଼ିଥିବା ନବୀନ ଧଳା କୁର୍ତ୍ତା ପିନ୍ଧି ଲେଖିଥିଲେ ନୂଆ ରାଜନୈତିକ ଇତିହାସ

ଭୁବନେଶ୍ୱର,୫।୬: ଦୀର୍ଘ ୨୪ ବର୍ଷର ବିଜେଡି ଶାସନରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ନିଜର ସ୍ବଚ୍ଛ ଏବଂ ନିର୍ମଳ ଭାବମୂର୍ତ୍ତିକୁ ନେଇ ଓଡ଼ିଶାବାସୀଙ୍କ ପ୍ରିୟ ପାଲଟିଥିବା ନବୀନ ପଟ୍ଟନାୟକ ଶେଷରେ ପରାଜିତ ହୋଇ ଇସ୍ତଫା ଦେଇଛନ୍ତି। ଗୋଟିଏ ପଟେ ବିଜେଡି ପରାଜୟର କାରଣ...

ଏହି ରାଜ୍ୟରେ ଭାଜପାର ହ୍ୟାଟ୍ରିକ୍‌ ବିଜୟ, ସମସ୍ତ ଆସନରେ ବିଜୟୀ

ନୂଆଦିଲ୍ଲୀ,୫ା୬: ଉତ୍ତରାଖଣ୍ଡର ସମସ୍ତ ୫ଟି ଆସନରେ ବିଜୟ ହାସଲ କରିଛି ଭାଜପା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଯୋଡ଼ି ଉତ୍ତରାଖଣ୍ଡରେ ଏକ ପ୍ରକାର ଯାଦୁ କରିଛି। ୨୦୨୪ ଲୋକସଭା ନିର୍ବାଚନ ଜିତି ହ୍ୟାଟ୍ରିକ୍‌ ହାସଲ...

କ’ଣ ହେବ ବିଏସକେଓ୍ବାଇ କାର୍ଡର ଭବିଷ୍ୟତ?

ଭୁବନେଶ୍ୱର,୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୫।୬: ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବୀନ ନିବାସରୁ ବାହାରି ରାଜଭବନ ବାହାରିଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ...

ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌

ଭୁବନେଶ୍ୱର,୪।୬(ଶର୍ମିଷ୍ଠା ପାଣିଗ୍ରାହୀ)-ଓଡ଼ିଶା ରାଜନୀତି ଇତିହାସରେ ଲେଖା ହେବ ଏକ ନୂଆ ଆରମ୍ଭ। ଦୀର୍ଘ ୨୪ବର୍ଷର ଶାସନ ପରେ ବିଜୁ ଜନତା ଦଳ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାସନର ଅନ୍ତ ଘଟିଛି। ଭାଜପା ଆଶା କରି ନଥିବା ଫଳ...

୨୪ ବର୍ଷ ପରେ ପ୍ରଥମ ଥର ହାରିଲେ ନବୀନ

ଭୁବନେଶ୍ୱର/ ହିଞ୍ଜିଳିକାଟୁ /ବଲାଙ୍ଗୀର/କଣ୍ଟାବାଞ୍ଝି (ଅନିଲ ଦାସ/ଦ୍ୱିତୀକୃଷ୍ଣ ପଣ୍ଡା/ବୀରେନ୍ଦ୍ର କୁମାର ଝାଙ୍କର/ଗୁରୁଦୟାଲ ହଂସ) ୫ା୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି।...

ଏସବୁ ସ୍ଥାନରେ ବିଜେଡି ଦୁର୍ଗ ଭାଙ୍ଗିଲା

ଭୁବନେଶ୍ୱର,୫ା୬(ଅନିଲ ଦାସ):ଦୀର୍ଘ ୨୪ ବର୍ଷ ବିଜେଡି ଶାସନର ଦୁର୍ଗ ଭୁଶଡ଼ି ପଡ଼ିଛି। ଅନ୍ୟପକ୍ଷରେ ଅପ୍ରତ୍ୟାଶିତ ଭାବେ ଭାଜପା ଲୋକ ସଭାରେ ୧୯ ଓ ବିଧାନସଭାରେ ୭୮ ଆସନରେ ବିଜୟୀ ହୋଇ ରାଜ୍ୟରେ କ୍ଷମତା ଦଖଲ କରିଛି। ବିଜେଡିକୁ ବିଧାନସଭାରେ ମାତ୍ର...

୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା

ଭୁବନେଶ୍ୱର,୫।୬: ସାଧାରଣ ନିର୍ବାଚନ ୨୦୨୪ରେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତାଙ୍କୁ ୨ ପୁଅ ସିଦ୍ଧାର୍ଥ ଏବଂ ମନ୍ମଥ ରାଉତରାୟ ନିର୍ବାଚନରେ ହାରିଯାଇଛନ୍ତି। ମନ୍ମଥ ଭୁବନେଶ୍ୱର ଲୋକ ସଭା ଆସନରୁ ପରାସ୍ତ ହୋଇଥିବାବେଳେ...

ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ

ଭୁବନେଶ୍ୱର,୫।୬: ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି।...

ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ଭାଜପା ପ୍ରଚାର ସମୟରେ ଯାହାସବୁ ଘୋଷଣା କରିଥିଲା ତାକୁ ସଫଳ କରିବା ଲାଗି ଯୋଜନା ଆରମ୍ଭ କରିଦେଇଛି। ଦଳ କରିଥିବା ଘୋଷଣା ମୁତାବକ, ଆସନ୍ତା ୬ ତାରିଖରେ ଭାଜପା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri