ଖଲ୍ଲିକୋଟ, କବିସୂର୍ଯ୍ୟନଗରରେ ଭାଜପା ଆଗୁଆ
ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍ ଗଣତି ଚାଲିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଷଷ୍ଠ ରାଉଣ୍ଡ ସୁଦ୍ଧା ଭାଜପା ୭୩୮୩ ଭୋଟ୍ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ୨୪ହଜାର ୯୫୯ ଖଣ୍ଡ...