ଓ୍ବକଫ୍ ବିଲ୍କୁ ନେଇ ବିଜେଡିର ବଦଳ ବେପାର
ଭୁବନେଶ୍ୱର,୪ା୪(ସୁନିତ୍ ମିଶ୍ର): ଓ୍ବକଫ୍ ବିଲ୍ ରାଜ୍ୟ ସଭାରେ ପାରିତହେବା ପୂର୍ବରୁ ବିଜେଡିର ରାଜନୈତିକ ଚରିତ୍ର ଆଉ ଥରେ ପଦାରେ ପଡ଼ିଯାଇଛି। ରାଜ୍ୟ ସଭାରେ ଓ୍ବକଫ୍ ବିଲ୍ ଉପରେ ସକାଳବେଳା ଚାଲିଥିବା ଆଲୋଚନାରେ ଭାଗନେଇ ବିଜେଡି ଏମ୍ପି ମୁଜିବୁଲ୍ଲା (ମୁନ୍ନା) ଖାଁ...