ରାଜନୀତି

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି। ଏହି ଜିଲାରେ ସୁନ୍ଦରଗଡ ଲୋକସଭା ଆସନ ସମେତ ୭ଟି ବିଧାନସଭା ଆସନ ପାଇଁ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ...

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ ଶିଶୁଙ୍କ ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ସମସ୍ତେ ହେଲେ...

ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର

ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ ନେଇ ଭାଜପା କର୍ମୀଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର ଆହତ ହୋଇଛନ୍ତି। ଆହତ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି ପଛୁଆ ହୋଇ ରହିଯାଇଛି। ଯଦି ବିଜେଡି ଓଡ଼ିଶାକୁ କିଛି ଦେଇଛି, ତାହା ହେଉଛି...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି ଉଦୟଗିରି ବ୍ଲକର ୩୩ଟି ଓ ଜି ଉଦୟଗିରି ଏନଏସିର ୮ କେନ୍ଦ୍ରରେ ମତଦାନ...

ଅତାବିରାରେ ସର୍ବାଧିକ ମତଦାନ, ପଦ୍ମପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ସୁଦ୍ଧା...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ...

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାୟକ ତଥା ବିଜେଡ଼ିର...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ର ବାଳିକା ଉଚ୍ଚ ବିଦ୍ୟାଳୟରେ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି, ସେମାନେ ନିଶ୍ଚିତ ଭାବରେ ଭୋଟ ଦେବେ। ସୋସିଆଲ ମିଡିଆ ପ୍ଲାଟଫର୍ମରେ ମୋଦି ଲେଖିଛନ୍ତି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri