ରାଜନୀତି

୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା

ଭୁବନେଶ୍ୱର,୫।୬: ସାଧାରଣ ନିର୍ବାଚନ ୨୦୨୪ରେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତାଙ୍କୁ ୨ ପୁଅ ସିଦ୍ଧାର୍ଥ ଏବଂ ମନ୍ମଥ ରାଉତରାୟ ନିର୍ବାଚନରେ ହାରିଯାଇଛନ୍ତି। ମନ୍ମଥ ଭୁବନେଶ୍ୱର ଲୋକ ସଭା ଆସନରୁ ପରାସ୍ତ ହୋଇଥିବାବେଳେ...

ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ

ଭୁବନେଶ୍ୱର,୫।୬: ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି।...

ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ଭାଜପା ପ୍ରଚାର ସମୟରେ ଯାହାସବୁ ଘୋଷଣା କରିଥିଲା ତାକୁ ସଫଳ କରିବା ଲାଗି ଯୋଜନା ଆରମ୍ଭ କରିଦେଇଛି। ଦଳ କରିଥିବା ଘୋଷଣା ମୁତାବକ, ଆସନ୍ତା ୬ ତାରିଖରେ ଭାଜପା...

ରାଷ୍ଟ୍ରପତିଙ୍କ ସମ୍ମାନ ରହିଲା

ବାରିପଦା, ୫ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟି ମୟୂରଭଞ୍ଜ ଜିଲାରେ ଭାଜପାକୁ ବିପୁଳ ଜନସମର୍ଥନ ମିଳିଛି। ଜିଲାର ୯ ବିଧାନସଭା ଓ ଲୋକସଭା ଆସନ ସମେତ ପଡ଼ୋଶୀ କେନ୍ଦୁଝର ଓ ବାଲେଶ୍ୱର ଜିଲାର ଭାଜପା ଲୋକସଭା ପ୍ରାର୍ଥୀ ବିଜୟୀ...

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା କସରତ

ଭୁବନେଶ୍ୱର,୫ା୬ (ଜିତେନ୍ଦ୍ର କୁମାର ନାୟକ):ଓଡ଼ିଶାରେ ୩ ପ୍ରମୁଖ ଦଳର ରାଜ୍ୟ ସଭାପତି ଯଥାକ୍ରମେ ଚାନ୍ଦବାଲିରୁ ନିର୍ବାଚନ ଲଢ଼ୁଥିବା ଭାଜପାର ବିଧାନସଭା ପ୍ରାର୍ଥୀ ମନମୋହନ ସାମଲ, କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜୁ ଜନତା ଦଳର ନବୀନ ପଟ୍ଟନାୟକ ଏବଂ ନୂଆପଡ଼ାରୁ ଲଢ଼ୁଥିବା...

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ ହୋଇଛନ୍ତି ଓ ଅନେକ ନେତାଙ୍କୁ ଶୋଚନୀୟ ଭାବେ ହାରିଥିବା ନିର୍ବାଚନୀ ଫଳାଫଳ...

ଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀ

କେନ୍ଦୁଝର,୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଦୀର୍ଘ ବହୁବର୍ଷ ପରେ ଭାଜପା ବିଜେଡି ହାତରୁ ଲୋକ ସଭା ସିଟ୍‌ ଛଡ଼ାଇ ନେଇଛି। ବାଜପେୟୀ ସରକାରରେ ଅନନ୍ତ ନାୟକ ଦୁଇ ଥର ଏମ୍‌ପି ହେବାର ସୁଯୋଗ ପାଇଥିଲେ।  ଏହା ପରେ ସେ...

ଖଲ୍ଲିକୋଟରେ ଭାଙ୍ଗିଲା ବିଜେଡି ଦୁର୍ଗ, ପୂର୍ଣ୍ଣଚନ୍ଦ୍ର ସେଠୀ ବିଜୟୀ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଏକଦା ବିଜେଡିର ଦୁର୍ଗ କୁହାଯାଉଥିବା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ଦୁର୍ଗକୁ ଭାଙ୍ଗି ଇତିହାସ ରଚିଛି ଭାଜପା। ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ୨୨ହଜାର ୯୩୦ ଖଣ୍ଡ ଭୋଟ୍‌ରେ ବିଜୟୀ ହୋଇଛନ୍ତି। ସେ...

କଟକ ସଦରରେ ଫୁଟିଲା ପଦ୍ମ

କଟକ,୪ା୬: କଟକ ସଦର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଇଂ ପ୍ରକାଶ ଚନ୍ଦ୍ର ସେଠୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଚନ୍ଦ୍ରସାରଥୀ ବେହେରାଙ୍କୁ ପରାସ୍ତ କରିଛନ୍ତି।

ହାରିଗଲେ ଅରିନ୍ଦମ: ସାଲେପୁରରେ ପ୍ରଶାନ୍ତ ବିଜୟୀ

କଟକ,୪।୬: ସାଲେପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ତଥା ଓଲିଉଡ୍‌ ଅଭିନେତା ଅରିନ୍ଦମ ରାୟଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏଠାରେ ବିଜେଡିର ପ୍ରଶାନ୍ତ ବେହେରା ବିଜୟୀ ହୋଇଛନ୍ତି। ଆରମ୍ଭରୁ ପ୍ରଶାନ୍ତ ଆଗୁଆ ରହିଥିଲେ ହେଁ ମଝିରେ କିଛି ରାଉଣ୍ଡରେ...

ପାଟକୁରାରେ ଅରବିନ୍ଦ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ତେଜେଶ୍ୱର ପରିଡ଼ାଙ୍କୁ ୧୧,୪୨୫ ଖଣ୍ଡ ଭୋଟ୍‌ରେ...

ଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପା

ଫୁଲବାଣୀ,୪ା୬(ରାକେଶ କୁମାର ରାଉତ): ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀ ଉମାଚରଣ ମଲିକ ବିଜୟ ଲାଭ କରିଛନ୍ତି। ଉମାଚରଣ ମୋଟ୍‌ ୫୩,୯୦୦ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କ ନିକଟତମ ବିଜେଡି ପ୍ରାର୍ଥୀ ଜୟଶ୍ରୀ କହଁର ୫୧,୦୪୨ ଖଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri