ଝାରସୁଗୁଡ଼ା ଭାଜପା ଜିଲା ସଭାପତି ପଦ ପାଇଁ ଦୌଡ଼: ଧର୍ମେନ୍ଦ୍ର ନା ସୁରେଶ କାହା ଶିବିରକୁ ଯିବ
ଝାରସୁଗୁଡା,୧୦।୨(ଆଶିଷ ରଞ୍ଜନ ଦାଶ): ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ରାଜ୍ୟର ୨୩ଟି ସାଙ୍ଗଠନିକ ଜିଲା ପାଇଁ ସଭାପତି ପଦ ଘୋଷଣା କରିସାରିଛି। ଅଘୋଷିତ ମଧ୍ୟରେ ପଶ୍ଚିମ ଓଡ଼ିଶାର ଅନ୍ୟତମ ରାଜନୈତିକ ସମ୍ବେଦନଶୀଳ ଜିଲା ଝାରସୁଗୁଡ଼ାର ଭାଜପା ସଭାପତି ପଦ ରହିଛି।...