‘ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର୍ ହେବାକୁ ଚାହୁଁଛି ଭାଜପା’
ମୋରଡ଼ା/ରାସଗୋବିନ୍ଦପୁର,୨୨ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାସଗୋବିନ୍ଦପୁର ବ୍ଲକର ଅମର୍ଦ୍ଦା ପଡ଼ିଆରେ ବିଜୁ ଜନତା ଦଳ ଶକ୍ତି ପ୍ରଦର୍ଶନ କରିଛି। ଅପରାହ୍ନ ୫ଟାରେ ଅମର୍ଦ୍ଦା ପଡ଼ିଆରେ ଆୟୋଜିତ ୪୮ ନମ୍ବର ଜୋନସ୍ତରୀୟ ନିର୍ବାଚନ ସଭାରେ ୭ ହଜାରରୁ...