୫ ପ୍ରଶ୍ନ ନେଇ ବିଜେଡିକୁ ଘେରିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର, ୧୭।୫(ସୁନିତ୍ ମିଶ୍ର):ଓଡ଼ିଶାରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା, ଚିଟ୍ଫଣ୍ଡ ଜମାକାରୀଙ୍କ ଅର୍ଥ ଫେରସ୍ତ, ଓଡ଼ିଶାକୁ ଦାଦନମୁକ୍ତ ରାଜ୍ୟ କରାଇବା, ମାଇନିଂ ସ୍କାମ୍ରେ ଦୋଷୀଙ୍କୁ ଦଣ୍ଡିତ କରିବା ଓ ଆଦିବାସୀ ବିରୋଧୀ ମନୋଭାବକୁ ନେଇ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ...