ରାଜନୀତି

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’

ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ...

ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ...

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ...

ଏହି ତାରିଖରେ ସବୁଦିନ ପାଇଁ ତାମିଲନାଡୁ ପଳାଇବେ ପାଣ୍ଡିଆନ୍‌: ବିଜେଡି ଉପରେ ବର୍ଷିଲେ ହିମନ୍ତ ବିଶ୍ୱଶର୍ମା

ସମ୍ବଲପୁର,୨୩।୫: ଓଡ଼ିଶାର ସମ୍ବଲପୁରରେ ନିର୍ବାଚନ ପ୍ରଚାର ପାଇଁ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସମ୍ବଲପୁରରେ ମା’ ସମଲେଇ ଦର୍ଶନ ପରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ହିମନ୍ତ। ସେ କହିଛନ୍ତି,ନିର୍ବାଚନ ହାରିଲେ ବିଜେଡି ଗୋଟିଏ ଦିନରେ ଭାଙ୍ଗିଯିବ। ଯେଉଁମାନଙ୍କର...

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ...

ବୋହୂ ପାଇଁ ଭୋଟ ମାଗିଲେ କେପି ସିଂହଦେଓ

ଢେଙ୍କାନାଳ,୨୩ା୫(ରତନ ନାୟାର): ନିର୍ବାଚନ ପ୍ରଚାରର ଅନ୍ତିମ ପର୍ଯ୍ୟାୟରେ ଢେଙ୍କାନାଳ ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁସ୍ମିତା ସିଂହଦେଓଙ୍କ ପାଇଁ ବୁଧବାର ଅପରାହ୍ନରେ ପ୍ରଚାର କରିଥିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାମାକ୍ଷା ପ୍ରସାଦ ସିଂହଦେଓ। ସୁସ୍ମିତା ହେଉଛନ୍ତି କାମାକ୍ଷା...

ବିଜେଡି ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ଶୋଭାଯାତ୍ରା

ଆଠଗଡ,୨୩।୫(ସତ୍ୟ ପ୍ରସାଦ ରଥ):କଟକ ଲୋକସଭା କ୍ଷେତ୍ରର ବିଜୁଜନତା ଦଳ ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ଆଠଗଡ଼ ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଚାର କାର୍ଯ୍ୟ ଜୋରଦାର କରିଛନ୍ତି। ବୁଧବାର ଆଠଗଡ ବ୍ଲକର ଏକ ନମ୍ବର ଯୋନରେ ଏକ ବାଇକ...

ମହାପ୍ରଭୁଙ୍କୁ ନେଇ ରାଜନୀତି ଠିକ୍‌ ନୁହେଁ: ସଞ୍ଜୟ

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ସମଗ୍ର ଓଡ଼ିଆ ଜାତିର ସବୁଠାରୁ ବଡ଼ ପରିଚୟ ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ଭାଜପା ନେତାମାନେ ଯେଉଁ ରାଜନୀତି କରୁଛନ୍ତି ଏହା ଆଦୌ ଠିକ ନୁହେଁ ବୋଲି ବିଜେଡି ନେତା ସଞ୍ଜୟ କୁମାର ଦାଶବର୍ମା କହିଛନ୍ତି। ସଞ୍ଜୟ...

ଶୀର୍ଷରେ ବିଜେଡି-ଭାଜପା ଲଢ଼େଇ

ଢେଙ୍କାନାଳରୁ ଅନିଲ ଦାସ,୨୩।୫: ଆସନ୍ତା ୨୫ ତାରିଖରେ ଢେଙ୍କାନାଳ ସମେତ ୬ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ହେବ। ଗୁରୁବାର ଅପରାହ୍ନ ୫ଟା ସୁଦ୍ଧା ଉକ୍ତ ନିର୍ବାଚନମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଶେଷ ହେବ।...

ବିଜେଡି ପୁସିଂ କାର୍ଡ ଧରିଥିବା ମିଶନ ଶକ୍ତି ମହିଳାଙ୍କୁ ମାଡ଼

ଚଣ୍ଡିଖୋଲ,୨୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ମଝିପଡ଼ା ଗ୍ରାମରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ବୁଧବାର ମଝିପଡ଼ା ଗ୍ରାମ ମିଶନ ଶକ୍ତି ସଂଘର ମହିଳା ଶକୁନ୍ତଳା ବେହେରା ବିଜେଡି ପୁସିଂ କାର୍ଡ ଧରି ଯାଉଥିବାବେଳେ ତାଙ୍କୁ...

‘ମୋଦିଙ୍କ ପାଇଁ କୋଣାର୍କ ପ୍ରସିଦ୍ଧ’ ମନ୍ତବ୍ୟ ଓଡ଼ିଶାବାସୀଙ୍କୁ ବ୍ୟଥିତ କରିଛି

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ପୁରୀ ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ସମ୍ବିତ୍‌ ପାତ୍ରଙ୍କ ବୟାନ ‘ମୋଦିଙ୍କ ଭକ୍ତ ଜଗନ୍ନାଥ’ ସନାତନ ଧର୍ମର ପ୍ରତିଟି ବ୍ୟକ୍ତିଙ୍କୁ ଆଘାତ ଓ ବ୍ୟଥିତ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ‘ମୋଦିଙ୍କ ପାଇଁ...

‘ଭାଜପା ପ୍ରାର୍ଥୀ ନିର୍ବାଚନରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛନ୍ତି’

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନର ଅଭିଯୋଗ କରାଯାଇଛି। ଏନେଇ ବିଜେଡି ପ୍ରତିନିଧି ଦଳ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri