ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ: ଭିଡିଓ ଶେୟାର କରି କହିଲେ ଏମିତି କଥା
ଭୁବନେଶ୍ୱର,୨୨।୫: ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ଏ ନେଇ ସୂଚନା ଦେଇଛନ୍ତି। ଜ୍ୟୋତିପ୍ରକାଶ ପୂର୍ବରୁ...
ପ୍ରଚାର ବେଳେ ବିଜେଡି ପ୍ରାର୍ଥୀଙ୍କୁ ପଥରମାଡ଼ ଉଦ୍ୟମ
ବିଶୋଇ,୨୨ା୫ (ଅମିତ ଦାସ):ମୟୂରଭଞ୍ଜ ଜିଲା ସାରସକଣା ବିଧାନସଭା କ୍ଷେତ୍ର ଅଧୀନ ବିଜାତଳା ବ୍ଲକ ଅଞ୍ଚଳରେ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ଡା.ଦେବାଶିଷ ମାର୍ଣ୍ଡିଙ୍କ ଉପରକୁ ପଥର ମାଡ଼ ଉଦ୍ୟମ ହୋଇଛି। ଏଥିରେ ଡା. ମାର୍ଣ୍ଡି ଅଳ୍ପକେ ବର୍ତ୍ତି ଯାଇଥିବା...
୨୩ରେ ଓଡ଼ିଶା ଆସିବେ ଯୋଗୀ, ନଡ୍ଡା
ଭୁବନେଶ୍ୱର, ୨୩।୫(ସୁନିତ୍ ମିଶ୍ର): ୨୦୨୪ ନିର୍ବାଚନ ଲାଗି ଭାଜପାର ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଜାରି କରିଛନ୍ତି। ବିଭିନ୍ନ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର...
‘ଭାଜପାର ଭବିଷ୍ୟବାଣୀ ଭୁଲ୍ ପ୍ରମାଣିତ ହେବ’
ଭୁବନେଶ୍ୱର, ୨୨।୫(ଅସମାପିକା ସାହୁ):ନବୀନ ପଟ୍ଟନାୟକ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଓଡ଼ିଶାରେ ତାଙ୍କ ସପକ୍ଷରେ ହାୱା ରହିଛି। ୨୦୧୯ ଭଳି ୨୦୨୪ରେ ମଧ୍ୟ ଭାଜପାର ଭବିଷ୍ୟବାଣୀ ଭୁଲ ପ୍ରମାଣିତ ହେବ ବୋଲି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ...
ବିଜେଡି ଛାଡ଼ିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର,୨୨।୫(ସୁନିତ୍ ମିଶ୍ର):ନିକଟରେ ବିଜେଡିରୁ ଇସ୍ତଫାଦେଇ ଭାଜପାରେ ଯୋଗ ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଏବଂ ସୋର...
ଓଡ଼ିଶା, ଆସାମ ସମେତ ଏହି ସବୁ ରାଜ୍ୟରେ ଭାଜପାକୁ ମିଳିବ ଏତିକି ସିଟ୍, ପ୍ରଶାନ୍ତ କିଶୋରଙ୍କ ବଡ଼ ଦାବି
ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ପ୍ରାୟ ୮୦ପ୍ରତିଶତ ମତଦାନ ସମାପ୍ତ ହୋଇଛି ଏବଂ ବର୍ତ୍ତମାନ ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାବି ଉପରେ ବହୁ ଆଲୋଚନା ହେଉଛି ଯେ ଭାରତୀୟ ଜନତା...
ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍ ଚେକ୍ କଟକର ବିକାଶ ପାଇଁ ବିନିଯୋଗ କରିବି
୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର ବିଧାୟକ ଥିଲେ। ୧୮ବର୍ଷ ବୟସରେ ଟ୍ରେଡ୍ ୟୁନିୟନରେ ସାମିଲ ହୋଇ ନିଜର ସାମାଜିକ...
ଅଞ୍ଚଳବାସୀଙ୍କ ବିକାଶ ମୋର ପ୍ରାଥମିକ ଦାୟିତ୍ୱ
ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି ପ୍ରିୟଦର୍ଶୀ ମିଶ୍ର। ୨୦୧୪-୧୯ ପର୍ଯ୍ୟନ୍ତ ସେ ବିଜେଡିରୁ ଉତ୍ତର ଭୁବନେଶ୍ୱରର ବିଧାୟକ ଥିଲେ। ଚଳିତ ନିର୍ବାଚନରେ ପ୍ରିୟଦର୍ଶୀ ଦଳୀୟ ଟିକେଟ୍ ପାଇଁ ଆଶାବାଦୀ ଥିଲେ।...
ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୧।୫(ସୁନିତ୍ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର ଓଡ଼ିଆଙ୍କ ହାତରେ ରହିବ ବୋଲି ଖୋଦ୍ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି।...
ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…
ଭୁବନେଶ୍ୱର,୨୧।୫: ଆସନ୍ତା ନିର୍ବାଚନରେ ଟିକେଟ ନ ମିଳିବାରୁ ଅନେକ ନେତା ଦଳ ଡେଇଁଥିଲେ। ନିକଟରେ ବିଜେଡିରୁ ୪ଜଣ ବିଧାୟକ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ତେବେ ଏହି ବିଧାୟକଙ୍କୁ ମଙ୍ଗଳବାର ଜବାବ ତଲବ କରାଯାଇଛି। ସମୀର ଦାଶ, ସୀମାରାଣୀ...
୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…
ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍କି ବାର୍ ୪୦୦ ପାର୍’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା ଲାଗି ସମସ୍ତ ପ୍ରଚେଷ୍ଟା କରୁଛି। ଏମିତିରେ ରାଜନୈତିକ ରଣନୀତିଜ୍ଞ ତଥା ରାଜନୀତିର ଚାଣକ୍ୟ...
ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…
ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ ନିର୍ବାଚନ ପୂର୍ବରୁ ସ୍ଥିତି ଭିନ୍ନ ରହିଥିଲା। କାରଣ ଉଭୟ ଦଳ ରାଜ୍ୟରେ...
Archives


